ଭୁବନେଶ୍ୱର:ଝାରପଡ଼ା ଜେଲରୁ ବାହାରିଲେ ବିଜେଡି କର୍ପୋରେଟର ଅମରେଶ ଜେନା । ଦୁଇ ମାସରୁ ଅଧିକ ଦିନ ଧରି ଜେଲରେ ଥିଲେ ଅମରେଶ ଜେନା। ଜେଲରୁ ବାହାରିବା ପରେ ତାଙ୍କର ଭବ୍ୟ ସ୍ବାଗତ କରିଥିଲେ ସମର୍ଥକମାନେ […]
Author: Sanketnews
୮ ଜଣ ମନ୍ତ୍ରୀଙ୍କୁ ୮ଟି ଜୋନ୍ ଦାୟିତ୍ବ ଦେଲା ବିଜେପି
ନୂଆପଡା: ଉପନିର୍ବାଚନ ଜିତିବା ପାଇଁ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳର ଯୋଜନା । ନୂଆପଡ଼ା ଉପନିର୍ବାଚନ ପାଇଁ ୮ ଜଣ ମନ୍ତ୍ରୀଙ୍କୁ ୮ଟି ଜୋନ୍ ଦାୟିତ୍ବ ଦେଲା ବିଜେପି । ବଞ୍ଜରୀ ଦାୟିତ୍ବରେ […]
ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପାଇଁ ନୂଆ ଗାଇଡ଼ ଲାଇନ ଜାରି
ଭୁବନେଶ୍ୱର: ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ । ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ […]
ନୂଆପଡା ଉପନିର୍ବାଚନ; ୫ ନାମାଙ୍କନ ପତ୍ର ନାକଚ
ଭୁବନେଶ୍ୱର: ନୂଆପଡା ବିଧାନସଭା ଉପନିର୍ବାଚନ ପୂର୍ବରୁ ପ୍ରାର୍ଥୀ ପତ୍ର ଯାଞ୍ଚ ସମୟରେ ମୋଟ ୫ଟି ନାମାଙ୍କନ ପତ୍ର ନାକଚ କରାଯାଇଛି ବୋଲି ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ବୁଧବାର ସୂଚନା ଦେଇଛନ୍ତି। ଅଯୋଗ୍ୟ […]
ପୋଲିସ ସବ୍-ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତିର ସି.ବି.ଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇ କୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ […]
ଦେଶବ୍ୟାପୀ SIR ପ୍ରସ୍ତୁତି ପାଇଁ ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ ଆରମ୍ଭ
ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗ (ECI) ର ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ସମ୍ମିଳନୀ ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଡେମୋକ୍ରାସି ଆଣ୍ଡ ଇଲେକ୍ଟୋରାଲ୍ ମ୍ୟାନେଜମେଣ୍ଟ (IIIDEM) ରେ ଆରମ୍ଭ […]
ବାଙ୍ଗାଲୋରରେ ଓଡ଼ିଆ ଦମ୍ପତିଙ୍କ ମୃତ୍ୟୁ
କେନ୍ଦୁଝର: ବାଙ୍ଗାଲୋରରେ ଭଡା ଘରେ ଓଡ଼ିଆ ଦମ୍ପତିଙ୍କ ମୃତ୍ୟୁ। ଭଡ଼ା ଘରୁ ମୃତଦେହ ଉଦ୍ଧାର ହୋଇଥିବା ଖବର ରହିଛି। ବାଙ୍ଗାଲୋରରେ କାମ କରୁଥିବା ଦେଉଳଡିହା ଗ୍ରାମର ଦମ୍ପତିଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମୃତ […]
ଲଘୁଚାପଜନିତ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି:ସୁରେଶ ପୂଜାରୀ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି। ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ସମସ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ […]
ପାକିସ୍ତାନକୁ ଆଫଗାନିସ୍ତାନର କଡ଼ା ଜବାବ
କାବୁଲ : ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ପାଇଁ ଭାରତ କୁ ଦାୟୀ କରିବା ଅଭିଯୋଗ ଉପରେ ତାଲିବାନ୍ର ପ୍ରତିରକ୍ଷା ମନ୍ତ୍ରୀ ମୌଲବୀ ମହମ୍ମଦ ୟାକୁବ ମୁଜାହିଦ୍ ପାକିସ୍ତାନ କୁ କଡ଼ା ଜବାବ […]
ନୂଆପଡ଼ା ବିଧାନସଭା ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଙ୍କ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା
ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ମଣ୍ଡଳୀରେ ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବହାଦୁର ଖୁରାନିଆ ପୋଲିସ ମୁଖ୍ୟାଳୟ ଠାରେ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ […]
