ବବି ଦାସ , ଡିଏସ୍ କୁଟ୍ଟେ ଏବଂ ଆଶିଷ ସିଂଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସୂଚନାକର୍ମୀ

ଭୁବନେଶ୍ୱର: ଭୁବନେଶ୍ୱରଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସାମାଜିକ କର୍ମୀ ପ୍ରକାଶ ଚନ୍ଦ୍ର ଦାସ, ସୂଚନା କର୍ମୀ ଶ୍ରୀକାନ୍ତ ପାକଳ ଓ ଓକିଲ ସୁଧୀର ମହାନ୍ତି ମିଳିତ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଅଧିକାର ଆଇନ […]

ଲୋକସଭାରେ ଗୃହୀତ ହେଲା ‘ବନ୍ଦେ ମାତରମ’ ବିଲ୍

ନୂଆଦିଲ୍ଲୀ: ୨୯ ଜୁଲାଇ ବୁଧବାର ‘ବନ୍ଦେ ମାତରମ’ ବିଧେୟକକୁ ରାଜ୍ୟସଭାରେ ମଞ୍ଜୁରୀ ମିଳିଥିଲା । ରାଜ୍ୟସଭା ପରେ ଆଜି ଲୋକସଭାରେ ‘ବନ୍ଦେ ମାତରମ’ ବିଧେୟକ ଗୃହୀତ ହୋଇଛି। ଉଭୟ ସଦନରେ ଗୃହୀତ ହେବା ପରେ, […]

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ ହରି ବାବୁ କମ୍ଭମପାଟି ବୁଧବାର ଦିନ ଲୋକ ଭବନରେ ଇଣ୍ଡିଆନ ଆଇଡଲ ସିଜନ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ସଙ୍ଗୀତ କ୍ଷେତ୍ରରେ ପ୍ରଦର୍ଶିତ ଉଲ୍ଲେଖନୀୟ […]

ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ ଆରମ୍ଭ

ଭୁବନେଶ୍ୱର: ଏମକେସିଜି ମେଡିକାଲ କଲେଜରେ ଅନୁଷ୍ଠିତ ପିଜି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ଗୁରୁତର ଅନିୟମିତତା ଦେଖିବାକୁ ମିଳିଛି। ଏହି ପ୍ରଶ୍ନପତ୍ର ଲିକ୍ ଘଟଣାରେ […]

ପାକିସ୍ତାନ ଅଧିକୃତ କାଶ୍ମୀରରେ ହିଂସା: ଜାତିସଂଘ ହସ୍ତକ୍ଷେପ ପାଇଁ ଦାବି

ପାକିସ୍ତାନ: ନିର୍ବାଚନ, ରାଜନୈତିକ ଅସନ୍ତୋଷ, ଆର୍ଥିକ ସମସ୍ୟା ଏବଂ ପାକିସ୍ତାନ ସରକାରଙ୍କ ବିରୋଧରେ ବଢ଼ୁଥିବା ପ୍ରଦର୍ଶନ ଏବେ ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ବିଭିନ୍ନ ମିଡିଆ ରିପୋର୍ଟ ଓ ଆନ୍ଦୋଳନକାରୀ ସଂଗଠନର ଦାବି […]

ଖୋର୍ଦ୍ଧାରେ ୩୧ ଯାଏଁ ସମସ୍ତ ସ୍କୁଲ ଛୁଟି, ଶିକ୍ଷକମାନେ ଯିବେ ସ୍କୁଲ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଥିବା ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଆଖିଆଗରେ ରଖି ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି […]

ପାଣିକୁଣ୍ଡରୁ ମିଳିଲା ନିଖୋଜ ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE)ର ଡେମୋନଷ୍ଟ୍ରେସନ୍ ମଲ୍ଟିପର୍ପୋଜ୍ (ଡିଏମ୍) ସ୍କୁଲର ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ୨ୟ ଶ୍ରେଣୀ ଛାତ୍ରୀ ନିଖୋଜ ଘଟଣା। ସ୍କୁଲ୍ ପଛ ପଟେ ଥିବା ପୋଲିସ ରିଜର୍ଭ ପଡ଼ିଆର […]

ରେକର୍ଡ କଲା ଆରସିବି:୨୯୦୦ କୋଟି ଟଙ୍କା ହେଲା ଦଳର ବ୍ରାଣ୍ଡ ଭାଲ୍ୟୁ

ମୁମ୍ବାଇ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବ୍ରାଣ୍ଡ୍ ଭାଲ୍ୟୁ ୩୦୦ ମିଲିୟନ ଡଲାର ଅର୍ଥାତ୍ ପ୍ରାୟ ୨୯୭୯ କୋଟି ଟଙ୍କା ଅତିକ୍ରମ କରିଛି। ହୁଲିହାନ ଲୋକି (Houlihan Lokey) ର ୨୦୨୬ ଆଇପିଏଲ୍ ବ୍ରାଣ୍ଡ୍ ଭାଲ୍ୟୁ […]

ବିଦ୍ୟୁତ୍ ଆଘାତରେ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝରରେ ଦୁଇ ଦିନ ଧରି ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାସ୍ତାଘାଟ, ଘରଦ୍ୱାର- ସବୁ ଆଡ଼େ ପାଣି ଜମି ରହିଥିଲା। କାଲିଠାରୁ ସହରର ବିଭିନ୍ନ ସ୍ଥାନରେ କେନ୍ଦୁଝରଗଡ଼ ପୌରପାଳିକା […]

ଶିବନାରାୟଣ ପାଲଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ, ୫ ଲକ୍ଷ ଟଙ୍କା ଜୋରିମାନା

କଟକ: କଟକ ଜିଲ୍ଲା ବଡମ୍ବା ଗ୍ରାମ୍ୟ କାର୍ଯ୍ୟ ବିଭାଗର ପୂର୍ବତନ କନିଷ୍ଠ ଯନ୍ତ୍ରୀ ତଥା ଭୁବନେଶ୍ୱର ଆର୍ ଆଣ୍ଡ ବି ଡିଭିଜନ-୨ରୁ ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଶିବନାରାୟଣ ପାଲଙ୍କୁ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ଦୋଷୀ […]