ଟିଏମସି ନେତା ଜାହାଙ୍ଗୀର ଖାନଙ୍କ ପତ୍ନୀ ରେଜିନା ବିବି ଗିରଫ

ପଶ୍ଚିମବଙ୍ଗ: ଟିଏମସି ନେତା ଜାହାଙ୍ଗୀର ଖାନଙ୍କୁ ମୁକ୍ତ କରିବାର ଷଡ଼ଯନ୍ତ୍ର ଏବଂ ପଶ୍ଚିମବଙ୍ଗର ଫାଲ୍ଟା ପୋଲିସ ଷ୍ଟେସନ ଉପରେ ଆକ୍ରମଣ ମାମଲାରେ ତାଙ୍କ ପତ୍ନୀ ରେଜିନା ବିବିଙ୍କୁ ଗିରଫ କରାଯାଇଛି। ପୋଲିସ ସୂଚନା ଅନୁଯାୟୀ, […]

ଯୁବକଙ୍କୁ ହତ୍ୟା କରିଥିବା ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ: ରାଉରକେଲା

ରାଉରକେଲା: ରାଉରକେଲାରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଚୁନୁ ହରିପାଲ ଏବଂ ସୁଶାନ୍ତ ନାୟକଙ୍କୁ ଝିରିପାଣି ନୂଆ ଟୋଲାରେ ଏନକାଉଣ୍ଟର କରିଛି ରାଉରକେଲା ପୋଲିସ। ଏନକାଉଣ୍ଟରରେ ଆହତ ହୋଇଥିବା ଦୁଇ ଅପରାଧୀଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନା […]

ଆପାର୍ଟମେଣ୍ଟ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ନୂଆ SOP

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ମିଳିତ ଭାବେ ଆପାର୍ଟମେଣ୍ଟ ପଞ୍ଜୀକରଣ ନିମନ୍ତେ ଏକ ମାନକ କାର୍ଯ୍ୟ ପ୍ରଣାଳୀ (Standard Operating Procedure – […]

୬ ଓଡ଼ିଆ ଅଗ୍ନିବୀରଙ୍କ ସହିତ ୭୨୬ ଅଗ୍ନିବୀରଙ୍କ ପାସିଂ ଆଉଟ ପ୍ୟାରେଡ ସମ୍ପନ୍ନ

ଭୁବନେଶ୍ୱର: ଭାରତ ସରକାରଙ୍କ ଦ୍ୱାରା ସେନା ବାହିନୀରେ ଯୋଗ ଦେବା ନିମନ୍ତେ ପ୍ରଚଳିତ ଅଗ୍ନିବୀର ଯୋଜନା ଅନୁସାରେ ଜଳ, ସ୍ଥଳ ଓ ଆକାଶ ବାହିନୀର ବିଭିନ୍ନ ତାଲିମ କେନ୍ଦ୍ରରେ ସଫଳତାର ସହିତ ଅଗ୍ନିବୀର ଜବାନ […]

ବିଶ୍ୱସ୍ତରୀୟ ସ୍ୱୀକୃତି ପାଇଲା ଓଡ଼ିଶାର ଡିଜିଟାଲ ପରିମଳ ମଡେଲ

ଭୁବନେଶ୍ୱର: ସହରାଞ୍ଚଳ ପରିମଳ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି ଓଡିଶା । ‘ସାଉଥ୍-ସାଉଥ୍ କୋଅପରେସନ୍’ କ୍ଷେତ୍ରରେ ଓଡିଶାର ଡିଜିଟାଲ ସାନିଟେସନ ମଡେଲକୁ ବିଶ୍ୱସ୍ତରୀୟ ସ୍ୱୀକୃତି ଏବଂ ପ୍ରଶଂସା ମିଳିଛି। ଓଡ଼ିଶା ଜଳ […]

ପାହାଡପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଓ ପିଏମ୍ ମୋଦି, ରାଜ୍ୟ ପାଇଁ ସ୍ମରଣୀୟ ଦିନ

ରାଇରଙ୍ଗପୁର: ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜ ଜନ୍ମମାଟିରେ ଜନ୍ମଦିନ ପାଳନ କରୁଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁରରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ […]

ପ୍ରତି ପଞ୍ଚାୟତରେ ହବ ‘ଜନକଲ୍ୟାଣ ଶିବିର’, ଲୋକଙ୍କ ପାଖରେ ପହଞ୍ଚିବ ସମସ୍ତ ସରକାରୀ ସେବା

ଭୁବନେଶ୍ୱର: ଆଜିଠୁ ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ‘ଜନକଲ୍ୟାଣ ଶିବିର’ ଆୟୋଜନ କରାଯିବ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରାଯାଇଛି। ରାଜ୍ୟବ୍ୟାପୀ ସରକାରୀ […]

ପିଲା ଚୋର ସନ୍ଦେହରେ ଯୁବତୀଙ୍କୁ ଆକ୍ରମଣ :୧୬ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ରାୟଗଡା: କଲ୍ୟାଣସିଂହପୁରରେ ଏକ ବର୍ବରତା ଘଟଣାର ଭିଡ଼ିଓ ସାମ୍ନାକୁ ଆସିଛି । ପିଲା ଚୋର ସନ୍ଦେହରେ ବାହାର ରାଜ୍ୟର ଯୁବତୀଙ୍କୁ ବିବସ୍ତ୍ର କରି ନିର୍ଯାତନା ଦିଆଯାଇଛି l ପୀଡିତାଙ୍କ ସମେତ ଅନ୍ୟ ଜଣେ ସାମାଜିକ […]

ଫିଫା ବିଶ୍ୱକପରେ ଅଘଟଣ, ପଡ଼ିଆରେ ପିଟାପିଟି ହେଲେ ଦୁଇ ଦେଶର ଖେଳାଳି

ନୂଆଦିଲ୍ଲୀ: ଫିଫା ବିଶ୍ୱକପ ୨୦୨୬ରେ ପଡ଼ିଆରେ ବାଡ଼ିଆବାଡ଼ି ହୋଇଛନ୍ତି କାନାଡା ଓ କତରର ଖେଳାଳି। ଆଜି ଗ୍ରୁପ ବିର ମ୍ୟାଚ୍‌ରେ କାନାଡା ୬-୦ରେ କତରକୁ ହରାଇଥିଲା। ମ୍ୟାଚ୍‌ ସରିବା ମାତ୍ରେ ଦୁଇ ଦେଶର ଖେଳାଳି […]

ପ୍ରଧାନଶିକ୍ଷକ କରିପାରିଲେନି SIR କାମ, ନିଲମ୍ବିତ ଧମକ ପରେ ଆତ୍ମହତ୍ୟା

ବୌଦ୍ଧ: SIR କାମର ଚାପ ଜଣେ ଶିକ୍ଷକ ତଥା ବୁଥ୍ ଲେଭେଲ ଅଫିସର୍ (BLO)ଙ୍କ ଜୀବନ ନେଇଥିବା ଅଭିଯୋଗ ଆସିଛି। ଏଭଳି ଏକ ସଙ୍ଗୀନ ଅଭିଯୋଗ ଆସିଛି ବୌଦ୍ଧ ଜିଲ୍ଲାରୁ । ଅଭିଯୋଗ ଅନୁଯାୟୀ, […]