ରାଜ୍ୟରେ ଆଇନଶୃଙ୍ଖଳାକୁ ନେଇ ବଡ଼ ଦାବି; ଦୁଇ ବର୍ଷରେ ବଢ଼ିନି ଅପରାଧ ହାର

ବାଲେଶ୍ୱର: ଡିଜିପି-ଇନ୍-ଚାର୍ଜ ବିନୟତୋଷ ମିଶ୍ର କହିଛନ୍ତି ଯେ, ଓଡ଼ିଶାରେ ଗତ ଦୁଇ ବର୍ଷ ମଧ୍ୟରେ ଅପରାଧ ହାର ବଢ଼ିନାହିଁ , ଏହାର ମୁଖ୍ୟ କାରଣ ହେଉଛି ପୋଲିସର କଡ଼ା ଚଢ଼ାଉ ଓ ବିଶେଷ ଅଭିଯାନ […]

ଜେଲରୁ ଦୁଷ୍କର୍ମ କଏଦୀ ଫେରାର, ଜେଲର ବଳରାମ ବିଶି ମାଝୀ ନିଲମ୍ବିତ

ନୂଆପଡା: ଦୁଷ୍କର୍ମ ମାମଲାରେ ୨୦ ବର୍ଷ ସଜା କାଟୁଥିବା ଜଣେ ଦୋଷୀ ନୂଆପଡ଼ା ସବ୍-ଜେଲରୁ ଫେରାର ହୋଇଯାଇଥିବା ଘଟଣାରେ କାରା ବିଭାଗ ବଡ଼ ପଦକ୍ଷେପ ନେଇଛି। ସୁରକ୍ଷା ବ୍ୟବସ୍ଥାରେ ଅବହେଳା ଅଭିଯୋଗରେ ଜେଲର ବଳରାମ […]

ଦୁବାଇ ନିବେଶ ଅଭିଯାନରେ ଓଡ଼ିଶାକୁ ୨.୪୩ ଲକ୍ଷ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଚାଲିଥିବା ତିନିଦିନିଆ ଉଚ୍ଚସ୍ତରୀୟ ପୁଞ୍ଜିନିବେଶ ଅଭିଯାନ ଶେଷ ହୋଇଛି। ଏହି ଗସ୍ତକାଳରେ ରାଜ୍ୟକୁ ମୋଟ ୨ ଲକ୍ଷ ୪୩ହଜାର ୧୬୨ କୋଟି ଟଙ୍କାର ବିଶାଳ ପୁଞ୍ଜିନିବେଶ […]

ଉପମୁଖ୍ୟମନ୍ତ୍ରୀଙ୍କ ପଦ ବିରୋଧରେ ଜନସ୍ୱାର୍ଥ ମାମଲା: ପିଟିସନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ବର: ସମ୍ବିଧାନରେ ‘ଉପମୁଖ୍ୟମନ୍ତ୍ରୀ’ ପଦ ନେଇ କୌଣସି ବ୍ୟବସ୍ଥା ନାହିଁ । ଏହା ସତ୍ତ୍ଵେ ଓଡ଼ିଶାରେ ଦୁଇଟି ‘ଉପମୁଖ୍ୟମନ୍ତ୍ରୀ’ ପଦ ସୃଷ୍ଟି କରାଯାଇଛି । ଏହି ବ୍ୟବସ୍ଥାକୁ ପ୍ରତ୍ୟାହାର କରିବା ପାଇଁ ଦାଏର ପିଟିସନ୍‌କୁ […]

ଆର୍‌ଆଣ୍ଡ୍‌ବି ଡିଭିଜନ୍‌-୧ର ଆର୍ଥିକ ଅନିୟମିତତାର ତଦନ୍ତ ନିର୍ଦେଶ ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ଭୁବନେଶ୍ୱର ଆର୍‌ଆଣ୍ଡ୍‌ବି ଡିଭିଜନ୍‌-୧ରେ ଆର୍ଥିକ ଅନିୟମିତତା ତଥା ସରକାରୀ ଅର୍ଥର ଅପବ୍ୟବହାର ନେଇ ଆସିଥିବା ଅଭିଯୋଗକୁ ରାଜ୍ୟ ସରକାର ଗୁରୁତର ସହ ଗ୍ରହଣ କରିଛନ୍ତି I ଏହି କ୍ରମରେ ଆଇନ, ପୂର୍ତ୍ତ ଓ […]

ହ୍ୱାଟସଆପ୍ ରେ ମିଳିବ ଓଡ଼ିଶା ପୁଲିସର ୧୪ଟି ସେବା

ଭୁବନେଶ୍ୱର: ଅତ୍ୟାବଶ୍ୟକୀୟ ସେବା ପାଇଁ ସାଧାରଣ ଲୋକଙ୍କୁ ଆଉ ବାରମ୍ବାର ଥାନାକୁ ଯିବାକୁ ପଡ଼ିବ ନାହିଁ। ଘରେ ବସି ନିଜ ମୋବାଇଲ ଫୋନ୍ ମାଧ୍ୟମରେ ଲୋକଙ୍କୁ ବିଭିନ୍ନ ପ୍ରକାର ସୁବିଧା ଯୋଗାଇ ଦେବ ଓଡ଼ିଶା […]

ବାଚସ୍ପତିଙ୍କ ନିଷ୍ପତ୍ତି ବିରୋଧରେ ହାଇକୋର୍ଟରେ ବିଜେଡି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କ୍ରସଭୋଟିଂ ମାମଲାରେ ବାଚସ୍ପତିଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ବିଜେଡି । ବାଚସ୍ପତିଙ୍କୁ ପକ୍ଷଭୁକ୍ତ କରି ଦଳ ପକ୍ଷରୁ ଏକ ରିଟ୍‌ ପିଟିସନ୍‌ ଦାଖଲ କରାଯାଇଛି। ସୂଚନାଯୋଗ୍ୟ, […]

କାର ଭିତରେ ଆଗଲପୁର ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

ଭୁବନେଶ୍ବର: ବରଗଡ଼ ଜିଲ୍ଲା ଆଗଲପୁର ପଞ୍ଚାୟତ ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାଏକ (୩୯)ଙ୍କୁ ଗୁଳି କରି ନୃଶଂସ ଭାବେ ହତ୍ୟା କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଚୀନାଜୁରୀ […]

ସାର୍ବଜନୀନ ହେବନି ରତ୍ନଭଣ୍ଡାର ତାଲିକା

ଭୁବନେଶ୍ୱର: ଦୀର୍ଘ ୪୮ ବର୍ଷ ପରେ ମହାପ୍ରଭୁଙ୍କ ରତ୍ନ ଭଣ୍ଡାରର ଅଳଙ୍କାର ଓ ସାମଗ୍ରୀର ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏହାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୁରୁବାର […]

ୟୁନିଟ୍-୧ ହାଟରେ ବୁଲିଲା ବିଏମ୍‌ସିର ବୁଲ୍‌ଡୋଜର୍

ଭୁବନେଶ୍ୱର: ରାଜଧାନୀର ୟୁନିଟ୍-୧ ହାଟ ନିକଟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କଡ଼ା ଉଚ୍ଛେଦ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସରକାରୀ ଜମିରେ ବେଆଇନ୍ ଭାବେ ଗଢ଼ିଉଠିଥିବା ଭେଣ୍ଡିଂ ଜୋନ୍‌କୁ ବିଏମ୍‌ସି ଟିମ୍ ସମ୍ପୂର୍ଣ୍ଣ […]