ଧର୍ମେନ୍ଦ୍ର ପ୍ରଧାନଙ୍କୁ ସଂସଦରେ ଏନଡିଏର ସ୍ବାଗତ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ମୌସୁମୀ ଅଧିବେଶନରେ ଯୋଗଦେବାକୁ ସଂସଦ ଭବନରେ ପହଞ୍ଚିଥିଲେ । ଏନଡିଏ ସଂସଦମାନଙ୍କ ପକ୍ଷରୁ ତାଙ୍କୁ ଜୋରଦାର ଭାବେ ସ୍ବାଗତ କରାଯାଇଥିଲା । ଏହା ପରେ ତାଙ୍କୁ […]

ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬ ବିଜେତା

ଭୁବନେଶ୍ବର: ସୋନି ଏଣ୍ଟରଟେନମେଣ୍ଟ ଟେଲିଭିଜନର ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬’ର ବିଜେତା ହୋଇଛନ୍ତି ଓଡ଼ିଶାର ୨୪ ବର୍ଷୀୟା ଗାୟିକା ଜ୍ୟୋତିର୍ମୟୀ ନାୟକ। ଏହି ପ୍ରସିଦ୍ଧ ଟାଇଟଲ୍ ଜିତିବାରେ ସେ […]

ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ମିଳିଲା ପ୍ରଥମ ରୌପ୍ୟ ପଦକ

ନୂଆଦିଲ୍ଲୀ:ସ୍କଟଲ୍ୟାଣ୍ଡର ଗ୍ଲାସଗୋରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ମିଳିଛି ପ୍ରଥମ ରୌପ୍ୟ ପଦକ।୬୦ କେଜି ପୁରୁଷ ବର୍ଗରେ ମଣିପୁରର ଋଷିକାନ୍ତ ସିଂହ ଚନମ୍ବମଙ୍କୁ ମିଳିଛି ଏହି ସଫଳତା। ସେ ମୋଟ୍ ୨୬୪ କେଜି […]

ଆଜି ହେଉଛି କାର୍ଗିଲ ବିଜୟ ଦିବସ:ବୀରତ୍ୱ ଓ ବଳିଦାନକୁ ମନେ ପକାଇଛି ସାରା ଦେଶ

ନୂଆଦିଲ୍ଲୀ : ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ । ପ୍ରତିବର୍ଷ ଜୁଲାଇ ୨୬ ତାରିଖକୁ ଦେଶବ୍ୟାପୀ ‘କାରଗିଲ ବିଜୟ ଦିବସ’ ଭାବରେ ଅତ୍ୟନ୍ତ ଗର୍ବ ଓ ସମ୍ମାନର ସହିତ ପାଳନ […]

ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେବା ପରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଦିଆଯାଇଛି। ଯୋଶୀ ଏବେ ଖାଦ୍ୟ ଓ ଉପଭୋକ୍ତା […]

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା: ‘ଗଣତନ୍ତ୍ରର ବିଜୟ’ ବୋଲି ଦାବି କଲା ସିଜେପି

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦରୁ ଇସ୍ତଫା ଦେବା ଥିଲା CJP ନେତୃତ୍ୱରେ ଚାଲିଥିବା ଛାତ୍ର ଆନ୍ଦୋଳନର ଏକ ପ୍ରମୁଖ ଦାବି । ଏହି ଇସ୍ତଫାକୁ ସଙ୍ଗଠନ ‘ଗଣତନ୍ତ୍ରର ବିଜୟ’ ବୋଲି ଅଭିହିତ […]

ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ଦେଶରେ ଛାତ୍ରଛାତ୍ରୀଙ୍କ ବଡଧରଣର ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ପଠାଇବା ସହ ସୋସିଆଲ […]

NEET ପେପର ଲିକ୍ ନେଇ କାର୍ଯ୍ୟାନୁଷ୍ଠାନ: ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କଲା NTA

ନୂଆଦିଲ୍ଲୀ : NEET ପେପର ଲିକ୍ ଘଟଣାରେ NTA ଶୁକ୍ରବାର ଦିନ ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଦେଇଛି। ଏହି ଅଧିକାରୀମାନଙ୍କ ମଧ୍ୟରୁ କେତେଜଣଙ୍କ ବିରୋଧରେ ଆଇନଗତ ଏବଂ ଫୌଜଦାରୀ କାର୍ଯ୍ୟାନୁଷ୍ଠାନ ମଧ୍ୟ […]

ପେପର୍ ଲିକ୍ ଅଭିଯୁକ୍ତଙ୍କ ପାଇଁ କଠୋର ଶାସ୍ତି: ୧୦ ବର୍ଷ ଜେଲ୍ ଓ ୧୦ କୋଟି ଜୋରିମାନା

ନୂଆଦିଲ୍ଲୀ: ପ୍ରଶ୍ନପତ୍ର ଲିକ୍ ବିବାଦ ଏବଂ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଜାରି ଭିତରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ କମିଟି ଅନ୍ ସିକ୍ୟୁରିଟି ଓ କ୍ୟାବିନେଟ୍ କମିଟି ଅନ୍ ଇକୋନମିକ୍ ଆଫେୟର୍ସର ବୈଠକ […]

ସିଜେପି ପ୍ରଦର୍ଶନ ମାମଲା: ଭ୍ରାନ୍ତ ଖବରକୁ ସିଜେଆଇଙ୍କ କଡ଼ା ନିନ୍ଦା

ନୂଆଦିଲ୍ଲୀ: କକରୋଚ୍ ଜନତା ପାର୍ଟିର ପ୍ରଦର୍ଶନକାରୀଙ୍କ ଉପରେ ପୁଲିସର କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଶୁଣାଣି କରିବାକୁ ମନା କରିଦେଇଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ ତୀବ୍ର […]