ହୋର୍ମୁଜ୍ ପ୍ରଣାଳୀରେ ଭାରତୀୟ ନାବିକଙ୍କ ମୃତ୍ୟୁ: ଆକ୍ସନ ମୋଡ୍‌ରେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଇରାନର ହୋର୍ମୁଜ୍ ପ୍ରଣାଳୀରେ ମର୍ଚ୍ଚାଣ୍ଟ ଶିପ୍ ଆରବ ଏମିରେଟ୍ସ (UAE)ର ତେଲ ଟ୍ୟାଙ୍କର ଉପରେ ହୋଇଥିବା ଆକ୍ରମଣରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ଘଟିବା ପରେ ଭାରତ ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ […]

ଲର୍ଡସରେ ଇଂଲଣ୍ଡକୁ ହରାଇ ଇତିହାସ ରଚିଲା ଭାରତୀୟ ମହିଳା କ୍ରିକେଟ ଟିମ୍

ନୂଆଦିଲ୍ଲୀ: ଲର୍ଡସରେ ଖେଳା ଯାଇଥିବା ମହିଳା ଟେଷ୍ଟ ରେ ଘରୋଇ ଇଂଲଣ୍ଡକୁ ୨୭୦ ରନରେ ହରାଇ ନୂଆ ଇତିହାସ ରଚିଛି ଭାରତୀୟ ମହିଳା କ୍ରିକେଟ ଟିମ l ଲର୍ଡସ ମୈଦାନରେ ୧୮୮୪ ମସିହାରେ ପ୍ରଥମ […]

ରାମ ମନ୍ଦିର ଦାନ ବିବାଦ: ଏସଆଇଟି ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଜି ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ମାମଲାରେ ଶୁଣାଣି ସମୟରେ ସୁପ୍ରିମକୋର୍ଟ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ନୋଟିସ ଜାରି କରିଛନ୍ତି ଏବଂ ଏସଆଇଟି ଠାରୁ ଏହାର ତଦନ୍ତ ଉପରେ […]

୧୭ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ, CSK ପଦ ଛାଡ଼ିଲେ ଷ୍ଟିଫେନ୍ ଫ୍ଲେମିଙ୍ଗ୍

ଚେନ୍ନାଇ: ଚେନ୍ନାଇ ସୁପର କିଙ୍ଗସ ଦଳର ମୁଖ୍ୟ କୋଚ୍ ଷ୍ଟିଫେନ୍ ଫ୍ଲେମିଙ୍ଗ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଆଇପିଏଲ୍ ୨୦୨୬ ସିଜନ୍‌ରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନରେ ଫ୍ଲେମିଙ୍ଗ୍‌ ଏହି ପଦକ୍ଷେପ ନେଇଛନ୍ତି । CSK […]

କୁୱେତ, ବାହାରିନ ଓ ଜୋର୍ଡାନ ସ୍ଥିତ ଆମେରିକା ଘାଟି ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ: ଆମେରିକା ପକ୍ଷରୁ ଇରାନର ୫ଟି ପ୍ରଦେଶ ଉପରେ ଏକକାଳୀନ ଆକ୍ରମଣ କରାଯିବା ପରେ, ଏବେ ତେହେରାନ ପକ୍ଷରୁ ଏହାର ପ୍ରତିଶୋଧ ନିଆଯାଇଛି। ଆଜି ଇରାନ ତିନୋଟି ଦେଶରେ ଥିବା ଆମେରିକୀୟ ସାମରିକ ଘାଟିକୁ […]

ନୂଆ ଭୋଟର ରେଜିଷ୍ଟ୍ରେସନ ପାଇଁ ନୂଆ ନିୟମ

ନୂଆଦିଲ୍ଲୀ: ନୂଆ ଭୋଟରଙ୍କ ଲାଗି ନିର୍ବାଚନ ଆୟୋଗ ଅନଲାଇନ ରେଜିଷ୍ଟ୍ରେସନ ପ୍ରକ୍ରିୟାରେ ନୂଆ ନିୟମ ଲାଗୁ କରିଛନ୍ତି। ଏବେ ଫର୍ମ-୬ ପୂରଣ କରୁଥିବା ଆବେଦନକାରୀଙ୍କୁ ନିଜ ପିତାମାତଙ୍କ ଏସଆଇଆର ସମ୍ପର୍କିତ ସୂଚନା ମଧ୍ୟ ଦେବାକୁ […]

ଫିନଲ୍ୟାଣ୍ଡରେ ନିଖୋଜ ଭାରତୀୟ ଛାତ୍ରଙ୍କ ମୃତଦେହ ସମୁଦ୍ରରୁ ଉଦ୍ଧାର

ହାଇଦ୍ରାବାଦ: ଫିନଲ୍ୟାଣ୍ଡରେ ଜଣେ ୧୮ ବର୍ଷୀୟ ନିଖୋଜ ଭାରତୀୟ ଛାତ୍ରଙ୍କ ମୃତଦେହ ସମୁଦ୍ରରୁ ଉଦ୍ଧାର ହୋଇଛି | ମୃତ ଛାତ୍ର ହାଇଦ୍ରାବାଦର ମନିଦୀପ୍‌ ରେଡ୍ଡୀ ବୋଲି ଜଣାପଡ଼ିଛି। ତାଙ୍କୁ ଶେଷ ଥର ପାଇଁ ମେ […]

ଟ୍ରମ୍ପଙ୍କ ବଡ଼ ଚେତାବନୀ: ମୋତେ କିଛି ହେଲେ ଇରାନର ପରିଣାମ ଭୟଙ୍କର ହେବ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ନିଜ ଜୀବନ ପ୍ରତି ଥିବା ବିପଦ ସମ୍ପର୍କରେ ଆଶଙ୍କା ପ୍ରକଟ କରିବା ସହ ଇରାନକୁ ଶକ୍ତ ଚେତାବନୀ ଦେଇଛନ୍ତି। ଶୁକ୍ରବାର ଏକ ବୟାନରେ ଟ୍ରମ୍ପ […]

ଜାମିନ ରେ ଆସିଥିବା ଅଭିଯୁକ୍ତ ୬ ଜଣଙ୍କୁ କଲା ନିର୍ମମ ହତ୍ୟା

ତେଲେଙ୍ଗନା: ଜାମିନରେ ଆସିଥିବା ଜଣେ ୩୫ ବର୍ଷୀୟ ବ୍ୟକ୍ତି ନିଜ ପତ୍ନୀ ଏବଂ ଦୁଇ ନାବାଳକ ପୁଅଙ୍କୁ ହତ୍ୟା କରିବା ପରେ ତାଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା ଜଣେ ନାବାଳିକା ଓ […]

ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ ପାଇଁ ମାର୍ଗଦର୍ଶିକା ଜାରିକଲା କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ (MHA) ଏକ ନୂତନ ସର୍କୁଲାର ଜାରି କରି ସମସ୍ତ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଏବଂ କେନ୍ଦ୍ର ସରକାରଙ୍କ ସମସ୍ତ ବିଭାଗକୁ ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ […]