ଭାରତର ପ୍ରଥମ ଘରୋଇ ଅର୍ବିଟାଲ୍ ରକେଟର ଉତ୍‌କ୍ଷେପଣ, ମହାକାଶକୁ ଗଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତ ଲେଖା ବାର୍ତ୍ତା

ଶ୍ରୀହରିକୋଟା: ହାଇଦ୍ରାବାଦସ୍ଥିତ ସ୍କାଇରୁଟ୍ ଏରୋସ୍ପେସ୍ ଦେଶର ପ୍ରଥମ ଘରୋଇ ଭାବେ ବିକଶିତ ଅର୍ବିଟାଲ୍ ରକେଟ୍ ‘ବିକ୍ରମ-୧’ର ସଫଳ ଉତ୍‌କ୍ଷେପଣ କରିଛି । ରକେଟ୍‌ଟିକୁ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରରୁ ଉତ୍‌କ୍ଷେପଣ କରାଯାଇଛି […]

୩୫ଟି ପୌରାଂଚଳ ଅଧ୍ୟକ୍ଷ ପଦବୀ ସଂରକ୍ଷଣ ନେଇ ଚିଠା ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ନୂତନ ଗଠିତ ୨୯ଟି ଏନଏସି ଓ ୬ଟି ମ୍ୟୁନିସପାଲଟିରେ ଅଧ୍ୟକ୍ଷ ପଦବୀ ସଂରକ୍ଷଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ମ୍ୟୁନିସପାଲଟି ଆକ୍ଟ-୧୯୫୦ ଓ ଓଡ଼ିଶା ମ୍ୟୁନିସପାଲଟି […]

ନାଗରିକତ୍ୱ ସ୍ଥିର କରିପାରିବେନି ନିର୍ବାଚନ କମିଶନ:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ସ୍ପଷ୍ଟୀକରଣ କରିଛନ୍ତି ଯେ କୌଣସି ବ୍ୟକ୍ତି ଭାରତର ନାଗରିକ କି ନୁହେଁ, ତାହା ସ୍ଥିର କରିବା ନିର୍ବାଚନ କମିଶନଙ୍କ ଅଧିକାର ଭିତରେ ଆସେ ନାହିଁ। […]

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ, ଘଟାଇଥାନ୍ତେ ଦେଶବ୍ୟାପୀ ବିସ୍ଫୋରଣ

ଅହମ୍ମଦାବାଦ: ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦ (JeM)ର ଏକ ମଡ୍ୟୁଲ୍ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଗୁଜୁରାଟ ଆତଙ୍କବାଦ ବିରୋଧୀ ଦଳ (ATS) ପାଞ୍ଚ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଛି। […]

ଆନ୍ଧ୍ରପ୍ରଦେଶରେ କରୋନାରେ ୪ ଜଣଙ୍କ ମୃତ୍ୟୁ; ୧୨ ସଂକ୍ରମିତ

ଆନ୍ଧ୍ରପ୍ରଦେଶ: ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରପାଣ୍ଡିଆନଙ୍କ ସୂଚନା ଅନୁଯାୟୀ, ଜୁନ୍ ୨୬ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ ୧୨ ଜଣ କୋଭିଡ୍ରେ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁ […]

ବିୟୁଟି ମହାନ୍ତି ମୃତ୍ୟୁ ମାମଲା: ମିଳିଛି ଡିଜିଟାଲ ପ୍ରମାଣ, ତଦନ୍ତ ଜାରି ରହିଛି

କଟକ: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶଙ୍କ କହିବା ଅନୁସାରେ, ଏହି ମାମଲାରେ କିଛି ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ ମିଳିବା ସହ ଷ୍ଟେଟ୍ ଫରେନ୍‌ସିକ୍ ସାଇନ୍ସ […]

ଶରଧାବାଲିରେ ପହଞ୍ଚିଲେ ୩ ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ

ପୁରୀ: ଚଳିତ ବର୍ଷର ପବିତ୍ର ଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହୋଇଛି। ପୂର୍ବରୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ସାରିଥିଲା। ଏବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ପହଞ୍ଚିବା […]

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି: ଅନୁରାଗ କୁମାରଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର: ଗୃହ ମନ୍ତ୍ରଣାଳୟ ୧୯୯୨ ବ୍ୟାଚର ୟୁଟି କ୍ୟାଡରର ଆଇପିଏସ ଅଧିକାରୀ ସତୀଶ ଗୋଲଚାଙ୍କୁ ଦିଲ୍ଲୀ ପୋଲିସ କମିଶନର ପଦରୁ ହଟାଇ ଦେଇଛି। ୧୯୯୪ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଅନୁରାଗ କୁମାରଙ୍କୁ ଦିଲ୍ଲୀର ନୂତନ […]

ରାଜମହଲର ‘ଶ୍ରୀଲେଦର୍ସ ସୋ’ ରୁମ୍‌ରେ ରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରାଜମହଲ ଛକ ନିକଟରେ ଥିବା ଜୋତା ସୋରୁମ ‘ଶ୍ରୀଲେଦର୍ସ’ରେ ଆଜି ସକାଳୁ ସକାଳୁ ନିଆଁ ଲାଗିଯାଇଛି। ଭୋର ପ୍ରାୟ ୫ଟା ସମୟରେ ଏହି ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ସ୍ଥାନୀୟ ଲୋକେ […]

ଦଳାଚକଟା ମୃତ୍ୟୁକୁ ମୁଖ୍ୟମନ୍ତ୍ରୀଙ୍କ ଖଣ୍ଡନ: ରଥଯାତ୍ରା ପରିଚାଳନାରେ ବ୍ୟାପକ ତ୍ରୁଟିକୁ ନେଇ ବର୍ଷିଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ଚଳିତବର୍ଷ ରଥଯାତ୍ରାରେ ପ୍ରାୟ ୮ରୁ ୯ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିଲା। ଭିଡ଼ ଦଳାଚକଟାରେ ଦୁଇ ଜଣଙ୍କ ମୁତ୍ୟୁ ହେବା ସହିତ ଅନେକ ଆହତ ହେବା ନେଇ ଖବର ପ୍ରକାଶ ପାଇଥିଲା l ଶ୍ରଦ୍ଧାଳୁଙ୍କ […]