ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଙ୍କୁ ଗୁଳି କରି ହତ୍ୟା

ପଶ୍ଚିମବଙ୍ଗ: ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା କରାଯାଇଛି । କୋଲକାତାର ମାଧ୍ୟମ ଗ୍ରାମରେ ଏହି ଘଟଣା ଘଟିଛି । ପ୍ରାଣ ହରାଇଥିବା ବ୍ୟକ୍ତିଗତ ସହାୟକ ହେଲେ ଚନ୍ଦ୍ରକାନ୍ତ ରଥ […]

ରାଜ୍ୟର ସବୁ ବେବନ୍ଦୋବସ୍ତ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆସିବ ଏସଓପି

ଭୁବନେଶ୍ୱର: ରାଜ୍ୟରେ ବେବନ୍ଦୋବସ୍ତ ଜମିକୁ ନେଇ ବର୍ଷବର୍ଷ ଧରି ଲାଗି ରହିଥିବା ବିବାଦର ସମାଧାନ ଖୁବଶୀଘ୍ର ହେବ। ଜମିପଟ୍ଟାରେ ଥିବା ତ୍ରୁଟି ସଂଶୋଧନ ପାଇଁ ରାଜସ୍ୱ ନିରୀକ୍ଷକ(ଆରଆଇ)ମାନଙ୍କୁ ଟାର୍ଗେଟ୍ ଦିଆଯାଇଛି। ଭୂମିହୀନ ଓ ଯୋଗ୍ୟ […]

ପଥର ସନ୍ଧିରେ ଫସିଥିବା ନାବାଳକ ଉଦ୍ଧାର: ଅପରେସନ ‘ଶିବ’ ସଫଳ

ଭୁବନେଶ୍ୱର: ମହୁ ଫେଣା ଭାଙ୍ଗିବାକୁ ଯାଇ ପଥର ସନ୍ଧିରେ ଫସିଥିଲେ ନୟାଗଡ଼ ଓଡ଼ଗାଁ ରାଣୀପଡ଼ାର ନାବାଳକ ଶିବ ପ୍ରଧାନ। ଦୀର୍ଘ ୧୦ ଘଣ୍ଟାର ରେସକ୍ୟୁ ଅପରେସନ ପରେ ତାକୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ […]

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ DRP

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ମାଇକ୍ରୋ ଫୁଡ୍ ପ୍ରୋସେସିଂ ଏଣ୍ଟରପ୍ରାଇଜେସ୍ (PMFME) ଯୋଜନାରେ ଡିଷ୍ଟ୍ରିକ୍ଟ ରିସୋର୍ସ ପର୍ସନ (DRP) ରାକ୍ଷୀ ମେହେରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ବରଗଡ଼ର […]

ଜନଗଣନା କାର୍ଯ୍ୟରେ ଅସହଯୋଗ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଜନଗଣନା-୨୦୨୭ କାର୍ଯ୍ୟକୁ ସୁରୁଖୁରୁରେ ଶେଷ କରିବା ପାଇଁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଜନଗଣନା କାର୍ଯ୍ୟରେ ନିୟୋଜିତ ଶିକ୍ଷକ ଓ ଶିକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ମୁକ୍ତ (ରିଲିଭ୍) ନକଲେ ସଂପୃକ୍ତ ସ୍କୁଲ […]

କଂଗ୍ରେସ ସମର୍ଥନରେ ସରକାର ଗଢିବାକୁ ଦାବି କଲେ ଥାଲାପତି

ଚେନ୍ନାଇ: ଆସନ୍ତାକାଲି ସକାଳ ୧୦ଟାରେ ବିଜୟ ଥାଲାପତି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଜୟ ଆଜି ରାଜ୍ୟପାଳ ରାଜେନ୍ଦ୍ର ଅର୍ଲେକରଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ବିଜୟଙ୍କ ନୂତନ ଦଳ […]

ବାସନ୍ତୀ ଭିଲ୍ଲାରେ ଭୟଙ୍କର ଅଗ୍ନିକାଣ୍ଡ: ଶ୍ବାସରୁଦ୍ଧରେ ଚାଲିଗଲା ୩ ଜୀବନ

ଭୁବନେଶ୍ୱର: ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି, ୩ଜଣ ପ୍ରାଣ ହରାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟର ଇଲେକ୍ଟ୍ରିକାଲ୍ ପ୍ୟାନେଲ୍ ବୋର୍ଡ […]

ସୁପ୍ରିମକୋର୍ଟରେ ଜଜ୍ ସଂଖ୍ୟା ହେବ ବୃଦ୍ଧି

ନୂଆଦିଲ୍ଲୀ: ମଙ୍ଗଳବାର କେନ୍ଦ୍ର ମନ୍ତ୍ରିମଣ୍ଡଳ ସୁପ୍ରିମକୋର୍ଟରେ ଜଜ୍ ସଂଖ୍ୟା ବୃଦ୍ଧିକୁ ନେଇ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ୍ ସର୍ବୋଚ୍ଚ ନ୍ୟାୟାଳୟରେ ବିଚାରପତିଙ୍କ ସଂଖ୍ୟା ୩୪ରୁ ବଢାଇ ୩୮ କରିବାକୁ ମଞ୍ଜୁରୀ ଦେଇଛନ୍ତି। ଛଅ ବର୍ଷ […]

ପରାଜୟ ପରେ ଗର୍ଜିଲେ ମମତା: କହିଲେ“ମୁଁ ହାରିନି, ଦେବିନି ଇସ୍ତଫା”

କୋଲକାତା: ପଶ୍ଚିମବଙ୍ଗରେ ପରାଜୟକୁ ଗ୍ରହଣ କରିପାରୁ ନାହାନ୍ତି ଟିଏମସି ମୁଖ୍ୟ ମମତା ବାନାର୍ଜୀ। ବେଙ୍ଗଲରେ ବିଜେପି ବହୁମତ ହାସଲ କରିବା ପରେ ପ୍ରଥମ ଥର ପାଇଁ ଦିଦି ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ କଡା […]

ବିଜେଡି ର ୮ ଜିଲ୍ଲାର ସଭାପତି ଓ କାର୍ଯ୍ୟକାରୀ ସଭାପତିଙ୍କ ନାମ ଘୋଷଣା

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳ ନୂଆ ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା କରିଛି । ମୋଟ ୮୯ ଜଣ ଉପସଭାପତି, ବରିଷ୍ଠ ସାଧାରଣ ସମ୍ପାଦକ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକ ରହିଛନ୍ତି । […]