ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଘରେ ମଦ୍ୟପ ଯୁବକଙ୍କ ହଙ୍ଗାମା

ଭୁବନେଶ୍ବର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଘରେ ଯୁବକଙ୍କ ହଙ୍ଗାମା । ଭୁବନେଶ୍ବରରେ ପ୍ରତାପ ଜେନାଙ୍କ ପରିବାର ରହୁଥିବା ଘରକୁ ଗତ ରାତିରେ ୧୫ରୁ ୨୦ ଜଣ ମଦ୍ୟପ ଗୁଣ୍ଡା […]

ମମତା ବାନାର୍ଜୀ ଜାରି କଲେ ଇସ୍ତାହାର: ମହିଳାମାନଙ୍କୁ ମାସିକ ୧୫୦୦

ନୂଆଦିଲ୍ଲୀ: ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତୃଣମୂଳ କଂଗ୍ରେସ (ଟିଏମସି) ଇସ୍ତାହାର ପ୍ରକାଶ କରିଛି। ‘ଲକ୍ଷ୍ମୀ ଭଣ୍ଡାର’ ଯୋଜନା ଅଧୀନରେ ସାଧାରଣ ବର୍ଗର ମହିଳାମାନଙ୍କ ପାଇଁ ଟିଏମସି ୧,୫୦୦ ଟଙ୍କା […]

ଇଣ୍ଟରନେଟ କେବୁଲ କାଟିବାକୁ ଇରାନ୍‌ର ଧମକ

ନୂଆଦିଲ୍ଲୀ : ଇରାନ ତାର ଜଳପଥ ହର୍ମୁଜ ମାର୍ଗ କୁ ସମ୍ପୂର୍ଣ୍ଣ ଅବରୋଧ କରିଥିବାରୁ ତୈଳ କାରବାର ସମ୍ପୂର୍ଣ ଭାବରେ ବାଧାପ୍ରାପ୍ତ ହୋଇଛି । ଇରାନ ଏବେ ହର୍ମୁଜ ପ୍ରଣାଳୀ ସମୁଦ୍ର ଶଯ୍ୟାରେ ବିଛାଯାଇଥିବା […]

ରାଜ୍ୟର ସବୁ କଲେଜରେ ‘AI for ALL’ ପାଠ୍ୟକ୍ରମ ଆରମ୍ଭ ହେବ

ଭୁବନେଶ୍ୱର: ଓଡ଼ିଶାର ଉଚ୍ଚ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ‘AI for ALL’ ପାଠ୍ୟକ୍ରମ।। AI ଦ୍ୱାରା ଛାତ୍ରଛାତ୍ରୀମାନେ ଏହି ପାଠ୍ୟକ୍ରମ ଦ୍ୱାରା ରୋବୋଟିକ୍ସ, Machine Learning ଏବଂ ଡିଜିଟାଲ୍ ଦକ୍ଷତାରେ ପାରଦର୍ଶୀ ହେବେ। ଏନେଇ […]

ପଖାଳ ଦିବସ ମାଧ୍ୟମରେ ଓଡ଼ିଶାର ଐତିହ୍ୟକୁ ସମ୍ମାନ ଜଣାଇବା ପାଇଁ ଆମ ସରକାର ନିରନ୍ତର ଉଦ୍ୟମ କରୁଛନ୍ତି :ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ ‘ପଖାଳ ପରବ’ କାର୍ଯ୍ୟକ୍ରମ ପାଳନ ହୋଇଯାଇଛି। ଏହି ଅବସରରେ […]

ପିଲାଙ୍କ ଘରକୁ ଯିବ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର; ଗଣଶିକ୍ଷା ବିଭାଗ

ଭୁବନେଶ୍ୱର: ଶିକ୍ଷାବର୍ଷ (୨୦୨୬- ୨୭)ର ଆସନ୍ତା ଏପ୍ରିଲ୍ ୨ରୁ ୫ ତାରିଖ ମଧ୍ୟରେ ଖଡ଼ି ଛୁଆଁ ଉତ୍ସବ ପାଳନ କରାଯିବ। ଏଥିସହ ପ୍ରବେଶ ଉତ୍ସବ କରାଯିବ। ୫ରୁ ୬ ମଧ୍ୟରେ ପିଲାଙ୍କୁ ଶିଶୁ ବାଟିକାରେ […]

ଇସ୍ରାଏଲର ଷ୍ଟ୍ରାଇକରେ IRGCର ମୁଖପାତ୍ର ଅଲୀ ମହମ୍ମଦ ନୈନିଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଇରାନର ରାଜଧାନୀ ତେହରାନରୁ ଆସିଛି ବଡ ଖବର । ଇରାନର ସରକାରୀ ମିଡିଆ ଆଜି ସୂଚନା ଦେଇଛି ଯେ, ଆଇଆରଜିସିର ମୁଖପାତ୍ର ଅଲୀ ମହମ୍ମଦ ନୈନି ଆମେରିକା ଓ ଇସ୍ରାଏଲ ଦ୍ୱାରା ଷ୍ଟ୍ରାଇକରେ […]

୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ; ରାଜ୍ୟ ସରକାର

ଭୁବନେଶ୍ୱର: ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ […]

CRPF ଛକ ମହାବୀର ମାର୍କେଟ୍ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ; ୧୦ରୁ ଅଧିକ ଦୋକାନ କ୍ଷତିଗ୍ରସ୍ତ

ଭୁବନେଶ୍ୱର: ଭୁବନେଶ୍ଵର ସିଆରପିଏଫ ଛକ ପ୍ରିୟଦର୍ଶିନୀ ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ତ। ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ସୂଚନା ମିଳିବା ମାତ୍ରେ ଅଗ୍ନିଶମ ବାହିନୀର କର୍ମଚାରୀ ମାନେ ତୁରନ୍ତ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ […]

୭୩ ରାଜ୍ୟ ସଭା ସଦସ୍ୟଙ୍କ ନାମରେ ଆପରାଧିକ ମାମଲା:ADR ରିପୋର୍ଟ

ନୂଆଦିଲ୍ଲୀ: ରାଜ୍ୟ ସଭାର ମୋଟ ସଦସ୍ୟ ସଂଖ୍ୟାର ପ୍ରାୟ ୩୨ ପ୍ରତିଶତଙ୍କ ନାମରେ ଆପରାଧିକ ମାମଲା ରହିଥିଲାବେଳେ ୧୪ ପ୍ରତିଶତ ଅରବପତି ବୋଲି ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ (ଏଡିଆର୍‌) ରିପୋର୍ଟରୁ ଜଣାପଡ଼ିଛି । […]