ଇସଲାମାବାଦ: ୨୦୨୭ ଏସ୍ସିଓ ସମ୍ମିଳନୀ ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇସଲାମାବାଦକୁ ନିମନ୍ତ୍ରଣ କରିବ ପାକିସ୍ତାନ। ସେହିପରି ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ହିଁ ମୋଦିଙ୍କୁ ଇସଲାମାବାଦ ଆସିବାକୁ ନିମନ୍ତ୍ରଣ ପତ୍ର ପଠାଇବେ […]
Category: ଦେଶ
ଦୁଗ୍ଧ ସଂଗ୍ରହ ଓ ଗୁଣବତ୍ତାରେ ଦେଶର ନମ୍ବର–୧ OMFED
ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ଠାରେ ଅନୁଷ୍ଠିତ ‘Indian Dairy Expo 2026’ ରେ ‘Excellence in Milk Procurement & Dairy Development’ ପାଇଁ OMFED କୁ ମିଳିଲା ସର୍ବୋଚ୍ଚ ପ୍ରଥମ ପୁରସ୍କାର। ଖାଣ୍ଟି […]
ଲୋକସଭାରେ ଗୃହୀତ ହେଲା ‘ବନ୍ଦେ ମାତରମ’ ବିଲ୍
ନୂଆଦିଲ୍ଲୀ: ୨୯ ଜୁଲାଇ ବୁଧବାର ‘ବନ୍ଦେ ମାତରମ’ ବିଧେୟକକୁ ରାଜ୍ୟସଭାରେ ମଞ୍ଜୁରୀ ମିଳିଥିଲା । ରାଜ୍ୟସଭା ପରେ ଆଜି ଲୋକସଭାରେ ‘ବନ୍ଦେ ମାତରମ’ ବିଧେୟକ ଗୃହୀତ ହୋଇଛି। ଉଭୟ ସଦନରେ ଗୃହୀତ ହେବା ପରେ, […]
ପାକିସ୍ତାନ ଅଧିକୃତ କାଶ୍ମୀରରେ ହିଂସା: ଜାତିସଂଘ ହସ୍ତକ୍ଷେପ ପାଇଁ ଦାବି
ପାକିସ୍ତାନ: ନିର୍ବାଚନ, ରାଜନୈତିକ ଅସନ୍ତୋଷ, ଆର୍ଥିକ ସମସ୍ୟା ଏବଂ ପାକିସ୍ତାନ ସରକାରଙ୍କ ବିରୋଧରେ ବଢ଼ୁଥିବା ପ୍ରଦର୍ଶନ ଏବେ ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ବିଭିନ୍ନ ମିଡିଆ ରିପୋର୍ଟ ଓ ଆନ୍ଦୋଳନକାରୀ ସଂଗଠନର ଦାବି […]
ରେକର୍ଡ କଲା ଆରସିବି:୨୯୦୦ କୋଟି ଟଙ୍କା ହେଲା ଦଳର ବ୍ରାଣ୍ଡ ଭାଲ୍ୟୁ
ମୁମ୍ବାଇ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବ୍ରାଣ୍ଡ୍ ଭାଲ୍ୟୁ ୩୦୦ ମିଲିୟନ ଡଲାର ଅର୍ଥାତ୍ ପ୍ରାୟ ୨୯୭୯ କୋଟି ଟଙ୍କା ଅତିକ୍ରମ କରିଛି। ହୁଲିହାନ ଲୋକି (Houlihan Lokey) ର ୨୦୨୬ ଆଇପିଏଲ୍ ବ୍ରାଣ୍ଡ୍ ଭାଲ୍ୟୁ […]
କୋଇଲା ଆବଣ୍ଟନ ମାମଲା: ମନମୋହନ ସିଂହଙ୍କ ବିରୋଧରେ ବିଚାର ପ୍ରକ୍ରିୟା ବନ୍ଦ
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ବହୁ ଚର୍ଚ୍ଚିତ କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ସ୍ୱର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଓ ଅନ୍ୟ ଅଭିଯୁକ୍ତଙ୍କୁ କ୍ଲିନ୍ ଚିଟ୍ ପ୍ରଦାନ କରିଛନ୍ତି । ମାମଲାକୁ ବନ୍ଦ […]
କମନୱେଲଥ ଗେମ୍ସ ୨୦୨୬: ଗୁଲଭୀର ଓ ହରଜିନ୍ଦରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଭୁବନେଶ୍ୱର: ଆଥଲେଟ୍ ଗୁଲଭୀର ସିଂହ ଓ ଭାରୋତ୍ତୋଳିକା ହରଜିନ୍ଦର କୌରଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ୍ସ (X)ରେ ପୋଷ୍ଟ କରିଛନ୍ତି ଯେ, କମନୱେଲଥ ଗେମ୍ସ ୨୦୨୬ରେ ଭାରତ […]
ପିଓକେ ରେ ପ୍ରଦର୍ଶନକାରୀଙ୍କ ଉପରେ ଗୁଳି ଚାଳନା: ୨୦ଜଣଙ୍କ ମୃତ୍ୟୁ ସୂଚନା
ନୂଆଦିଲ୍ଲୀ: ଗତକାଲି ପିଓକେ ରେ ପ୍ରଦର୍ଶନକାରୀଙ୍କ ଏକ ଦଳ ମୋଟରସାଇକେଲରେ ମୁଜାଫରାବାଦ ଅଭିମୁଖେ ଶୋଭାଯାତ୍ରା କରିବାକୁ ଯାତ୍ରା କରୁଥିଲେ l ପ୍ରତିବାଦକାରୀମାନେ ମିରପୁର ବଜାର ନିକଟରେ ପହଞ୍ଚିବା ମାତ୍ରେ ପାକିସ୍ତାନୀ ରେଞ୍ଜର୍ସମାନେ ଗୁଳିଚାଳନା ଆରମ୍ଭ […]
ଜାପାନରେ ବଡ ଭୂକମ୍ପ, ୭.୧ ତୀବ୍ରତା; ସୁନାମୀ ଆଲର୍ଟ ଜାରି
ନୂଆଦିଲ୍ଲୀ: ଆଜି ଜାପାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ସମୁଦ୍ରରେ ଉଚ୍ଚ ଉଚ୍ଚ ଲହରି ଆସିବା ନେଇ ସତର୍କ ସୂଚନା ଜାରି କରାଯାଇଛି । […]
ଫେସବୁକରୁ ମୋଦିଙ୍କ ପୋଷ୍ଟ ହଟାଇବା ଘଟଣାରେ କ୍ଷମା ମାଗିଲା ମେଟା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଭିଡିଓକୁ ଫେସବୁକରେ ଭାରତ ଭିତରେ ବ୍ଲକ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇବା ପରେ ଶେଷରେ ମେଟା କମ୍ପାନୀ ନିଜ ଭୁଲ୍ […]
