ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି । […]
Author: Mysanket News
ଫେସବୁକରୁ ମୋଦିଙ୍କ ପୋଷ୍ଟ ହଟାଇବା ଘଟଣାରେ କ୍ଷମା ମାଗିଲା ମେଟା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଭିଡିଓକୁ ଫେସବୁକରେ ଭାରତ ଭିତରେ ବ୍ଲକ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇବା ପରେ ଶେଷରେ ମେଟା କମ୍ପାନୀ ନିଜ ଭୁଲ୍ […]
ରତ୍ନବେଦୀକୁ ଫେରିଲେ ମହାପ୍ରଭୁ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବର ଅନ୍ତିମ ପର୍ଯ୍ୟାୟ ‘ନୀଳାଦ୍ରି ବିଜେ’ ନୀତି ସମ୍ପନ୍ନ ହୋଇଯାଇଛି । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଛନ୍ତି ଦାରୁଦିଅଁ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଅନୁସାରେ […]
ନାଇଡୁ କମିଶନଙ୍କ ରିପୋର୍ଟ ଫାଇଲ୍ ଗାଏବ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲା ଏବଂ କନ୍ଧମାଳ ହିଂସାକାଣ୍ଡ ତଦନ୍ତ ସହ ଜଡ଼ିତ ‘ନାଇଡୁ କମିଶନ’ଙ୍କ ରିପୋର୍ଟ ଫାଇଲ ଗାଏବ ହେବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । […]
ପିଜି ଆଡ଼ମିଶନ ପାଇଁ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି; ୨୭ ଜୁଲାଇରୁ ଚଏସ୍ ଲକିଙ୍ଗ
ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟର ମାର୍କ ଆଧାରରେ କରାଯିବ। ୨୭ ଜୁଲାଇ ଅପରାହ୍ନ ୩.୦୦ ଘଟିକା ଠାରୁ ୨ ଅଗଷ୍ଟ ରାତି ୧୧.୪୫ ଘଟିକା […]
ଅଭିଯୋଗ ଶୁଣି ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର କଲେ
ଭୁବନେଶ୍ୱର: ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୬ଜଣ ବରିଷ୍ଠ ମନ୍ତ୍ରୀ […]
ନିର୍ବାଚନ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ନିରାଶ ହେଲେ ଅରୁଣ ସାହୁ
ଭୁବନେଶ୍ୱର: ଅରୁଣ ସାହୁଙ୍କ ନିର୍ବାଚନ ଅନିୟମିତତା ମାମଲା ଖାରଜ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଆସନ୍ତା ୬ ମାସ ମଧ୍ୟରେ ନିର୍ବାଚନ ଅନିୟମିତତା ମାମଲାର ଶୁଣାଣି କରି ରାୟ ପ୍ରକାଶ କରିବାକୁ ହାଇକୋର୍ଟଙ୍କୁ […]
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ: SDJM କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO
ଭୁବନେଶ୍ୱର: ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଗଜପତି DFO ସଂଗ୍ରାମ କେଶରୀ ବେହେରା ଆଜି ପାରଳାଖେମୁଣ୍ଡି ଏସଡିଜେଏମ୍ (SDJM) କୋର୍ଟରେ ନିଜ ଓକିଲଙ୍କ ଜରିଆରେ ସେ ଆତ୍ମସମର୍ପଣ କରିଥିବା ଖବର ମିଳିଛି । […]
ଆଜି ମହାପ୍ରଭୁଙ୍କର ନୀଳାଦ୍ରି ବିଜେ: ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଦେବେ ରସଗୋଲା ଭେଟି
ପୁରୀ: ଆଜି ନୀଳାଦ୍ରି ବିଜେ ଅବସରରେ ଶ୍ରୀଜୀଉମାନେ ଜନ୍ମବେଦୀରୁ ଫେରି ରତ୍ନସିଂହାସନକୁ ଯିବେ | ଏହି ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଅଭିମାନ କରି ମା’ ଲକ୍ଷ୍ମୀ ଶ୍ରୀମନ୍ଦିରର ଦ୍ୱାର ବନ୍ଦ କରିଦିଅନ୍ତି। ଶ୍ରୀଜଗନ୍ନାଥ […]
ଧର୍ମେନ୍ଦ୍ର ପ୍ରଧାନଙ୍କୁ ସଂସଦରେ ଏନଡିଏର ସ୍ବାଗତ
ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ମୌସୁମୀ ଅଧିବେଶନରେ ଯୋଗଦେବାକୁ ସଂସଦ ଭବନରେ ପହଞ୍ଚିଥିଲେ । ଏନଡିଏ ସଂସଦମାନଙ୍କ ପକ୍ଷରୁ ତାଙ୍କୁ ଜୋରଦାର ଭାବେ ସ୍ବାଗତ କରାଯାଇଥିଲା । ଏହା ପରେ ତାଙ୍କୁ […]
