ଜଗତସିଂହପୁର: ଶିକ୍ଷକ ସୁଶାନ୍ତ କୁମାର ମଣ୍ଡଳ ନକଲି ଜାତିଗତ ପ୍ରମାଣ ଦେଇ ଚାକିରୀ କରିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାପାଳ ତାଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଛନ୍ତି । ଏହି କାର୍ଯ୍ୟାନୁଷ୍ଠାନ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗ୍ରହଣ କରାଯାଇଛି […]
Archives
ପରୀକ୍ଷାର୍ଥୀଙ୍କ ପାଇଁ ବଦଳିଲା ସୂଚୀ , ୨୮ରେ ଆରଆଇ, ୫ରେ ଓଟିଇଟି
ଭୁବନେଶ୍ୱର: ପରୀକ୍ଷାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ବଢ଼ୁଥିବା ଚିନ୍ତାର ଅବସାନ ଘଟିଛି । ଆରଆଇ ପରୀକ୍ଷାର ତାରିଖରେ ପରିବର୍ତ୍ତନ କରାଯାଇଛି । ନୂତନ ସୂଚୀ ଅନୁସାରେ, ଜୁନ୍ ୨୮ରେ ଆରଆଇ ପରୀକ୍ଷା ଆୟୋଜିତ ହେବ […]
ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ ଘଟଣା: ପୋଲିସ ଫୋର୍ସ ସହ ଗାଁରେ ଚଢ଼ାଉ
ଭଦ୍ରକ: ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଧୀନ ଚଣ୍ଡୀପୁର ଅଞ୍ଚଳରେ ବିଦ୍ୟୁତ୍ ବିଭାଗର ଏନଫୋର୍ସମେଣ୍ଟ ଟିମର କର୍ମଚାରୀଙ୍କୁ ମାଡ଼ ଘଟଣାରେ ବନ୍ତ ପୋଲିସ ସ୍ୱତନ୍ତ୍ର ଫୋର୍ସ ସହ ଗାଁ ରେ ଚଢାଉ କରିଛି । […]
କୋଚିଂ ସେଣ୍ଟରରେ ଲାଗିଲା ନିଆଁ :୧୫ ଛାତ୍ର ଜୀବନ୍ତ ଦଗ୍ଧ
ୟୁପି: ଲକ୍ଷ୍ନୌର ଅଲୀଗଞ୍ଜ ଅଞ୍ଚଳରେ ସୋମବାର ଏକ କୋଚିଂ ସେଣ୍ଟରରେ ଭୟଙ୍କର ନିଆଁ ଲାଗିଯିବା ଯୋଗୁଁ ୧୫ ଜଣ ଛାତ୍ର ପ୍ରାଣ ହରାଇଛନ୍ତି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାରେ ପ୍ରିୟଜନଙ୍କୁ […]
୨୬ଟି ଜିଲ୍ଲାର ୬୪ଟି ସ୍ଥାନର ଇଂରାଜୀ ବନାନରେ ସଂଶୋଧନ
ଭୁବନେଶ୍ୱର: ପ୍ରତିଭା ରାୟ କମିଟିଙ୍କ ସୁପାରିଶ ଓ କ୍ୟାବିନେଟ୍ ଅନୁମୋଦନ ପରେ ବ୍ରିଟିଶ ଅମଳର ବନାନଗତ ତ୍ରୁଟିକୁ ସଂଶୋଧନ କରିବା ନିମନ୍ତେ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହୋଇଛି। ରାଜ୍ୟର ୨୬ଟି ଜିଲ୍ଲାର […]
ରାମ ମନ୍ଦିର ଦାନ ଦକ୍ଷିଣା ଚୋରି ବିବାଦ: ଦାନ ଗଣନାରୁ ହଟିଲେ ୪୦ କର୍ମଚାରୀ
ଲକ୍ଷ୍ନୌ: ଅଯୋଧ୍ୟାର ରାମ ମନ୍ଦିରରେ ଦାନ ଦକ୍ଷିଣା ଗଣନାରେ ଜଡିତ ପ୍ରାୟ ୪୦ ଜଣ କର୍ମଚାରୀଙ୍କୁ ସେମାନଙ୍କ ଦାୟିତ୍ୱରୁ ହଟାଇ ଦିଆଯାଇଛି ଏବଂ ବ୍ୟାଙ୍କ ଏବଂ ଟ୍ରଷ୍ଟ ଦ୍ୱାରା ନିଯୁକ୍ତ ନୂତନ ଗଣନା କର୍ମଚାରୀଙ୍କୁ […]
ଏଣିକି ବହିରେ ରହିବ ବାରକୋଡ୍; ସ୍କାନ୍ କଲେ ମିଳିବ ଭିଡିଓ ଓ ଡିଜିଟାଲ ପାଠ
ଭୁବନେଶ୍ୱର: ତ୍ରୁଟିମୁକ୍ତ ଓ ଗୁଣାତ୍ମକ ପାଠ୍ୟପୁସ୍ତକ ପ୍ରକାଶ ପାଇଁ ଶିକ୍ଷା ବିଭାଗ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଉଛି । ଶିକ୍ଷା ବିଭାଗ ବ୍ୟବସ୍ଥା ଅନୁଯାୟୀ, ପ୍ରଥମେ ପ୍ରତ୍ୟେକ ଜିଲ୍ଲାକୁ ଅଳ୍ପ ସଂଖ୍ୟାରେ ପାଠ୍ୟପୁସ୍ତକ […]
ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି, ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ମିଳିବ ସହାୟତା
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ସହାୟତା ପରିମାଣ ବୃଦ୍ଧି। ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ରାଜ୍ୟ କଲ୍ୟାଣ ପାଣ୍ଠିରୁ ପରିବାରକୁ ସହାୟତା ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ […]
ଏକାଥରେ ମିଳିଲା ୨ ମାସର ଭତ୍ତା; ୧୭ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ମୁହଁରେ ହସ
ଭୁବନେଶ୍ୱର: ଏପ୍ରିଲ ଓ ମେ ମାସର ଭତ୍ତା ରାଶି ଏକାଥରେ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଜମା ହୋଇଛି। ଏହା ସହିତ ଜୁନ୍ ମାସର ଭତ୍ତା ବଣ୍ଟନ ପ୍ରକ୍ରିୟା ମଧ୍ୟ ଜାରି ରହିଛି। ଏନେଇ ସୂଚନା […]
ରାଜ୍ୟସଭା କ୍ରସ୍ ଭୋଟିଂ ଅଭିଯୋଗ ଖାରଜ; ବିଜେଡିକୁ ବଡ ଝଟକା
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ କରିବା ଅଭିଯୋଗରେ ଅଯୋଗ୍ୟ ଘୋଷଣା କରିବାକୁ ବିଜେଡ଼ି ପକ୍ଷରୁ କରାଯାଇଥିବା ଆବେଦନ ଖାରଜ ହୋଇଛି । ବାଚସ୍ପତି ସୁରମା ପାଢ଼ୀ ଆବେଦନକୁ ଖାରଜ କରିବା ସହିତ ୮ […]
