ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ

ଭୁବନେଶ୍ୱର: ମଙ୍ଗଳବାର ଦିନ ଉମରକୋଟର ଗ୍ରାମୀଣ ନିର୍ମାଣ ବିଭାଗର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ ଭୁବନେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରିବା […]

ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ

ଭୁବନେଶ୍ୱର: ମଙ୍ଗଳବାର ଦିନ ଉମରକୋଟର ଗ୍ରାମୀଣ ନିର୍ମାଣ ବିଭାଗର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ ଭୁବନେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରିବା […]

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା

କାକଟପୁର: ମାର୍ଚ୍ଚ ୮ ତାରିଖରେ ଏକ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରାର ଚତୁର୍ଥ କିସ୍ତି ଟଙ୍କା । ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଓଡ଼ିଶାର ଏକ କୋଟି ମହିଳାଙ୍କୁ ମାର୍ଚ୍ଚ ୮ […]

ଟି -୨୦ ବିଶ୍ୱକପରୁ ବାଦ ପଡ଼ିଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ:ଟି-୨୦ ବିଶ୍ୱକପରୁ ବାଦ ପଡ଼ିଲା ଅଷ୍ଟ୍ରେଲିଆ। ଅଷ୍ଟ୍ରେଲିଆ ସୁପର ୮ ରାଉଣ୍ଡ ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ। ଆୟର୍ଲାଣ୍ଡ-ଜିମ୍ବାୱେ ମ୍ୟାଚ୍ ବର୍ଷା ଯୋଗୁଁ ବାତିଲ ହେବା ପରେ ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପରୁ ବାଦ […]

ବଡ଼ଗଡ଼ ଲଷ୍ମୀବିହାର ଫେଜ୨ ସ୍ଥିତ ଶ୍ରୀ ଶ୍ରୀ ତମ୍ପେଶ୍ୱର ମହାଦେବ ମନ୍ଦିରରେ ଆଡମ୍ବର ସହିତ ଅନୁଷ୍ଠିତ ହେଲା ଭସାଣି ଉତ୍ସବ

ଭୁବନେଶ୍ୱର: ବଡ଼ଗଡ଼ ଲଷ୍ମୀବିହାର ଫେଜ୨ ସ୍ଥିତ ଶ୍ରୀ ଶ୍ରୀ ତମ୍ପେଶ୍ୱର ମହାଦେବ ମନ୍ଦିରରେ ଆଡମ୍ବର ସହିତ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଜାଗର ଉପଲକ୍ଷେ ତିନି ଧରି ସେଠାରେ ବିଭିନ୍ନ ଧାର୍ମିକ ଏବଂ […]

ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ମାର୍ଚ୍ଚ ୭ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତ ସମୟରେ ଗୃହମନ୍ତ୍ରୀ ୨ଟି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । କଟକ ଜିଲ୍ଲାର ମୁଣ୍ଡୁଳି […]

‘ୱିପ୍ରୋ ଆର୍ଥିୟାନ୍’ ପ୍ରତିଯୋଗିତାରେ ଓଡ଼ିଶାର ଛାତ୍ରଛାତ୍ରୀ ବିଜୟୀ

ଭୁବନେଶ୍ୱର: ବେଙ୍ଗାଲୁରୁ ସ୍ଥିତ ଅଜିମ୍ ପ୍ରେମଜୀ ବିଶ୍ୱବିଦ୍ୟାଳୟରେ ପରିବେଶ ସନ୍ତୁଳନ ଏବଂ ଜଳ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶାର ଛାତ୍ରଛାତ୍ରୀ ଉତ୍କୃଷ୍ଟ ପ୍ରଦର୍ଶନ କରି ଏକ ନୂତନ ଇତିହାସ ରଚନା କରିଛନ୍ତି । ପ୍ରତିଷ୍ଠିତ ‘ୱିପ୍ରୋ […]

ବିଧାନସଭା ବଜେଟରେ କକ୍ଷ ତ୍ୟାଗ କଲେ ବିରୋଧୀ: କଂଗ୍ରେସ ଓ ବିଜେଡି

ଭୁବନେଶ୍ୱର: ଆଜି ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଆରମ୍ଭ ହୋଇଥିଲା ଓଡିଶା ବିଧାନସଭା ବଜେଟ୍ ଅଧିବେଶନ। ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧ କରି କକ୍ଷତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଏବଂ କଂଗ୍ରେସ। ଅପରପକ୍ଷେ ଆସନ […]

ଓଡ଼ିଶା ପୋଲିସର ଅପରେସନ ‘ସାଇବର କବଚ’, ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ସାଇବର ଅପରାଧ ନେଟୱର୍କକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ପାଇଁ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅଭିଯାନ ‘ଅପରେସନ ସାଇବର କବଚ’ ଜାରି ରହିଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାଇବର ଠକେଇ ପାଇଁ […]

ପ୍ରକାଶ ପାଇଲା JEE ମେନ ୨୦୨୬ ରେଜଲ୍ଟ

ନୂଆଦିଲ୍ଲୀ: ସୋମବାର ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) JEE ମେନ୍ ୨୦୨୬ ସେସନ୍ ୧ ଫଳାଫଳ ପ୍ରକାଶ କରିଛି। ପେପର୍ ୧ (BE/BTech) ପାଇଁ ପରୀକ୍ଷା ଦେଇଥିବା ପ୍ରାର୍ଥୀ ମାନେ ଏବେ ଅଫିସିଆଲ୍ ୱେବସାଇଟ୍: […]