ମନରେଗା ଟଙ୍କା ଆତ୍ମସାତ କରି ୨ ଯନ୍ତ୍ରୀ ଗିରଫ

କନ୍ଧମାଳ: କନ୍ଧମାଳ ଜିଲ୍ଲା କୋଟଗଡ ବ୍ଲକର AE, JE, ADO, PEO ମିଳିମିଶି ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରିଥିଲେ। କୋଟଗଡ଼ ବ୍ଲକ ଧରାକୋଟ ପଞ୍ଚାୟତରେ MGNREGA ରେ ମିଥ୍ୟା ବିଲ କରି ୩୮ […]

ପ୍ରଶାସନିକସ୍ତରରେ ଅଦଳବଦଳ :୩ ବିଭାଗ ଦାୟିତ୍ୱରେ ରହିବେ ଆଇଏଏସ୍ ସୁରେଶ ବଶିଷ୍ଠ

ଭୁବନେଶ୍ୱର: ରାଜ୍ୟ ସରକାର ମଙ୍ଗଳବାର ଦିନ ପ୍ରଶାସନିକସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ୍ ସୁରେଶ ବଶିଷ୍ଟଙ୍କୁ ୩ଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରମୁଖ ସଚିବ ଭାବରେ ଦାୟିତ୍ୱ ଦିଆଯାଇଛି l ଏହାସହିତ ବିଭିନ୍ନ ବିଭାଗରେ କାର୍ଯ୍ୟରତ […]

ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା ପରେ ଜଳିଗଲା ବସ୍:୭ ଯାତ୍ରୀ ମୃତ

ରାଜସ୍ଥାନ: ଆଜି ପ୍ରତ୍ୟୁଷରେ ରାଜସ୍ଥାନର ଦୌସା ଜିଲ୍ଲାରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା ଘଟିଛି । ବସ୍ ଏବଂ ଏକ ଟ୍ରକ୍ ମଧ୍ୟରେ ଧକ୍କା ହେବା ପରେ ବସ୍‌ଟି ଜଳିଯାଇଛିl ଯାହାଫଳରେ ୭ଣ ଯାତ୍ରୀଙ୍କ […]

ଭାରତୀୟ ସ୍ଥଳସେନାର ନୂତନ ମୁଖ୍ୟ ହେଲେ ଧୀରଜ ସେଠ୍

ନୂଆଦିଲ୍ଲୀ: ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ ଭାରତୀୟ ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜେନେରାଲ୍ ଉପେନ୍ଦ୍ର ଦ୍ୱିବେଦୀ ଅବସର ଗ୍ରହଣ କରିବା ପରେ କେନ୍ଦ୍ର ସରକାର ଧୀରଜ ସେଠଙ୍କୁ ଭାରତୀୟ […]

ଚମ୍ପୁଆ ବ୍ଲକର ପୂର୍ବତନ କ୍ଲର୍କ ଗଣେଶ୍ୱର ଗିରି ଦୁର୍ନୀତି ମାମଲାରେ ଦୋଷୀ, ୨ ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକର ପୂର୍ବତନ ଡେଭେଲପମେଣ୍ଟ କ୍ଲର୍କ-କମ୍-ଷ୍ଟୋର ଇନ୍‌ଚାର୍ଜ ଗଣେଶ୍ୱର ଗିରିଙ୍କୁ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ। ଆଜି କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ଗଣେଶ୍ୱର […]

ନାବାଳିକା ଦୁଷ୍କର୍ମ ମାମଲା: ଆସାରାମଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ରୋକ

ନୂଆଦିଲ୍ଲୀ: ନାବାଳିକା ଦୁଷ୍କର୍ମ ମାମଲାରେ ଜେଲ୍‌ ଦଣ୍ଡ ଭୋଗୁଥିବା ଆସାରାମଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ମାମଲାର ଶୁଣାଣି କରି ଅଦାଲତ କହିଛନ୍ତି ଯେ, ଏହି ପର୍ଯ୍ୟାୟରେ ଆଶାରାମଙ୍କୁ ମୁକ୍ତ କରାଯାଇପାରିବ […]

ଚାଷୀଙ୍କୁ ଆଶ୍ୱସ୍ତି, ରବି ଧାନ କିଣା ଅବଧି ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ଏବେ ବି ଚାଷୀଙ୍କ ଧାନ ପଡ଼ି ରହିଥିବାରୁ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଯୋଗାଣ ବିଭାଗ ରାଜ୍ୟରେ ରବି ଧାନ କିଣା ଅବଧିକୁ ଆସନ୍ତା ଜୁଲାଇ ୩ ତାରିଖ […]

ଆଧାର ସହ ବ୍ୟାଙ୍କ ଖାତା ଲିଙ୍କ୍ ନହେଲେ ବନ୍ଦ ହୋଇପାରେ ପେନସନ୍; ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆଧାର ସହ ବ୍ୟାଙ୍କ ଖାତା ଲିଙ୍କ୍ ନଥିଲେ ଅଟକିଯାଇପାରେ ସାମାଜିକ ସୁରକ୍ଷା ପେନସନ୍ । ଏନେଇ ବ୍ୟାଙ୍କ ଆକାଉଣ୍ଟ ସହିତ ଆଧାର ଲିଙ୍କ ପାଇଁ ଜିଲ୍ଲାପାଳଙ୍କୁ ହୋଇଛି ନିର୍ଦ୍ଦେଶ। ବର୍ତ୍ତମାନ ରାଜ୍ୟରେ ୩ […]

ଏମକେସିଜିରେ ଇଞ୍ଜେକ୍ସନ ହେରଫେର ମାମଲା: ଅଧିକାରୀଙ୍କ ଉପରେ ଆକ୍ସନ୍

ବ୍ରହ୍ମପୁର: ଦାମୀ ଇଞ୍ଜେକ୍ସନ ହେରଫେର ଘଟଣାରେ ଏମକେସିଜି ମେଡିକାଲ ଷ୍ଟୋରରେ କାର୍ଯ୍ୟାନୁଷ୍ଠାନ । ମେଡିକାଲ ଷ୍ଟୋର ପରିଚାଳନା ଦାୟିତ୍ୱରୁ ଷ୍ଟୋର ମେଡିକାଲ ଅଫିସର (SMO) କୁ ହଟାଯାଇଛି । ସମ୍ପୃକ୍ତ ଫାର୍ମାସି ଅଫିସରଙ୍କୁ ମଧ୍ୟ […]

ଆଫଗାନିସ୍ତାନର ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ବିମାନ ଆକ୍ରମଣକୁ ନିନ୍ଦା କଲା ଭାରତ

ନୂଆଦିଲ୍ଲୀ: ଆଫଗାନିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ଏୟାର ଷ୍ଟ୍ରାଇକରେ ଅନେକ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି। ଏହି ଘଟଣାପରେ ଭାରତ ପକ୍ଷରୁ ପାକିସ୍ତାନକୁ କଡା ନିନ୍ଦା କରାଯାଇଛି l ଭାରତ ପ୍ରାଣ ହରାଇଥିବା ଲୋକଙ୍କ […]