ପୋଲିସ ଜାଲରେ ଦୁର୍ଦ୍ଦାନ୍ତ ମାଓନେତା ଅସୀମ ମଣ୍ଡଳ

ନୂଆଦିଲ୍ଲୀ: ଦୀର୍ଘ ଦିନ ଧରି ପୋଲିସକୁ ଚକମା ଦେଇ ଆସୁଥିବା ଓଡ଼ିଶା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଟପ୍ କ୍ୟାଡର ମାଓବାଦୀ ଅସୀମ ମଣ୍ଡଳ ଓରଫ୍ ଆକାଶ ଶେଷରେ ପୋଲିସ ଜାଲରେ ପଡ଼ିଛନ୍ତି। ପୂର୍ବ ମେଦିନୀପୁର […]

ଆଇପିଏସ୍ ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ ବିଏସଏଫ୍ ଆଇଜି ଦାୟିତ୍ୱ

ନୂଆଦିଲ୍ଲୀ: ଆଇପିଏସ୍ ଅମିତେନ୍ଦ୍ର ନାଥ ସିହ୍ନା ସିଆରପିଏଫ ଆଇଜି ଥିବା ବେଳେ ତାଙ୍କୁୁ ବିଏସଏଫ୍ ଆଇଜି ଭାବେ ନିଯୁକ୍ତି ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି କରାଯାଇଛି। ଏହି […]

TMC ର ନାମ ଏବଂ ଚିହ୍ନର ବ୍ୟବହାର ଉପରେ ରୋକ ଲଗାଇଲେ ଇସି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ରେ ଚାଲିଥିବା ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ଦଳର ଦୁଇ ପ୍ରତିଦ୍ୱନ୍ଦ୍ୱୀ […]

DGP ମାମଲାରେ ଶୁଣାଣି ପୁଣି ଘୁଞ୍ଚଲା, ପରବର୍ତ୍ତୀ ଶୁଣାଣି ୨୨ ରେ

ନୂଆଦିଲ୍ଲୀ: DGP ମାମଲାରେ ଶୁଣାଣି ପୁଣି ଘୁଞ୍ଚଲା | ଆସନ୍ତା ୨୨ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ […]

‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ

ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ‘ଯଶୋଭୂମି’ଠାରେ ଅନୁଷ୍ଠିତ ଗ୍ଲୋବାଲ୍ ଇଭେଣ୍ଟ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେପ୍ଟେମ୍ବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ତିନିଦିନିଆ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମରେ […]

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୬ତମ ଜନ୍ମଦିନ:ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଦୃଢ଼ ସଂକଳ୍ପ ଓ ନିରନ୍ତର କର୍ମଯୋଗର ପ୍ରତୀକ ନରେନ୍ଦ୍ର ମୋଦ ନିଜ ଜୀବନର ୭୬ତମ ବର୍ଷରେ ପଦାର୍ପଣ କରିଛନ୍ତି । ‘ସବକା ସାଥ୍, ସବକା […]

ଅନନ୍ତ ନାଗଙ୍କୁ ମିଳିବ ଦାଦାସାହେବ ଫାଲକେ ଆୱାର୍ଡ:ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ: ଭାରତୀୟ ସିନେମା ଜଗତରେ ଉଲ୍ଲେଖନୀୟ ଓ ଅତୁଳନୀୟ ଯୋଗଦାନ ପାଇଁ ପ୍ରତିବର୍ଷ ଜଣେ ବିଶିଷ୍ଟ କଳାକାରଙ୍କୁ ‘ଦାଦାସାହେବ ଫାଲକେ ପୁରସ୍କାର’ରେ ସମ୍ମାନିତ କରାଯାଇଥାଏ। ଏହାକୁ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ଭାବେ ଗ୍ରହଣ […]

ନୂଆ ସେନ୍ସର ବୋର୍ଡ ଗଠନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ନୂଆ ସେନ୍ସର ବୋର୍ଡ ଗଠନ କରିଛନ୍ତି କେନ୍ଦ୍ର ସରକାର lଏହାର କାର୍ଯ୍ୟକାଳ ତିନି ବର୍ଷ କିମ୍ବା ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ରହିବ । ନୂତନ ସିବିଏଫସି ବୋର୍ଡରେ ଚଳଚ୍ଚିତ୍ର, ଟେଲିଭିଜନ, ସଙ୍ଗୀତ, ସାହିତ୍ୟ […]

ସାଧାରଣ ଗ୍ରାହକଙ୍କ ପାଇଁ UPI ରହିବ ସମ୍ପୂର୍ଣ୍ଣ ମାଗଣା

ନୂଆଦିଲ୍ଲୀ: ଭାରତରେ ୟୁପିଆଇ (UPI) ଟ୍ରାଞ୍ଜାକ୍ସନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସାଧାରଣ ଗ୍ରାହକଙ୍କ ପାଇଁ UPI ସମ୍ପୂର୍ଣ୍ଣ ମାଗଣା ରହିବ, ତେବେ ୨,୦୦୦ ଟଙ୍କାରୁ ଅଧିକ କାରବାର ଉପରେ ବ୍ୟବସାୟୀଙ୍କୁ […]

₹୭୦ କୋଟିର ଜାଲ୍‌ ମୁଦ୍ରା କାରବାର ଠାବ, ମୁଖ୍ୟ ଅଭିଯୁକ୍ତ ସହ ୫ ଜଣ ଗିରଫ

ସହାରନପୁର: ଉତ୍ତର ପ୍ରଦେଶର ସହାରନପୁର ପୋଲିସ ପ୍ରାୟ ୭୦ କୋଟି ଟଙ୍କାର ଜାଲ୍‌‌ ୨୦ ଟଙ୍କିଆ ମୁଦ୍ରା କାରବାର କରୁଥିବା ଏକ ଆନ୍ତଃରାଜ୍ୟ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ପୁଲିସ ଏହି ମାମଲାରେ ମୁଖ୍ୟ […]