କୋଇଲା ଆବଣ୍ଟନ ମାମଲା: ମନମୋହନ ସିଂହଙ୍କ ବିରୋଧରେ ବିଚାର ପ୍ରକ୍ରିୟା ବନ୍ଦ

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ବହୁ ଚର୍ଚ୍ଚିତ କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ସ୍ୱର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଓ ଅନ୍ୟ ଅଭିଯୁକ୍ତଙ୍କୁ କ୍ଲିନ୍ ଚିଟ୍ ପ୍ରଦାନ କରିଛନ୍ତି । ମାମଲାକୁ ବନ୍ଦ […]

କମନୱେଲଥ ଗେମ୍ସ ୨୦୨୬: ଗୁଲଭୀର ଓ ହରଜିନ୍ଦରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର: ଆଥଲେଟ୍ ଗୁଲଭୀର ସିଂହ ଓ ଭାରୋତ୍ତୋଳିକା ହରଜିନ୍ଦର କୌରଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ୍ସ (X)ରେ ପୋଷ୍ଟ କରିଛନ୍ତି ଯେ, କମନୱେଲଥ ଗେମ୍ସ ୨୦୨୬ରେ ଭାରତ […]

ଓଡ଼ିଶାରେ ବନ୍ୟା; ୪ ମୃତ, ୬ ଜିଲ୍ଲାର ୨ ଲକ୍ଷରୁ ଅଧିକ ପ୍ରଭାବିତ

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର । ବନ୍ୟା ଯୋଗୁଁ ଛଅଟି ଜିଲ୍ଲାର ଦୁଇ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ସରକାରୀ ସୂଚନା ଅନୁଯାୟୀ, ୨୩୩ଟି ଗ୍ରାମ ପଞ୍ଚାୟତ, […]

ଛାତ୍ରଛାତ୍ରୀମାନେ ପଢ଼ିବେ ସେୟାର ମାର୍କେଟ୍‌ ପାଠ; ମାଗଣାରେ ଦିଆଯିବ ତାଲିମ

ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ କଲେଜରେ ସେୟାର ମାର୍କେଟ୍‌ ପାଠ ପଢ଼ିବେ। ଆର୍ଥିକ ସାକ୍ଷରତା ବୃଦ୍ଧି ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। […]

ବନ୍ୟା ପରିଚାଳନା ନିମନ୍ତେ ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ସ୍ଵତନ୍ତ୍ର ଅଧିକାରୀ ନିୟୋଜିତ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷାଜନିତ ସୃଷ୍ଟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି […]

ପିଓକେ ରେ ପ୍ରଦର୍ଶନକାରୀଙ୍କ ଉପରେ ଗୁଳି ଚାଳନା: ୨୦ଜଣଙ୍କ ମୃତ୍ୟୁ ସୂଚନା

ନୂଆଦିଲ୍ଲୀ: ଗତକାଲି ପିଓକେ ରେ ପ୍ରଦର୍ଶନକାରୀଙ୍କ ଏକ ଦଳ ମୋଟରସାଇକେଲରେ ମୁଜାଫରାବାଦ ଅଭିମୁଖେ ଶୋଭାଯାତ୍ରା କରିବାକୁ ଯାତ୍ରା କରୁଥିଲେ l ପ୍ରତିବାଦକାରୀମାନେ ମିରପୁର ବଜାର ନିକଟରେ ପହଞ୍ଚିବା ମାତ୍ରେ ପାକିସ୍ତାନୀ ରେଞ୍ଜର୍ସମାନେ ଗୁଳିଚାଳନା ଆରମ୍ଭ […]

ବାପାଙ୍କୁ ପଥରରେ ଛେଚି ମାରିଦେଲା ପୁଅ

ଭୁବନେଶ୍ୱର: ନିଶା ସେବନକୁ କେନ୍ଦ୍ର କରି ବାପା-ପୁଅଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା କଳହ ଶେଷରେ ରକ୍ତାକ୍ତ ରୂପ ନେଇଛି। ରାଗରେ ନିଜ ନିୟନ୍ତ୍ରଣ ହରାଇ ବାପାକୁ ପଥରରେ ଛେଚି ନୃଶଂସ ଭାବେ ହତ୍ୟା କରିଛି […]

CMO ଫାଇଲ ହଜିବା ଘଟଣା: ଦସ୍ତଖତରୁ ମିଳିଲା ବଡ଼ ସୁରାକ୍

ଭୁବନେଶ୍ୱର: ବହୁଚର୍ଚ୍ଚିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିବା ମାମଲାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇ କହିଛନ୍ତି ଯେ, ଫାଇଲ ଗ୍ରହଣ ସମୟରେ ଦସ୍ତଖତ କରିଥିବା ଅଧିକାରୀଙ୍କୁ ଚିହ୍ନଟ […]

ଗଞ୍ଜେଇ ଚୋରାଚାଲାଣ ରାକେଟର ପର୍ଦ୍ଦାଫାଶ; ୩ ଗିରଫ

ଭୁବନେଶ୍ୱର: ଆନ୍ତଃରାଜ୍ୟ ଏନଡ଼ିପିଏସ ଅପରାଧୀଙ୍କ ବିରୋଧରେ ଚାଲିଥିବା ଅଭିଯାନରେ ଅଭିଯୁକ୍ତ ସିବାରାମ ବିଶ୍ୱାଳ, ସିବାରାମ ପାତ୍ର ଓ ବ୍ରହ୍ମପୁରର ମଦ ବ୍ୟବସାୟୀ ମିଟୁ ଓରଫ ମନୋରଞ୍ଜନ ସାବତଙ୍କୁ ଏସଟିଏଫ ଗିରଫ କରିଛି । ସିବାରାମ […]

ମା’ ଓ ଦିବ୍ୟାଙ୍ଗ ନାବାଳିକା ଝିଅର ସନ୍ଦେହଜନକ ମୃତ୍ୟୁ

ଉଦଳା: ମୟୁରଭଞ୍ଜ ଜିଲ୍ଲା ଦିବ୍ୟସିଂପୁର ଗ୍ରାମରେ ମା’ ଏବଂ ଦିବ୍ୟାଙ୍ଗ ଝିଅର ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ହୋଇଛି । ଉଦଳା ଥାନା ଅନ୍ତର୍ଗତ ଦିବ୍ୟସିଂପୁର ଗ୍ରାମ ନିକଟରେ ଥିବା କେନାଲରେ ଆଜି ଏକ […]