ବୈଜୟନ୍ତ ପଣ୍ଡାଙ୍କୁ ଆସାମର ନିର୍ବାଚନୀ ପ୍ରଭାରୀ ଭାବେ ନିଯୁକ୍ତ କଲା ବିଜେପି

ନୂଆଦିଲ୍ଲୀ: ଆଗାମୀ ଆସାମ ଓ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ନିଜ ଦଳର ସାଂସଦ ଓ କେନ୍ଦ୍ରମନ୍ତ୍ରୀମାନଙ୍କୁ ବଡ଼ ଦାୟିତ୍ୱ ଦେଇଛି। ଆସନ୍ତାବର୍ଷ ହେବାକୁ ଥିବା ଆସାମ ବିଧାନସଭା ନିର୍ବାଚନ ପାଇଁ […]

ନୀତୀନ ନବୀନ ହେଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ

ନୂଆଦିଲ୍ଲୀ: ଆଜି ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ନାଁ ଘୋଷଣା କରିଛି । ବିହାର ସରକାରରେ ମନ୍ତ୍ରୀ ରହିଥିବା ନୀତୀନ ନବୀନଙ୍କୁ ପାର୍ଟି ଦାୟିତ୍ଵ ଦେଇଛି । ନବୀନ ବର୍ତ୍ତମାନ ବିହାରର ନୀତିଶ କୁମାରଙ୍କ […]

ସ୍କୁଲ ବସ୍ ଖସିଲା ନଦୀକୁ

ମଧ୍ୟପ୍ରଦେଶ: ଜୋହର ଗାଁ ନିକଟରେ ଏକ ସ୍କୁଲ ବସ୍ ନଦୀକୁ ଖସିପଡ଼ିବାରୁ ଅନେକ ପିଲା ଆହତ ହୋଇଥିଲେ। ସେଥି ମଧ୍ୟରୁ ୬ ଜଣ ଗୁରୁତର ଥିବା ଜଣାପଡିଥିଲା । ଖବର ଅନୁସାରେ, ଆଜି ସକାଳ […]

ଆସନ୍ତା କାଲି ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

କଟକ : ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ […]

ଜନଗଣନା ପାଇଁ ଖର୍ଚ୍ଚ ହେବ ୧୧ ହଜାର ୭୧୮ କୋଟି ଟଙ୍କା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। ପ୍ରଥମତଃ ୨୦୨୭ ଜନଗଣନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୧୧,୭୧୮ କୋଟି ଟଙ୍କାର […]

UNESCO ସାଂସ୍କୃତିକ ଐତିହ୍ୟ ତାଲିକାରେ ‘ଦୀପାବଳି’ ସାମିଲ

ନୂଆଦିଲ୍ଲୀ: ଭାରତର ଦୀପାବଳି ପର୍ବକୁ UNESCOର ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଐତିହାସିକ ନିଷ୍ପତ୍ତିରେ ଖୁସି ପ୍ରକାଶ କରିଛନ୍ତି । ସେ କହିଛନ୍ତି ‘ଦୀପାବଳି ଆମ […]

ବିମାନ ସଂଖ୍ୟା ୫ ପ୍ରତିଶତ କମାଇବାକୁ ଇଣ୍ଡିଗୋକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଇଣ୍ଡିଗୋ ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ଇଣ୍ଡିଗୋକୁ ଶୀତକାଳୀନ ବିମାନ ସଂଖ୍ୟା ୫% କମାଇବାକୁ DGCA ନିର୍ଦ୍ଦେଶ ଦେଇଛି। ପରିଚାଳନା ଅକ୍ଷମତା ଯୋଗୁଁ ୨୦୨୫ ଶୀତ ସିଡ୍ୟୁଲ୍‌ କମାଇବାକୁ […]

ବିମାନ ଭଡା ସ୍ଥିର କଲେ ସରକାର

ନୂଆଦିଲ୍ଲୀ: ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସମସ୍ତ ପ୍ରଭାବିତ ରୁଟ୍ ପାଇଁ ସର୍ବାଧିକ ଭଡା ସୀମା ସ୍ଥିର କରିଛି । ସରକାର ବିମାନ କମ୍ପାନୀଗୁଡ଼ିକୁ ବ୍ୟକ୍ତିଗତ […]

ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇ ସିରିଜ ଜିତିଲା ଭାରତ

ବିଶାଖାପାଟଣା: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା ସହିତ ଭାରତ ସିରିଜକୁ ୨-୧ରେ ଜିତି ଯାଇଛି।ଭାରତ […]

ଭାରତ-ରୁଷ ମଧ୍ୟରେ ୭ ଚୁକ୍ତି ସ୍ୱାକ୍ଷରିତ

ନୂଆଦିଲ୍ଲୀ: ଭାରତ ଯାତ୍ରାରେ ଆସିଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ସକାଳେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜଘାଟର ସ୍ମାରିକାରେ ପୁତିନ ଦସ୍ତଖତ ମଧ୍ୟ କରିଛନ୍ତି । […]