ଖଣି ଅଧିକାରୀଙ୍କ ଘରୁ ୪ କୋଟିରୁ ଉର୍ଦ୍ଧ ଟଙ୍କା ଜବତ କଲା ଭିଜିଲାନ୍ସ

ଭୁବନେଶ୍ୱର: କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେଵବ୍ରତ ମହାନ୍ତିଙ୍କ ଭୁବନେଶ୍ୱର ପଟିଆସ୍ଥିତ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ । ଓଡ଼ିଶା ଭିଜିଲାନ୍ସ ଇତିହାସରେ ଏହା ଏବେ […]

ରାଜକନିକାର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା; ଉଚ୍ଚସ୍ତରୀୟ ତଦନ୍ତ ଦାବି

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକାର ଏକ ଘରୋଇ ସ୍କୁଲର ସପ୍ତମ ଶ୍ରେଣୀ ଛାତ୍ରୀକୁ ଶିକ୍ଷକମାନେ ଗଣଦୁଷ୍କର୍ମ କରିବା ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ଦାବି ହୋଇଛି। କଂଗ୍ରେସର ଏକ ପ୍ରତିନିଧି ଦଳ ପୀଡ଼ିତାଙ୍କ ପରିବାରକୁ ଭେଟିଛନ୍ତି। […]

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନାଁ ନେଇ ମାଗିଲେ ଟଙ୍କା

ଭୁବନେଶ୍ୱର: ଠକମାନେ ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଲୋକଙ୍କୁ ଟଙ୍କା ମାଗୁଛନ୍ତି। ଯାହାକୁ ନେଇ ଜନସାଧାରଣଙ୍କୁ ଏକ ବାର୍ତ୍ତାରେ ସଚେତନ କରାଯାଇଛି। ମିଳିଥିବା ଖବର ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, […]

ଦେଶର କିଶୋରୀ ଓ ମହିଳାଙ୍କୁ ମାଗଣାରେ ମିଳିବ HPV ଟୀକା

ଭୁବନେଶ୍ୱର: ସାରା ଭାରତରେ HPV (ହ୍ୟୁମାନ୍ ପାପିଲୋମାଭାଇରସ୍) ଟୀକାକରଣ କାର୍ଯ୍ୟକ୍ରମ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ସରକାର ଦେଶରେ ମହିଳା ସ୍ୱାସ୍ଥ୍ୟକୁ ସୁଦୃଢ଼ ପାଇଁ ଏକ ବଡ଼ ପଦକ୍ଷେପ ନେଉଛନ୍ତି। ଏହାର […]

ଡ୍ରେନ୍‌ କାମ ଚାଲିଥିଲା ବେଳେ କାନ୍ଥ ଭୁଶୁଡ଼ି ୨ ମୃତ, ୪ ଗୁରୁତର

ଭୁବନେଶ୍ୱର: ମଙ୍ଗଳବାର ଦିନ ଭୁବନେଶ୍ୱରର ବଡ଼ଗଡ଼ ଅଞ୍ଚଳରେ ଡ୍ରେନ୍ ନିର୍ମାଣ କାର୍ଯ୍ୟ ସମୟରେ ଏକ ପାଚେରୀ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଅପରାହ୍ନରେ ରାଜଧାନୀ ସହରର […]

କ୍ୟାବିନେଟ ରେ ୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ :ଏବେ କେରଳ ହେବ କେରଳମ

ନୂଆଦିଲ୍ଲୀ: ସେବା ତୀର୍ଥ ରେ ମଙ୍ଗଳ ବାର ଦିନ ପ୍ରଥମ କ୍ୟାବିନେଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । କ୍ୟାବିନେଟ ବୈଠକରେ ୧୨,୨୩୬ କୋଟି ଟଙ୍କାର ଆଠଟି ପ୍ରମୁଖ ନିଷ୍ପତ୍ତିକୁ ଅନୁମୋଦନ […]

ଭୁବନେଶ୍ବରରେ କାଳବୈଶାଖୀ ରଚିଲା ପ୍ରଳୟ :ହୋର୍ଡିଂ ଖସି ପଡ଼ିବାରୁ ଦୁଇ ମୃତ

ଭୁବନେଶ୍ୱର:ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ବର୍ଷା ପବନ ଯୋଗୁ ରାଜଧାନୀରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରବଳ ପବନ ବୋହିବା ଯୋଗୁ ଖଣ୍ଡଗିରି ଥାନା ଆଇଗିଣିଆ ଛକ ଦୁର୍ଗା ମଣ୍ଡପ ନିକଟରେ ଏକ ବିଜ୍ଞାପନ ହୋଡିଂ ପଡି […]

ପଥର ଚୋରି ମାଫିଆ ତାଲିକାରେ ରାଜନେତା!

ନୀଳଗିରି: ପଥର ଚୋରିରେ ସମ୍ପୃକ୍ତ ଜିଲା ପରିଷଦ ସଭ୍ୟ ଗତିକୃଷ୍ଣ, ବିଜେଡି ନେତା ଗଙ୍ଗାଧରଙ୍କ ଭିତରେ କନ୍ଦଳ ସୃଷ୍ଟି ହେବା ଘଟଣା ଅଞ୍ଚଳରେ ହଟଚମଟ ସୃଷ୍ଟି କରିଛି। ମିଳିଥିବା ଖବର ଅନୁସାରେ, ନୀଳଗିରି ବ୍ଲକ […]

ରତ୍ନଭଣ୍ଡାର ଗଣତି ମଣତି ସମୟରେ ରହିବେ ଦୁଇଟିି ଟିମ: ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ଏସଓପି ନେଇ ବୈଠକ ଶେଷ। ଗଣତି ମଣତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ହସ୍ତଗତ ହୋଇଛି […]

ପ୍ରଣବଙ୍କ ଫାର୍ମହାଉସରେ ବୁଲିଲା ବୁଲଡୋଜର୍

ଭୁବନେଶ୍ୱର: ଆଜି ପ୍ରଶାସନ ପକ୍ଷରୁ ପୂର୍ବତନ ବିଜେଡ଼ି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବେଆଇନ ଫାର୍ମ ହାଉସ ଉପରେ ଚଢ଼ାଉ ହୋଇଛି ଏବଂ ଫାର୍ମ ହାଉସ ପାଚେରୀ ସହିତ କିଛି ଘରକୁ ଉଚ୍ଛେଦ କରାଯାଇଛି । […]