ନୂଆଦିଲ୍ଲୀ: ଭାରତର ଦୀପାବଳି ପର୍ବକୁ UNESCOର ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଐତିହାସିକ ନିଷ୍ପତ୍ତିରେ ଖୁସି ପ୍ରକାଶ କରିଛନ୍ତି । ସେ କହିଛନ୍ତି ‘ଦୀପାବଳି ଆମ […]
Author: Sanket News
ମହାନଦୀ ବିବାଦ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ
ଭୁବନେଶ୍ୱର: ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବାପାଇଁ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ ହୋଇଛି । ଏଥିରେ ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ପୃଥ୍ୱୀରାଜ […]
ବାରବାଟୀରେ ଭାରତର ଆକର୍ଷଣୀୟ ବିଜୟ
କଟକ: ବାରବାଟୀରେ ଭାରତର ବିରାଟ ବିଜୟ ।ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର ବୃହତ ବ୍ୟବଧାନରେ […]
ଓଡିଶା ରେ ୪୪,୭୭୧ କୋଟି ଟଙ୍କାର ସଡ଼କ ପ୍ରକଳ୍ପକୁ କେନ୍ଦ୍ରର ଅନୁମୋଦନ
ଭୁବନେଶ୍ୱର:ନୂଆଦିଲ୍ଲୀ ଗସ୍ତରେ ଥିବା ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଙ୍ଗଳବାର ଦିନ କେନ୍ଦ୍ର ମନ୍ତ୍ରୀ, ସଡ଼କ ପରିବହନ ଓ ରାଜମାର୍ଗ ଶ୍ରୀ ନିତିନ ଗଡ଼କରିଙ୍କ ସହ ସାକ୍ଷାତ ଆଲୋଚନା […]
ପେଟ ପାଇଁ ୭୦ ହଜାରରୁ ଉର୍ଦ୍ଧ୍ୱ ଓଡ଼ିଆ ଦାଦନ ଖଟିବାକୁ ଯାଉଛନ୍ତି
ଭୁବନେଶ୍ୱର: ପ୍ରତି ବର୍ଷ ହଜାର ହଜାର ଓଡ଼ିଆ ଶ୍ରମିକ ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି। ବଲାଙ୍ଗୀର ଜିଲ୍ଲାରୁ ଅଧିକ ଶ୍ରମିକ ଯାଉଥିବା ସୂଚନା ମିଳିଛି । ବିଧାୟକ ପ୍ରସନ୍ନ […]
ବିମାନ ସଂଖ୍ୟା ୫ ପ୍ରତିଶତ କମାଇବାକୁ ଇଣ୍ଡିଗୋକୁ ସରକାରଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଇଣ୍ଡିଗୋ ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ଇଣ୍ଡିଗୋକୁ ଶୀତକାଳୀନ ବିମାନ ସଂଖ୍ୟା ୫% କମାଇବାକୁ DGCA ନିର୍ଦ୍ଦେଶ ଦେଇଛି। ପରିଚାଳନା ଅକ୍ଷମତା ଯୋଗୁଁ ୨୦୨୫ ଶୀତ ସିଡ୍ୟୁଲ୍ କମାଇବାକୁ […]
ବିଧାନସଭା ଶୀତ ଅଧିବେଶନ ସମୟ ପୂର୍ବରୁ ସରିଲା; ୧୧ ଦିନ ଚାଲିଲା ଗୃହ
ଭୁବନେଶ୍ୱର: ସମୟ ପୂର୍ବରୁ ବିଧାନସଭା ଶୀତ ଅଧିବେଶନ ଶେଷ । ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା । ଗୃହକୁ ଅନିର୍ଦ୍ଦିଷ୍ଟ […]
ଅଭିଳାଷ ପଣ୍ଡା ଯୁବ ମୋର୍ଚ୍ଚା ସଭାପତି ଓ ଐଶ୍ୱର୍ଯ୍ୟା ବିଜେପି ମହିଳା ମୋର୍ଚ୍ଚା ନେତ୍ରୀ
ଭୁବନେଶ୍ୱର: ବିଜେପି ମୋର୍ଚ୍ଚା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ପଦପଦବୀ ପାଇଁ ନାଁ ଘୋଷଣା କଲା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଆଜି ତାଲିକା ପ୍ରକାଶ ପାଇଛି । […]
ବାଲି ଚୋରି ଉଦ୍ୟମ ବେଳେ ଏରସମା ପୁଲିସର ଚଢ଼ାଉ
ଜଗତସିଂହପୁର: ଏରସମା ଥାନା ଅନ୍ତର୍ଗତ କୁଞ୍ଜକୋଠି ପଞ୍ଚାୟତସ୍ଥିତ ଜଗତପଡା ଜଙ୍ଗଲ ଜମିରୁ ବେଆଇନ ବାଲି ଚାଲାଣ ବେଳେ ଗୋଟିଏ ଜେସିବି ଓ ୪ ଟ୍ରାକ୍ଟର ଜବତ କରାଯାଇ ଏରସମା ଥାନାରେ ରଖାଯାଇଛି। ଏହି ମାମଲାରେ […]
ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ୫୦ ଲକ୍ଷ; ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା। ଏନେଇ ବିଧାନସଭାରୁ ଆସିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ। ସେହିପରି ଅନ୍ୟ ଏକ ସରକାରୀ ବାସଭବନର ମରାମତିରେ ଖର୍ଚ୍ଚ ହୋଇଛି ୨୩ […]
