ଭୁବନେଶ୍ୱର: ବିଜେଡିରୁ ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ତାଙ୍କ ଉପରେ ପ୍ରବଳ ବର୍ଷିଛନ୍ତି ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ। ଦେବାଶିଷ ଦଳ ଛାଡ଼ିବା ଦ୍ୱାରା ବିଜେଡିର କୌଣସି କ୍ଷତି ହେବନାହିଁ, ବରଂ ଦଳ ଆହୁରି ମଜଭୁତ […]
Archives
ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର:ରାଜ୍ୟସଭା ସଦସ୍ୟ ତଥା ତିନି ଥରର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ […]
ବ୍ରହ୍ମପୁରରେ ପୁଣି ଏକ ଏନକାଉଣ୍ଟର
ବ୍ରହ୍ମପୁର:ରବିବାର ରାତିରେ ବଡ଼ବଜାର ଥାନା ଅଞ୍ଚଳର ୫ଦିନ ତଳେ ଜାମିନରେ ଆସିଥିବା ମଙ୍ଗଳା ବେହେରାଙ୍କୁ ବିଚ୍ ରାସ୍ତାରେ ଅପରାଧୀ ଗୋଷ୍ଠୀ ଖଣ୍ଡାରେ ଚୋଟ ଉପରେ ଚୋଟ ପକାଇ ହାଣିବାର ଦୃଶ୍ୟ ସୋସିଲ ମିଡିଆରେ ଭାଇରାଲ […]
ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କଲା ଜମ୍ମୁ-କାଶ୍ମୀର ପୋଲିସ
ଜମ୍ମୁ-କାଶ୍ମୀର:ବାରାମୂଲା ଜିଲ୍ଲା ଚନ୍ଦୋସା ଅଞ୍ଚଳରେ ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କରିଛି ଜମ୍ମୁ-କାଶ୍ମୀର ପୋଲିସ । ନିଲସର କାଣ୍ଡି କ୍ଷେତ୍ରରେ ହୋଇଥିବା ଏହି ମିଳିତ ଅପରେସନରେ ସୁରକ୍ଷା ବଳ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଓ […]
ଫାଲଟା ବିଧାନସଭା ଆସନରେ ବିଜେପିର ବଡ଼ ବିଜୟ
କୋଲକାତା:ଦୀର୍ଘ ବର୍ଷ ହେବ ଟିଏମସି ଦଖଲରେ ଥିବା ଦକ୍ଷିଣ ୨୪ ପରଗଣା ଜିଲ୍ଲାର ଫାଲଟା ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଦେବାଂଶୁ ପଣ୍ଡା ଐତିହାସିକ ବିଜୟ ହାସଲ କରିଛନ୍ତି । ଦେବାଂଶୁ ଜାହାଙ୍ଗୀର ଖାନଙ୍କୁ […]
ଟ୍ରେନ୍ରେ ଚଢ଼ି ସେଲ୍ଫି ନେଲା ବେଳେ ବିଦ୍ୟୁତ ତାର ଲାଗି ଜଳିଗଲେ ଯୁବକ
ଭୁବନେଶ୍ୱର:ଟ୍ରେନ୍ ବଗି ଉପରେ ଚଢ଼ି ଫଟୋ ଉଠାଉଥିବା ବେଳେ ଜଳିଗଲେ ଯୁବକ । ଯୁବକ ଜଣକ ରାଜସ୍ଥାନରୁ CTTCରେ ଟ୍ରେନିଂ ପାଇଁ ଆସିଥିଲେ । ମଞ୍ଚେଶ୍ୱର ଷ୍ଟେସନର ୩ ନମ୍ବର ପ୍ଲାଟଫର୍ମରେ ଘଟିଛି ଏଭଳି […]
ଇବୋଲା ପାଇଁ ଟ୍ରାଭେଲ ଆଡଭାଇଜରି ଜାରି କଲେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ
ନୂଆଦିଲ୍ଲୀ:କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଭାରତୀୟ ନାଗରିକମାନଙ୍କୁ ଇବୋଲା ପ୍ରଭାବିତ ଦେଶ ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋ, ୟୁଗାଣ୍ଡା ଏବଂ ଦକ୍ଷିଣ ସୁଦାନକୁ ଅଣ-ଜରୁରୀ ଯାତ୍ରାରୁ ନିବୃତ୍ତ ରହିବା ପାଇଁ ପରାମର୍ଶ […]
ରାଜଧାନୀରେ ଭୟଙ୍କର ଦୁର୍ଘଟଣା ଅଟୋକୁ ୬୦ ମିଟର ଘୋଷାଡ଼ି ନେଲା ଟ୍ରକ୍
ଭୁବନେଶ୍ୱର:କଟକ-ପୁରୀ ବାଇପାସ୍ ରୋଡ୍ର ପାଣ୍ଡରା ଛକ ଦେଖିବାକୁ ମିଳିଛି ନିକଟରେ ଏକ ଭୟଙ୍କର ହିଟ୍ ଆଣ୍ଡ ରନ୍ ଘଟଣା।ସୂଚନା ଅନୁଯାୟୀ ଏକ ଯାତ୍ରୀବାହୀ ଅଟୋ ରାସ୍ତାରେ ଯାଉଥିବା ବେଳେ ପଛପଟୁ ଦ୍ରୁତ ଗତିରେ ଆସୁଥିବା […]
ପାକିସ୍ତାନର କ୍ୱେଟାରେ ଟ୍ରେନରେ ଭୟଙ୍କର ବିସ୍ଫୋରଣ:୨୩ ମୃତ, ୪୭ରୁ ଅଧିକ ଆହତ
ଇସଲାମାବାଦ: ବାଲୁଚିସ୍ତାନର ରାଜଧାନୀ କ୍ୱେଟା ସହରରେ ଏକ ଚଳନ୍ତା ଯାତ୍ରୀବାହୀ ଟ୍ରେନକୁ ଲକ୍ଷ୍ୟ କରି ରେଳ ଟ୍ରାକ୍ ନିକଟରେ ଶକ୍ତିଶାଳୀ ବୋମା ବିସ୍ଫୋରଣ କରାଯାଇଛି। ଏହି ଭୟାବହ ବ୍ଲାଷ୍ଟରେ ବର୍ତ୍ତମାନ ସୁଦ୍ଧା ଅତିକମରେ ୨୩ […]
ଉତ୍କେଲାରୁ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ
ଭୁବନେଶ୍ୱର:ଏଣିକି କଳାହାଣ୍ଡି ଜିଲ୍ଲାର ଉତ୍କେଲାରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ । ମେ’ ୨୫ ତାରିଖରୁ ଏହି ସେବା ଆରମ୍ଭ ହେବାକୁ ଯାଉଛି । ଦିନକୁ ଦୁଇ ଥର ବିମାନ ସେବା ଯୋଗାଇ […]
