ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇ ସିରିଜ ଜିତିଲା ଭାରତ

ବିଶାଖାପାଟଣା: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା ସହିତ ଭାରତ ସିରିଜକୁ ୨-୧ରେ ଜିତି ଯାଇଛି।ଭାରତ […]

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ଓ ଭଉଣୀ

ଭୁବନେଶ୍ୱର: ଭଦ୍ରକରେ ପ୍ରଫୁଲ୍ଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଓରଫ୍ ଲୁଲୁ ଓ ପ୍ରଣୀତକାନ୍ତି ସାମଲ୍ ଓରଫ୍ ଜୁଲୁ ଏବଂ ଭଉଣୀ ଉର୍ମିଲା ନାୟକ ବିଜେପିରେ ବିଧିବଦ୍ଧଭାବେ ସାମିଲ ହୋଇଛନ୍ତି । ବିଜେପି ରାଜ୍ୟ […]

ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ

ରାଉରକେଲା: ରାଜଗାଙ୍ଗପୁରରେ ଜଣେ କଲେଜ ଛାତ୍ରୀ ଆତ୍ମାହୁତି କରିଛନ୍ତି। ତାଙ୍କ ଶରୀରର ୯୦% ଅଂଶ ପୋଡି ହୋଇଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆଇଜିଏଚ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଗାଙ୍ଗପୁର ଲାଞ୍ଜିବର୍ଣ୍ଣା ଅଂଚଳର ଛାତ୍ରୀ ଜଣକ […]

ପଥର ଗାଡ଼ି ଧରିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ମାତିଛନ୍ତି ଖଣି ମାଫିଆ। ସୋର ଥାନା ଦାଣ୍ଡହରିପୁର ଗ୍ରାମରେ ପଥର ଗାଡ଼ି ଧରିବାକୁ ଯାଇଥିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତକାଲି […]

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର: ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜାଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗର ନଜରକୁ ଆସିଛି । ସରକାର ଗ୍ରାମ ପଞ୍ଚାୟତ […]

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସରକାର ଦେବେ ୫୧ ହଜାର ଟଙ୍କାର ସହାୟତା ରାଶି

ଭୁବନେଶ୍ୱର: କନ୍ୟା ବିବାହ ପାଇଁ ସରକାର ଦେବେ ୫୧ ହଜାର ଟଙ୍କା। ଏହି ଟଙ୍କା କନ୍ୟାଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା। ବିବାହ କାର୍ଯ୍ୟ ପାଇଁ ମିଳିବ ୬ ହଜାର ଟଙ୍କା। ୧୦ […]

ଭାରତ-ରୁଷ ମଧ୍ୟରେ ୭ ଚୁକ୍ତି ସ୍ୱାକ୍ଷରିତ

ନୂଆଦିଲ୍ଲୀ: ଭାରତ ଯାତ୍ରାରେ ଆସିଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ସକାଳେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜଘାଟର ସ୍ମାରିକାରେ ପୁତିନ ଦସ୍ତଖତ ମଧ୍ୟ କରିଛନ୍ତି । […]

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟ ପୁସ୍ତକ ବଦଳିବାର ଯୋଜନା

ଭୁବନେଶ୍ୱର: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି […]

ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଟଣା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ […]

ଗ୍ରାହକଙ୍କ ଅଭିଯୋଗ ପାଇଁ ଔଷଧ ଦୋକାନ ସାମ୍ନାରେ ଲାଗିବ କ୍ୟୁଆର କୋଡ୍

ନୂଆଦିଲ୍ଲୀ: ଏବେ ଗ୍ରାହକଙ୍କ ପାଇଁ ଔଷଧ ଦୋକାନ ସାମ୍ନାରେ ଲାଗିବ କ୍ୟୁଆର କୋଡ୍ଏହା ଦ୍ବାରା ସ୍ମାର୍ଟଫୋନ୍ ବ୍ୟବହାରୀ ଗ୍ରାହକ ନିଜ ନିଜର ଅଭିଯୋଗ କରିପାରିବେ । ଯଦି କୌଣସି ଔଷଧର ପାର୍ଶ୍ବ ପ୍ରତିକ୍ରିୟା ଦେଖାଦିଏ, […]