ନୂଆଦିଲ୍ଲୀ: ପାନ ମସଲା ପାଇଁ ବିଜ୍ଞାପନ କରିବା ଅଭିଯୋଗରେ ଏଫଡିଏ ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି । ‘ଇଲାଇଚି’ ପାଇଁ ବିଜ୍ଞାପନ କରିବା […]
Author: Mysanket News
ଟିଏମସି ପାର୍ଟି ଅଫିସରୁ ମିଳିଲା ପୂର୍ବତନ ଉପବାଚସ୍ପତିଙ୍କ ଝୁଲନ୍ତା ମୃତଦେହ
କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ତଥା ଟିଏମସିର ବରିଷ୍ଠ ନେତା ଆଶିଷ ବାନାର୍ଜୀ ଆତ୍ମହତ୍ୟା କରିଛନ୍ତି lବୀରଭୂମ ଜିଲ୍ଲାର ରାମପୁରହାଟସ୍ଥିତ ତାଙ୍କ ପାର୍ଟି କାର୍ଯ୍ୟାଳୟରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି।ସୂଚନା ଅନୁଯାୟୀ ରାମପୁରହାଟ […]
ଆନାଲଗ୍ କ୍ଷୀର ଉତ୍ପାଦକୁ ନିଷେଧ କଲେ ଉତ୍ତର ପ୍ରଦେଶ ସରକାର
ୟୁପି: ଉତ୍ତର ପ୍ରଦେଶ ସରକାର ‘ଆନାଲଗ୍’ପନିର, କ୍ରିମ୍, ଘିଅ, ଛେନା ଏବଂ ଖୁଆ ଉପରେ କଟକଣା ଲଗାଇଛନ୍ତି। ଏହି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି ଯେ ଯଦି କୌଣସି ସ୍ଥାନରେ ଭେଜାଲ (ମିଶ୍ରିତ) ଉତ୍ପାଦ ମିଳେ, […]
ବିଜେଡି ସାଂସଦ ସୁଲତା ଦେଓଙ୍କ ବିରୁଦ୍ଧରେ କ୍ୟାପିଟାଲ ଥାନାରେ ଏତଲା ଦେଲା ବିଜେପି
ଭୁବନେଶ୍ୱର: ବିଜେପିର ଏକ ଟିମ୍ କ୍ୟାପିଟାଲ ଥାନାରେ ସାଂସଦ ଶ୍ରୀମତୀ ସୁଲତା ଦେଓଙ୍କ ବିରୁଦ୍ଧରେ ଲିଖିତ ଏତଲା ଦେବା ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରିଛି। ଅଭିଯୋଗ ପତ୍ରରେ ଦର୍ଶାଯାଇଛି ଯେ, ବିଜେପି ରାଷ୍ଟ୍ରୀୟ […]
ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସି ଜୀବନ ହାରିଲେ ବୟସ୍କ ଶ୍ରଦ୍ଧାଳୁ
ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ବୟସ୍କ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି। ପ୍ରବଳ ଗହଳି ଯୋଗୁଁ ଅଣନିଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ସାଧାରଣରେ ଚର୍ଚ୍ଚା ହେଉଥିବା ବେଳେ, […]
ସ୍ୱାଧୀନତା ଦିବସ ପ୍ରସ୍ତୁତି ବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ଶିକ୍ଷକଙ୍କ ମୃତ୍ୟୁ
ଭୁବନେଶ୍ବର: ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ଏକ ଦୁର୍ଘଟଣା ଘଟିଛି। ପତାକା ଖୁଣ୍ଟ ପୋତିବା ବେଳେ ବିଦ୍ୟୁତ ଆଘାତରେ ଜଣେ କ୍ରୀଡ଼ା […]
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର : ୮୦ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ […]
ଲାଲକିଲ୍ଲାରେ ପତାକା ଉତ୍ତୋଳନ ପରେ ଦେଶ ବାସୀଙ୍କୁ ସମ୍ବୋଦ୍ଧିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଦେଶ ଆଜି ପାଳନ କରୁଛି ୮୦ତମ ସ୍ୱାଧୀନତା ଦିବସ l ଏହି ଅବସରରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ ଥର ପାଇଁ ସ୍ୱାଧୀନତା ଦିବସ ସମାରୋହରେ […]
ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଓଡ଼ିଶାରେ ପୁଣି ଥରେ କୋଭିଡ୍ ସଂକ୍ରମଣର ମାମଲା ସାମ୍ନାକୁ ଆସିଛି। ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ଅଞ୍ଚଳରୁ ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଜଣକ ବର୍ତ୍ତମାନ […]
ଓଡ଼ିଶାର ଅନ୍ତରୀଣ ଡିଜିପି ହେଲେ ବିନୟତୋଷ ମିଶ୍ର
ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ମିଳିଛି ନୂଆ ଦାୟିତ୍ୱ। ୧୯୯୩ ବ୍ୟାଚ୍ର ଏହି ଆଇପିଏସ୍ ଅଧିକାରୀଙ୍କୁ ଓଡ଼ିଶାର ଅନ୍ତରୀଣ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ଦିଆଯାଇଛି। ସମ୍ପ୍ରତି କ୍ରାଇମବ୍ରାଞ୍ଚ […]
