ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ; ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଜି ଓଡ଼ିଶାର ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। […]

MMDRକୁ ନେଇ ନବୀନଙ୍କ ଚିଠିର ଜବାବ ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:MMDR ସଂଶୋଧନ ଅଧିନିୟମ 2026କୁ ନେଇ ନବୀନ ପଟ୍ଟନାୟକ ଓଡ଼ିଶାର ସାଂସଦମାନଙ୍କୁ ଦେଇଥିବା ଚିଠିର ପ୍ରତ୍ୟୁତ୍ତର ରଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।ସେ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଗଣତନ୍ତ୍ରରେ ରାଜନୈତିକ ଆଲୋଚନା ଏକ ସ୍ୱାଭାବିକ […]

ଡିଜିପି-ଆଇଜିପି ସମ୍ମିଳନୀରେ ଭବିଷ୍ୟତର ‘ସ୍ମାର୍ଟ ପୋଲିସିଂ’ ବ୍ଲୁ-ପ୍ରିଣ୍ଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା […]

ସୁଭଦ୍ରା ଯୋଜନାରେ ମିଳିଥିବା ଟଙ୍କା ନ ଦେବାରୁ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ

ଢେଙ୍କାନାଳ:ସୁଭଦ୍ରା ଯୋଜନାରେ ମିଳିଥିବା ଟଙ୍କା ନ ଦେବାରୁ ମଦ୍ୟପ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ସହ ମୃତଦେହକୁ ଘର ପାଖ ପାଇଖାନା ଟାଙ୍କି ଭିତରେ ପୋତି ଦେଇଥିବା ଅଭିଯୋଗ ହୋଇଛି। […]

ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ

ଭୁବନେଶ୍ୱର:ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଅଜିତ ସାହୁ। ଜାଗା ଦେବାକୁ କହି ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରିଛି ନୟାପଲ୍ଲୀ ପୋଲିସ।ସୂଚନା ଅନୁସାରେ, ୨୦୨୪ ମସିହାରେ ଜମି ଦେବା ନାଁରେ […]

ବଢ଼ିଲା ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳଙ୍କ ଗିରଫଦାରୀ ଭୟ:ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ବର: ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳଙ୍କ ଅଡ଼ୁଆ ପୁଣି ବୃଦ୍ଧି ପାଇଛି। ହାଇକୋର୍ଟ ସୁଜିତଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିବା ସହ ପୂର୍ବରୁ ଦିଆଯାଇଥିବା ଅନ୍ତରୀଣ ସୁରକ୍ଷାକୁ ମଧ୍ୟ ହଟାଇ ଦେଇଛନ୍ତି। […]

MMDR ବିଲ୍‌ ସଂଶୋଧନ ପ୍ରତ୍ୟାହାର ନେଇ ବିଜେପି ସାଂସଦଙ୍କୁ ନବୀନ ଲେଖିଲେ ଚିଠି :ଚିଠିର କଡ଼ା ଜବାବ ଦେଲେ ବିଜେପି ସାଂସଦ

ଭୁବନେଶ୍ୱର:MMDR ୨୦୨୬ସଂଶୋଧନ ବିଲ୍‌କୁ ବିରୋଧ କରି ନବୀନ ପଟ୍ଟନାୟକ ଓଡ଼ିଶାର ସମସ୍ତ ବିଜେପି ସାଂସଦଙ୍କୁ ଏକ ଚିଠି ଲେଖିଛନ୍ତି। ନବୀନ ସାଂସଦମାନଙ୍କୁ ଦଳୀୟ ଆଭିମୁଖ୍ୟରୁ ଉପରକୁ ଉଠି ଓଡ଼ିଶାର ସ୍ୱାର୍ଥ ଓ ଅଧିକାର ରକ୍ଷା […]

ବେଆଇନ ଟ୍ୟାକ୍ସ ରିହାତି ନେବା ଅଭିଯୋଗରେ ଓସିଏକୁ ନୋଟିସ୍ ଜାରି

ଭୁବନେଶ୍ୱର:ବେଆଇନ ଭାବେ ବ୍ୟକ୍ତିଗତ ବିମାନ ଯାତ୍ରା, ହୋଟେଲ ବିଲ୍ ଓ ଅନ୍ୟାନ୍ୟ ଖର୍ଚ୍ଚକୁ ‘ବ୍ୟବସାୟିକ ଖର୍ଚ୍ଚ’ ଦର୍ଶାଇ ଲକ୍ଷାଧିକ ଟଙ୍କାର ଟିକସ ଛାଡ଼ ବା ‘ଇନପୁଟ୍ ଟ୍ୟାକ୍ସ କ୍ରେଡିଟ୍‌’ ନେଇଥିବା ଅଭିଯୋଗରେ ଓସିଏକୁ ରାଜ୍ୟ […]

ରନ୍ଧନ ତେଲର ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍‌ ଓ ହଷ୍ଟେଲଗୁଡ଼ିକୁ ଚିଠି କଲା ଉଚ୍ଚ ଶିକ୍ଷା ବିଭାଗ

ଭୁବନେଶ୍ୱର:ଆଉ କଲେଜ କ୍ୟାଣ୍ଟିନ୍‌ରେ ବିକ୍ରି ହେବନାହିଁ ତେଲିଆ ଖାଦ୍ୟ । ପ୍ରଧାନମନ୍ତ୍ରୀଙ୍କ ରନ୍ଧନ ତେଲ ବ୍ୟବହାର କମାଇବା ନେଇ ଆହ୍ୱାନକୁ ଅନୁସରଣ କରି ଉଚ୍ଚ ଶିକ୍ଷା ବିଭାଗ ଏହି ପରାମର୍ଶ ଦେଇଛି ।ଏନେଇ ରାଜ୍ୟର […]

୧ କୋଟି ୪୦ ଲକ୍ଷ ଟଙ୍କାର ଆର୍ଥିକ ହେରଫେର ମାମଲାରେ SCB ମେଡିକାଲ କଲେଜ ଓ ହସ୍‌ପିଟାଲର ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଗିରଫ କଲା ପୋଲିସ

କଟକ:SCB ମେଡିକାଲ କଲେଜ ଓ ହସ୍‌ପିଟାଲରେ ୧ କୋଟି ୪୦ ଲକ୍ଷ ଟଙ୍କାର ଆର୍ଥିକ ହେରଫେର ମାମଲାରେ ଡାଟା ଏଣ୍ଟ୍ରି ଅପରେଟର ଦୀନେଶ ରାଉତଙ୍କୁ ଗିରଫ କରିଛି ମଙ୍ଗଳାବାଗ ଥାନା ପୁଲିସ।ଏସସିବି ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ […]