ବିଜୁ-ନବୀନ ଫାଉଣ୍ଡେସନ ନେଇ ନବୀନଙ୍କ ସ୍ପଷ୍ଟୀକରଣ

ଭୁବନେଶ୍ୱର:ନବୀନ ପଟ୍ଟନାୟକ ଆଜି ବିଧାନସଭା ପରିସରରେ ସାମାଜିକ ଗଣମାଧ୍ୟମରେ ବିଜୁ-ନବୀନ ଇନ୍ସିପରେସନାଲ୍ ଫାଉଣ୍ଡେସନକୁ ନେଇ ଉଠୁଥିବା ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଛନ୍ତି । ନବୀନ କହିଛନ୍ତି ଯେ ତାଙ୍କ ପିତା ସ୍ୱର୍ଗତ ବିଜୁ ପଟ୍ଟନାୟକ […]

ଶୂନ୍ୟକାଳରେ ବିଜେଡ଼ିକୁ ଧୋଇଲେ ବିଜେପି ବିଧାୟକ ବାବୁ ସିଂ

ଭୁବନେଶ୍ୱର: ଆଜି ବିଧାନସଭାରେ SCB ଟ୍ରାଜେଡିକୁ ନେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ ବିଜେଡି। ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା […]

ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ଆୟୋଜିତ

ଭୁବନେଶ୍ୱର: ଜିଲ୍ଲାର କୃଷି ଓ ଅlନୁସଙ୍ଗିକ କ୍ଷେତ୍ରରେ ସର୍ବାଙ୍ଗୀନ ଉନ୍ନତି କରିବା ଦିଗରେ ପଦକ୍ଷେପ ନେବାର ଲକ୍ଷ୍ୟକୁ ନେଇ, ଢେଙ୍କାନାଳର ୨୨ ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ […]

ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ବାସଡର ହେଲେସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ବାସଡର ହୋଇଛନ୍ତି ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ନିଜର ବାଲୁକା କଳା ମାଧ୍ୟମରେ ଜନସାଧାରଣଙ୍କୁ ଜନଗଣନାର ଗୁରୁତ୍ୱ ସମ୍ପର୍କରେ ସଚେତନ କରାଇବେ । ଜାତୀୟ ଜନଗଣନା […]

ବିଜେବି କଲେଜ ହଷ୍ଟେଲ ଛାତ୍ରମାନଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ

ଭୁବନେଶ୍ୱର: ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ କଲେଜର ଦୁଇଟି ପ୍ରମୁଖ ହଷ୍ଟେଲ ଅଶୋକ ଓ ଆମ୍ବେଦକର ହଷ୍ଟେଲର ଛାତ୍ରମାନଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏହି ଘଟଣା ରେ ପ୍ରାୟ ୨୫ରୁ ଅଧିକ ଛାତ୍ର […]

୨୪ ଘଣ୍ଟାରେ ଗ୍ୟାରେଣ୍ଟି ସହ ହେବ ପାର୍ସଲ ଡେଲିଭରି: ଭାରତୀୟ ଡାକ ବିଭାଗ

ନୂଆଦିଲ୍ଲୀ: ଭାରତୀୟ ଡାକ ବିଭାଗ ଆଣିଛି ନୂଆ ଫିଚର। ଏଣିକି ଇଣ୍ଡିଆ ପୋଷ୍ଟରେ ଜରୁରୀ ଡକ୍ୟୁମେଣ୍ଟ କିମ୍ବା ପାର୍ସଲ ୨୪ ଘଣ୍ଟାରେ ପଠାଇହେବ। ମଙ୍ଗଳବାର ଭାରତୀୟ ଡାକ ବିଭାଗ ଏହି ନୂଆ ସେବାର ଆରମ୍ଭ […]

୧୧ଟି ଜିଲ୍ଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର: ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୫ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ୨୩ଟି ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ […]

ତିନି ବିଧାୟକଙ୍କୁ ନିଲମ୍ବନ କଲା କଂଗ୍ରେସ: ନିଲମ୍ବିତ ବିଧାୟକଙ୍କୁ ମୋକିମ ଦେଲେ ଅଫର

ଭୁବନେଶ୍ୱର: କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। କଂଗ୍ରେସରୁ […]

“ଅପରେସନ ସାଇବର କବଚ”ରେ ଓଡ଼ିଶା ପୋଲିସର ବ୍ୟାପକ ସଫଳତା ୩୯,୭୧୪ ଟି ମ୍ୟୁଲ୍ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୭୯ ଜଣ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୁଦ୍ଧରେ ଓଡ଼ିଶା ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଏହି କ୍ରମରେ ରାଜ୍ୟବ୍ୟାପୀ ପୋଲିସ ପକ୍ଷରୁ ଆୟୋଜିତ ହୋ ଇଥିବା ସ୍ଵତନ୍ତ୍ର ଅଭିଯାନ “ଅପରେସନ ସାଇବର […]

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

ଭୁବନେଶ୍ୱର: ଅଷ୍ଟ୍ରେଲିଆର କନସୁଲ ଜେନେରାଲ ବର୍ଣ୍ଣାଡ ଲିଞ୍ଚ ଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର କରିଛନ୍ତି ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁଙ୍କ। ମାନ୍ୟବର ମନ୍ତ୍ରୀ ଶ୍ରୀ […]