ନୂଆପଡ଼ାବାସୀଙ୍କ ପାଇଁ କଂଗ୍ରେସର ଇସ୍ତାହାର ପତ୍ର..

ନୂଆପଡା: ନୂଆପଡ଼ା ମତଦାତାଙ୍କୁ ନିଜ ସପକ୍ଷରେ ଆଣିବାକୁ କଂଗ୍ରେସ ପକ୍ଷରୁ ଆଜି ଘୋଷଣା ପତ୍ର ଜାରି କରାଯାଇଛି । ନୂଆପଡ଼ାସ୍ଥିତ ଖୁଣ୍ଟିଆ ଭବନଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା ପତ୍ର […]

ଗ୍ରୀନ୍‌ ଇଣ୍ଡିଆ କମ୍ପାନୀ ମାଲିକଙ୍କ ଘରେ ଇଡି ଚଢ଼ାଉ

ବ୍ରହ୍ମପୁର: ଚିଟ୍‌ଫଣ୍ଡ କମ୍ପାନି ଗ୍ରୀନ୍‌ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ବ୍ରହ୍ମପୁରର ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ରେଡ୍ କରିଛି। ଲୋକଙ୍କଠୁ […]

ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟିଦେଲା ଯୁବକ

ବାସୁଦେବପୁର : ଆରୁହା ପଞ୍ଚାୟତର କୁଞ୍ଚଆଢ଼ିଆ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜନୈକା ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟି ଦେଇଛନ୍ତି ଜଣେ ଯୁବକ। ଅଭିଯୁକ୍ତ ଜଣକ ବିଷ୍ଣୁବିନ୍ଧା ଗ୍ରାମର ବୋଲି ଜଣାପଡ଼ିଛି। […]

ପରିବାର ବର୍ଗ ଙ୍କ ଅଭିଯୋଗ ଡିଜେ ଶବ୍ଦ ପାଇଁ ଚାଲିଗଲା ଦେବୀ ରଥଙ୍କ ଜୀବନ

ଭୁବନେଶ୍ୱର: ଯାତ୍ରା କଳାକାର ଦେବୀ ରଥଙ୍କ ହୃଦାଘାତ ରେ ମୃତ୍ୟୁ ପରେ ଗୁରୁତର ଅଭିଯୋଗ ଆଣିଛନ୍ତି ପରିବାର ବର୍ଗ। ଡିଜେର ବିକଟାଳ ଶବ୍ଦ ପାଇଁ ଦେବୀଙ୍କର ମୃତ୍ୟୁ ହୋଇଥିବା ନେଇ ତାଙ୍କ ପୁଅ ଅଭିଯୋଗ […]

ପୁଣି ଓସ୍ତପୁର-କୋଟପଲ୍ଲା ମଧ୍ୟରେ ସୀମା ବିବାଦ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାର ବାଘମାରୀ ଥାନା ଓସ୍ତପୁର ଓ କୋଟପଲ୍ଲା ଗାଁରେ ବିକ୍ଷୋଭକାରୀ ସୀମା ବିବାଦକୁ ନେଇ ଟେକା ପଥର ମାଡ଼ କରିବା ସହିତ ଦୋକାନ ଜାଳି ଦେଇଛନ୍ତି । ଘଟଣା ସ୍ଥଳରେ ବ୍ୟାପକ […]

ଆଜି କାର୍ତ୍ତିକ ପୂର୍ଣ୍ଣିମାରେ ଦେଖାଯିବ ସୁପରମୁନ୍

ଭୁବନେଶ୍ୱର: ସାଧାରଣ ଦିନର ପୂର୍ଣ୍ଣଚନ୍ଦ୍ରଠାରୁ ପ୍ରାୟ ୭% ବଡ଼ ଏବଂ ୧୫% ଉଜ୍ଜ୍ୱଳ ଦେଖାଯିବ। ଏହା ଏକ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ ଏବଂ ଏହାକୁ ଖାଲି ଆଖିରେ ଦେଖି ହେବ। ସୁପରମୁନ୍‌ର […]

ଆଜିଠୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା: ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ କଟକର ଐତିହାସିକ ବାଲିଯାତ୍ରା ଉତ୍ସବ ଉଦ୍‌ଘାଟନ କରିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ବୋଟିଂ କ୍ଲବ୍‌ […]

ଲାଞ୍ଚ ନେଲା ବେଳେ ଧରା ପଡିଲେ ପିପିଲି RI

ପୁରୀ: ୬୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ପିପିଲି ତହସିଲର ବନ୍ତଳସିଂହ ସର୍କଲ ରାଜସ୍ୱ ନିରୀକ୍ଷକ (RI) ଜୀବନକୃଷ୍ଣ ପରିଡ଼ା। ଏକ ମ୍ୟୁଟେସନ୍ ମାମଲାରେ ଆବେଦନ ପ୍ରକ୍ରିୟାକରଣ ପାଇଁ ଜଣେ ଅଭିଯୋଗକାରୀଙ୍କଠାରୁ […]

ରିମାଣ୍ଡରେ ଗଲେ ଉମା ଓ କୁରୁପତି:ପୀତବାସ ହତ୍ୟା ମାମଲା

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଉମା ବିଷୋୟୀ ଓ ସାର୍ପ ସୁଟର କୁରୁପତି ଭୂୟାଁଙ୍କୁ ରିମାଣ୍ଡରେ ନେଇ ମାରାଥନ ଜେରା କରୁଛି ପୋଲିସ। ହତ୍ୟାର ସତ […]

ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ

ଭୁବନେଶ୍ୱର: ଆୟକର ଠକେଇ ଅଭିଯୋଗରେ ଭୁବନେଶ୍ବର ସ୍ଥିତ ଉତ୍କଳ ବିଲ୍ଡର୍ସର ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି। ଶହେରୁ ଅଧିକ ଅଧିକାରୀ ୨୦ଟି ଟିମରେ ଚଢାଉ କରିଛନ୍ତି । ମହର୍ଷି କଲେଜ ରୋଡ ସ୍ଥିତ କାର୍ଯ୍ୟାଳୟରେ […]