ପୁରୀ: ଆଜି ହେଉଛି ଆଷାଢ଼ ଶୁକ୍ଳପକ୍ଷ ଦଶମୀ(ବାହୁଡ଼ା ଦଶମୀ)। ଆଜି ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ l ପୂର୍ବ ନିର୍ଦ୍ଧାରିତ ନୀତିକାନ୍ତି ଅନୁସାରେ ଆଜି ସକାଳ ୪ଟାରେ ମଙ୍ଗଳ ଆଳତୀ, ୪ଟା ୧୫ରେ ମଇଲମ, […]
Author: Mysanket News
ହେଲିକପ୍ଟର ଗସ୍ତ ମାମଲାରେ ଜବାବ ଦାଖଲ କଲେ ନବୀନ-ପାଣ୍ଡିଆନ
ଭୁବନେଶ୍ୱର: ହେଲିକପ୍ଟର ଗସ୍ତ ମାମଲା ରେ ଖୋର୍ଦ୍ଧା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଉଭୟ ପାଣ୍ଡିଆନ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଓକିଲଙ୍କ ମାଧ୍ୟମରେ ଜବାବ ଦାଖଲ କରିଛନ୍ତି। ଜୁଲାଇ ୧୫ତାରିଖ […]
ଶୁକ୍ରବାର ସାରା ଦେଶରେ ଆନ୍ଦୋଳନ କରିବ କକ୍ରୋଚ ଜନତା ପାର୍ଟି
ନୂଆଦିଲ୍ଲୀ: ଆସନ୍ତାକାଲି ସମଗ୍ର ଦେଶରେ ଦଳ ପକ୍ଷରୁ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ପାଇଁ ଡାକରା ଦିଆଯାଇଛି। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଓ ସୋମବାର ସିଜେପି ସମର୍ଥକଙ୍କ ଉପରେ ପୋଲିସ ନେଇଥିବା କାର୍ଯ୍ୟାନୁଷ୍ଠାନ ବିରୋଧରେ ଏପରି ଆନ୍ଦୋଳନ […]
ଗଜପତିଙ୍କ ପରାମର୍ଶ ମାନିଲା ବେଙ୍ଗାଲୁରୁ ଇସ୍କନ୍, ପୁରୀ ଶ୍ରୀମନ୍ଦିର ଅନୁସାରେ ହେବ ରଥଯାତ୍ରା
ପୁରୀ: ପୁରୀ ଗଜପତି ମହାରାଜାଙ୍କ ପରାମର୍ଶକୁ ଗ୍ରହଣ କରିଛି ବେଙ୍ଗାଲୁରୁର ଶ୍ରୀଳ ପ୍ରଭୁପାଦ ଇସ୍କନ୍। ଏଣିକି ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ପାଳନ ହେଉଥିବା ତିଥି ଓ ପରମ୍ପରା ଅନୁସାରେ ହିଁ ରଥଯାତ୍ରା ଆୟୋଜନ କରାଯିବ […]
ପର୍ଯ୍ୟଟନ ହବ୍ ଭାବେ ଗଢ଼ିଉଠିବ ଥୁଆମୂଳ ରାମପୁର: ପ୍ରଭାତୀ ପରିଡ଼ା
ରାମପୁର: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟକରଣ ପାଇଁ ମାନ୍ୟବର ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ବୁଧବାର ଭବାନୀପାଟଣା ସର୍କିଟ୍ ହାଉସଠାରେ […]
ସରକାରୀ ଔଷଧ ଗୋଦାମ ବାହାରେ ପଡ଼ିଛି କୁଢ଼ କୁଢ଼ ଔଷଧ
ମୋହନା: ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିସିନ ଷ୍ଟୋର ପାର୍ଶ୍ୱରେ ଥିବା ଏକ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ ପଡ଼ିଥିବା ଦେଖିବାକୁ ମିଳିଛି । ବହୁବର୍ଷ ପୂର୍ବରୁ ଏହି ଗୋଷ୍ଠୀ […]
ପୋଖରୀକୁ ଖସି ପଡ଼ିଲା ବରଯାତ୍ରୀ କାର୍, ୫ ମୃତ
ଢେଙ୍କାନାଳ: ଗତକାଲି ବିଳମ୍ବିତ ରାତିରେ ଢେଙ୍କାନାଳ ସଦର ଥାନା ଛାଟିଆ ଗ୍ରାମରେ ଏକ ବରଯାତ୍ରୀ କାର୍ ଭାରସାମ୍ୟ ହରାଇ ପୋଖରୀରେ ବୁଡ଼ି ଯାଇଥିଲା । ଗାଡ଼ିରେ ୭ ଜଣ ଯୁବକ ରହିଥିବା ବେଳେ ୨ […]
ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବଢ଼ିଲା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫ ପ୍ରତିଶତ ବୃଦ୍ଧି କରିଛନ୍ତି । ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ୧ରୁ ମିଳିବ। କର୍ମଚାରୀମାନେ ଏହି […]
NEET ପେପର ଲିକ୍ ମାମଲାରେ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: CJPର ଦେଶସାରା ବିରୋଧ ପ୍ରଦର୍ଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ଆମର ସର୍ବୋଚ୍ଚ ପ୍ରାଥମିକତା ହେଉଛି ଦେଶର ଯୁବପିଢ଼ିଙ୍କ କଲ୍ୟାଣ ଏବଂ ତାଙ୍କର […]
CMOରୁ ଫାଇଲ୍ ଗାଏବ ମାମଲା: ଭୁବନେଶ୍ୱର ଜୋନ୍-୧ ଏସିପି କାର୍ଯ୍ୟାଳୟରେ ହାଜର ହେବା ପାଇଁ ପାଣ୍ଡିଆନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିଶନ ଫାଇଲ ଗାଏବ ହେବା ଘଟଣାରେ ଭିକେ ପାଣ୍ଡିଆନଙ୍କୁ ନୋଟିସ୍ ଜାରି କରି ହାଜର ପାଇଁ ନିର୍ଦ୍ଦେଶ ଦେଇଛି କମିଶନରେଟ ପୁଲିସ। ସୂଚନା ଅନୁସାରେ, ଭୁବନେଶ୍ୱରର […]
