ଖୋର୍ଦ୍ଧା: ବାଲିପାଟଣା ଅଞ୍ଚଳରେ ବର୍ଷ ବର୍ଷ ହେବ ଅବଧି ସରିଯାଇଥିବା ବିଭିନ୍ନ ନାମୀ କମ୍ପାନୀର ବିସ୍କୁଟକୁ ନୂଆ ପ୍ୟାକିଂ କରି ବଜାରକୁ ଛାଡୁଥିଲେ ଅସାଧୁ ବ୍ୟବସାୟୀ। ଆଜି ସ୍ଥାନୀୟ ଲୋକଙ୍କ ହସ୍ତକ୍ଷେପ ଯୋଗୁଁ ଏହି […]
Author: Mysanket News
ଜାମିନ ରେ ଆସିଥିବା ଅଭିଯୁକ୍ତ ୬ ଜଣଙ୍କୁ କଲା ନିର୍ମମ ହତ୍ୟା
ତେଲେଙ୍ଗନା: ଜାମିନରେ ଆସିଥିବା ଜଣେ ୩୫ ବର୍ଷୀୟ ବ୍ୟକ୍ତି ନିଜ ପତ୍ନୀ ଏବଂ ଦୁଇ ନାବାଳକ ପୁଅଙ୍କୁ ହତ୍ୟା କରିବା ପରେ ତାଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା ଜଣେ ନାବାଳିକା ଓ […]
ଏଫଏମ୍ ବିଶ୍ୱବିଦ୍ୟାଳୟରେ ବିଏସ୍ସି ନର୍ସିଂ ପରୀକ୍ଷା ବିବାଦର ଅନ୍ତ
ଭୁବନେଶ୍ବର: ବାଲେଶ୍ୱର ଫକୀର ମୋହନ (ଏଫଏମ୍) ବିଶ୍ୱବିଦ୍ୟାଳୟ ଅନ୍ତର୍ଗତ ୯ଟି କଲେଜର ବିଏସ୍ସି ନର୍ସିଂ ଛାତ୍ରଛାତ୍ରୀଙ୍କ ପରୀକ୍ଷା ବିବାଦର ଅନ୍ତ ଘଟିଛି। ଶତାଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବାରୁ ବଞ୍ଚିତ ହେବା ପରେ ସୃଷ୍ଟି ହୋଇଥିବା […]
ଜଟଣୀରେ ଯୁବକଙ୍କୁ ବିଭତ୍ସ ହତ୍ୟା; ପୂର୍ବ ଶତ୍ରୁତା ସନ୍ଦେହ
ଭୁବନେଶ୍ବର: ଜଟଣୀ ଥାନା ଅନ୍ତର୍ଗତ ଖୁଦୁପୁର ଗାଁ ଛକ ନିକଟରେ ଜଣେ ଯୁବକଙ୍କୁ ମରଣାସ୍ତ୍ରରେ ଆକ୍ରମଣ କରି ନିର୍ମମ ଭାବେ ହତ୍ୟା କରାଯାଇଛି। ବିଳମ୍ବିତ ରାତିରେ ଘଟିଥିବା ଏହି କାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ […]
ଲାଞ୍ଚ ନେବା ବେଳେ ଫସିଲେ ନାଚୁଣୀ ଥାନାର ASI ଅକ୍ଷୟ ସେଠୀ
ଭୁବନେଶ୍ବର: ଜମିଜମା ମାମଲାର ରଫାଦଫା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ପୋଲିସ ଅଧିକାରୀ। ସେ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନାର ଏଏସ୍ଆଇ (ASI) ଅକ୍ଷୟ କୁମାର ସେଠୀ। […]
ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ ପାଇଁ ମାର୍ଗଦର୍ଶିକା ଜାରିକଲା କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ
ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ (MHA) ଏକ ନୂତନ ସର୍କୁଲାର ଜାରି କରି ସମସ୍ତ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଏବଂ କେନ୍ଦ୍ର ସରକାରଙ୍କ ସମସ୍ତ ବିଭାଗକୁ ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ […]
ଆବେଦନକାରୀଙ୍କ ଅଶୋଭନୀୟ ଆଚରଣ: ସୁପ୍ରିମକୋର୍ଟରେ CJIଙ୍କ ଉପରକୁ ଫିଙ୍ଗିଲେ କାଗଜ ପତ୍ର
ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶୁକ୍ରବାର ଦିନ ଜଣେ ଆବେଦନକାରୀ ଅଶୋଭନୀୟ ଆଚରଣ କରିଛନ୍ତି ଯାହାକୁ ନେଇ ଏବେ ଚର୍ଚ୍ଚା ଚାଲିଛିl ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ଆଦେଶକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଆବେଦନର ଶୁଣାଣି ସମୟରେ […]
ଜୁଲାଇ ୨୫ ସୁଦ୍ଧା ସୁଭଦ୍ରା ଯୋଜନାର ଫିଲ୍ଡ ଇନକ୍ୱାରୀ ଶେଷ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୫ ତାରିଖ ମଧ୍ୟରେ ସୁଭଦ୍ରା ଯୋଜନାର ଫିଲ୍ଡ ଇନକ୍ୱାରୀ ପରିଦର୍ଶନ କରି ଯାଞ୍ଚ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି […]
ଏପ୍ରିଲ–ମେ’ରେ ପଞ୍ଚାୟତ ନିର୍ବାଚନ, ପ୍ରସ୍ତୁତି ଜୋରଦାର
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଏପ୍ରିଲ କିମ୍ବା ମେ’ ମାସରେ ଏହି ନିର୍ବାଚନ ଅନୁଷ୍ଠିତ ହେବା ନେଇ ରାଜ୍ୟ ନିର୍ବାଚନ ଆୟୋଗ ସଚିବ ସୂଚନା ଦେଇଛନ୍ତି। ଏଥର ସାମାନ୍ୟ ବିଳମ୍ବରେ ହେବ ପଞ୍ଚାୟତ ନିର୍ବାଚନ। ଏସଆଇଆର […]
ଭାରତୀୟ ହକି ଦଳରେ ଓଡ଼ିଶାର ଦୁଇ ଝିଅଙ୍କୁ ସୁଯୋଗ
ଭୁବନେଶ୍ୱର: ଜାପାନରେ ଅନୁଷ୍ଠିତ ହେବାକୁ ଥିବା ୨୦ତମ ଏସିଆନ ଗେମ୍ସ-୨୦୨୬ ପାଇଁ ଭାରତୀୟ ମହିଳା ହକି ଦଳ ଘୋଷଣା ହୋଇଛି। ଏହା ଆସନ୍ତା ସେପ୍ଟେମ୍ବର ୧୯ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ | ହକି […]
