ନୂଆଦିଲ୍ଲୀ: ଜୁଲାଇ ୨୦୨୬ ସୁଦ୍ଧା ମଦ୍ରାସା ବୋର୍ଡକୁ ଉଚ୍ଛେଦ କରିବାକୁ ଯାଉଛନ୍ତି ଉତ୍ତରାଖଣ୍ଡ ସରକାର। ନୂତନ ବ୍ୟବସ୍ଥା ଅନୁଯାୟୀ, ଉତ୍ତରାଖଣ୍ଡ ରାଜ୍ୟ ସଂଖ୍ୟାଲଘୁ ଶିକ୍ଷା ପ୍ରାଧିକରଣ ପ୍ରତିଷ୍ଠା କରିବାକୁ ଯାଉଛନ୍ତି । ସଂଖ୍ୟାଲଘୁ ବ୍ୟାପାର […]
Archives
ସ୍କୁଲରେ ନବମ ଶ୍ରେଣୀ ଛାତ୍ରୀକୁ ଗଣବଳାତ୍କାର ଅଭିଯୋଗ
ବଲାଙ୍ଗୀର: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ […]
ସୋସିଆଲ ମିଡିଆ ୟୁଜର୍ସଙ୍କୁ ସତର୍କ କରାଇଲା ଭଦ୍ରକ ପୋଲିସ
ଭଦ୍ରକ :ସୋସିଆଲ ମିଡିଆରେ ଆପତ୍ତିଜନକ ଭିଡିଓ, ଅଡିଓ କିମ୍ବା ସାମ୍ପ୍ରଦାୟିକ ସଦ୍ଭାବନା କ୍ଷୁଣ୍ଣ ହେଲା ଭଳି ମନ୍ତବ୍ୟ ପୋଷ୍ଟ କରନ୍ତି ତେବେ ଯେକୌଣସି ସମୟରେ ଗିରଫ କରିବ ଭଦ୍ରକ ପୋଲିସ ବୋଲି l ମଙ୍ଗଳ […]
୨୨ତମ ଧଉଳି-କଳିଙ୍ଗ ସାଂସ୍କୃତିକ ମହୋତ୍ସବ ସମାରୋହରେ ଝୁମିବ ଧଉଳି
ଭୁବନେଶ୍ୱର: ଆସନ୍ତା ୬ରୁ ଆରମ୍ଭ ହେବ ୨୨ତମ ଧଉଳି-କଳିଙ୍ଗ ମହୋତ୍ସବ । କଳିଙ୍ଗ ବୀରମାନଙ୍କ ବୀରତ୍ୱର ଗାଥାକୁ ମନେପକାଇବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଓଡିଆ ଭାଷା, ସାହିତ୍ୟ […]
ଏନଡିଏ ସଂସଦୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏନଡିଏ ସାଂସଦୀୟ ଦଳ ବୈଠକକୁ ସମ୍ବୋଧିତ କରିଛନ୍ତି । ଆଲୋଚନା ପରେ ସରକାର ଧୈର୍ଯ୍ୟ ରଖିଲେ ଏବଂ ସେହି ଧୈର୍ଯ୍ୟର ପରିଣାମ ସ୍ୱରୁପ ଆଜିର ଏହି ଐତିହାସିକ […]
ଅରୁଣ ସାହୁଙ୍କ ବହି “ପୀଡ଼ା”କୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା
ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ବିଜେଡି ବିଧାୟକ ଅରୁଣ କୁମାର ସାହୁଙ୍କ ରଚିତ ଜୀବନଧର୍ମୀ ପୁସ୍ତକ ‘ପୀଡ଼ା’ ଓ ସୁଗମ ସଙ୍ଗୀତ ଶୀତୁଆ ସନ୍ଧ୍ୟାର ଲୋକାର୍ପଣ ହୋଇଛି। ଅରୁଣଙ୍କ ବହି “ପୀଡ଼ା”କୁ ନେଇ ଏବେ […]
ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା
ନୂଆଦିଲ୍ଲୀ: ଭାରତ ଉପରେ ଆମେରିକା ଶୁଳ୍କ ହ୍ରାସ କରିଛି। ୨୫% ରୁ ୧୮% କୁ ଆମେରିକା ଶୁଳ୍କ ହ୍ରାସ କରିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବା ପରେ ଡୋନାଲ୍ଡ ଟ୍ରମ୍ପ ଟ୍ରୁଥ୍ ସୋସିଆଲରେ ଏକ […]
୨୮ ଏନ୍ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର:ପୌରପାଳିକା ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮ ଜିଲାପାଳଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ସରକାରଙ୍କ ପକ୍ଷରୁ ସମ୍ପୃକ୍ତ […]
ରାଜ୍ୟ ସରକାରଙ୍କ ଓଡ଼ିଶା ଲଘୁ ଖଣିଜ ରିହାତି(ସଂଶୋଧନ) ନିୟମ-୨୦୨୫ ଗାଇଡ୍ଲାଇନ ପ୍ରଣୟନ
ଭୁବନେଶ୍ୱର: ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ ଦରବୃଦ୍ଧିରେ ବ୍ରେକ୍ ଲଗାଇବାକୁ ରାଜ୍ୟ ସରକାର ଓଡ଼ିଶା ଲଘୁ ଖଣିଜ ରିହାତି(ସଂଶୋଧନ) ନିୟମ-୨୦୨୫ ଗାଇଡ୍ଲାଇନ ପ୍ରଣୟନ କରିଛନ୍ତି। ଏହି ସଂଶୋଧିତ ନିୟମ […]
କେନ୍ଦ୍ରୀୟ ବଜେଟରେ ଓଡ଼ିଶା ପାଇଁ ୧୦ ହଜାର ୯୨୮କୋଟି
ନୂଆଦିଲ୍ଲୀ: କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଆର୍ଥିକ ବର୍ଷରେ ଓଡ଼ିଶାର ରେଳ ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ପାଇଁ ୧୦,୯୨୮ କୋଟି ଟଙ୍କାର ଐତିହାସିକ ଅନୁଦାନ ପ୍ରଦାନ କରାଯାଇଛି, ଯାହା ‘ପୂର୍ବୋଦୟ ମିଶନ’ ଅଧୀନରେ ଓଡ଼ିଶାକୁ ମିଳିଥିବା […]
