କଟକ: ଏଥର କଟକ ମହାନଗର ନିଗମର ବଜେଟ ବୃହତ ହୋଇଛି । ୧୨ ଶହ ୬୮ କୋଟି ଟଙ୍କାର ବଜେଟ ପ୍ରସ୍ତୁତ ହୋଇଛି । ଯାହା ଆଜି କାଉନସିଲ ବୈଠକରେ ଉପସ୍ଥାପିତ ହୋଇଛି । […]
Archives
ପ୍ରଥମ ଥର ରାଜ୍ୟ ବାହାରେ ହେବ ‘ଓଡ଼ିଶା ଉତ୍ସବ’
ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ପ୍ରଚାର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ କୋଲକାତାରେ ପ୍ରଥମ ଥର ପାଇଁ ଓଡ଼ିଶା ଉତ୍ସବ ଆୟୋଜନ କରିବ। […]
ଜଳସଂପଦ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କେନ୍ଦ୍ରାପଡା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ରେଡ୍। ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ […]
୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ
ଭୁବନେଶ୍ବର: ଏକ ଦିବସୀୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ। ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ସମବାୟ କ୍ଷେତ୍ର […]
ଧାର୍ଯ୍ୟ ଭଡା ଠାରୁ ଅଧିକ ବସ୍ ଭଡ଼ା ଆଦାୟ ର ନିୟମିତ ଯାଞ୍ଚ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ଯାତ୍ରୀବାହୀ ବସରେ ଧାର୍ଯ୍ୟ ସୀମାଠାରୁ ଅଧିକ ଭଡ଼ା ଆଦାୟ ନେଇ ଅନେକ ସମୟରେ ଯାତ୍ରୀଙ୍କଠାରୁ ଅଭିଯୋଗ ଆସୁଛି । ତେଣୁ ଏହା ଉପରେ କଡ଼ା ନଜର ରଖି ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ […]
SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା
ଭୁବନେଶ୍ୱର: SIRକୁ ନେଇ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଦେଲେ ବଡ଼ ସୂଚନା । ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ ସାରିଥିବା କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ […]
ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ବୈଠକ ଡାକିଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର: ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନିର୍ମାଣ କ୍ଷେତ୍ରରେ ସାମଗ୍ରୀର ଉଚିତ ମୂଲ୍ୟ ନିର୍ଦ୍ଧାରଣ ଓ ସାମଗ୍ରୀର […]
ପୁରୀ ପୋଲିସ ସଫଳତାର ସହ ଉଦ୍ଧାର କଲା ୭୫ ଜଣ ନିଖୋଜ ନାବାଳିକା ଓ ବ୍ୟକ୍ତିଙ୍କୁ
ପୁରୀ: ୨୦୨୬ ମସିହାରେ ପୁରୀ ଜିଲ୍ଲାର ବିଭିନ୍ନ ପୋଲିସ ଥାନା ଦ୍ୱାରା ଚାଲିଥିବା ତଦନ୍ତ ଓ ସନ୍ଧାନ ଅଭିଯାନର ଫଳସ୍ୱରୂପ ମୋଟ ୭୫ ଜଣ ନିଖୋଜ ନାବାଳିକା/ ପ୍ରାପ୍ତବୟସ୍କଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା […]
ରାଜଧାନୀରୁ ୩ ନାବାଳକ-ନାବାଳିକା ନିଖୋଜ
ଭୁବନେଶ୍ୱର: ଗୋଟିଏ ଦିନରେ ରାଜଧାନୀରୁ ୩ଜଣ ନାବାଳକ-ନାବାଳିକା ନିଖୋଜ । ନିଖୋଜଙ୍କ ଫଟୋ ସହ ପୋଷ୍ଟର ଜାରି କରିଛି ପୁଲିସ । ଏମାନଙ୍କୁ ନେଇ କିଛି ସୂଚନା ଦେଲେ ମିଳିବ ୫୦ ହଜାର ଟଙ୍କାର […]
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ
ନୂଆଦିଲ୍ଲୀ: ଆଜି ସିଭିଲ୍ ସର୍ଭିସେସ୍ ପରୀକ୍ଷା (CSE) ଫାଇନାଲ୍ ରେଜଲ୍ଟ ୨୦୨୫ ଘୋଷଣା କରିଛି। ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବା ବେଳେ ଦ୍ୱିତୀୟରେ ରାଜେଶ୍ୱରୀ ସୁଭେ ଏମ୍, ତୃତୀୟରେ ଆକାଂଶ ଧୂଲ୍ ସ୍ଥାନ ପାଇଛନ୍ତି। […]
