ବଢିବ ଲୋକସଭା ଆସନ ସଂଖ୍ୟା

ନୂଆଦିଲ୍ଲୀ: ଲୋକସଭା ଆସନ ସଂଖ୍ୟାକୁ ବର୍ତ୍ତମାନର ୫୪୩ ରୁ ୮୫୦କୁ ବୃଦ୍ଧି କରିବା ପାଇଁ ଏକ ପ୍ରସ୍ତାବିତ ବିଲ୍ ଆସିବାକୁ ଯାଉଛି।ସରକାର ସାଂସଦମାନଙ୍କ ସହ ଏହି ଡ୍ରାଫ୍ଟ ବିଲ୍ ସେୟାର କରିଛନ୍ତି। ଏହି ନୂତନ […]

ଛତିଶଗଡ଼ ବେଦାନ୍ତ ପାୱାର ପ୍ଲାଣ୍ଟରେ ବଡ଼ ଅଘଟଣ; ଫାଟିଲା ବଏଲର, 10 ଶ୍ରମିକ ମୃତ

ଛତିଶଗଡ଼:ଛତିଶଗଡ଼ ଶକ୍ତି ଜିଲ୍ଲାରେ ଥିବା ବେଦାନ୍ତ ପାୱାର ପ୍ଲାଣ୍ଟରେ ମଙ୍ଗଳବାର ଘଟିଛି ବଡ଼ ଅଘଟଣ । ବଏଲର ଫାଟି 10 ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି ।ସେମାନଙ୍କୁ ଉଦ୍ଧାର କରି […]

ସମ୍ରାଟ ଚୌଧୁରୀ ବିହାରର ନୂଆ ମୁଖ୍ୟମନ୍ତ୍ରୀ

ବିହାର: ସବୁ କଳ୍ପନା ଜଳ୍ପନା ପରେ ସମ୍ରାଟ ଚୌଧୁରୀଙ୍କ ନାରେ ମୋହର ବାଜିଛି । ସେ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ । ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାରଙ୍କୁ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦିଆଯିବା […]

ହର୍ମୁଜରେ ନାକାବନ୍ଦୀ କଲା ଆମେରିକା ସୈନ୍ୟ

ୱାସିଂଟନ: ଇରାନର ସମସ୍ତ ବନ୍ଦର ଓ ତଟବର୍ତ୍ତୀ କ୍ଷେତ୍ରରେ ନାକାବନ୍ଦୀ ଲାଗୁ କରିଛି ଆମେରିକା ସୈନ୍ୟ । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶକ୍ରମେ ଆମେରିକା ସେନା ଏହି ପଦକ୍ଷେପ ନେଇଛି। ଆମେରିକାର ସେଣ୍ଟ୍ରାଲ କମାଣ୍ଡ […]

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର କୁମାର ବୋଷ ଆନୁଷ୍ଠାନିକ ଭାବେ ତୃଣମୂଳ କଂଗ୍ରେସ (ଟିଏମସି)ରେ ଯୋଗ […]

ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ପରଲୋକରେ ବଲିଉଡର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ। ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆସନ୍ତାକାଲି ଅପରାହ୍ନ […]

ଘରୋଇ କ୍ଲିନିକ୍‌ରେ ଚିକିତ୍ସା କରିପାରିବେନି ସରକାରୀ ଡାକ୍ତର

ବିହାର: ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ଉନ୍ନତ କରିବା ପାଇଁ ଏକ ନୂତନ ପଦକ୍ଷେପ ନେଇଛନ୍ତି ବିହାର ସରକାର । ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତରମାନେ ଆଉ ଘରୋଇ ହସ୍ପିଟାଲରେ […]

ଇସଲାମାବାଦରେ ଯୁଦ୍ଧବିରତି ନେଇ ଆଲୋଚନା କଲେ ଇରାନ ଓ ଆମେରିକା

ଇସଲାମାବାଦ: ଶନିବାର ବିଳମ୍ବିତ ରାତିରେ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଏବଂ ଉତ୍ତେଜନା ହ୍ରାସ ପାଇଁ ପ୍ରଥମ ପର୍ଯ୍ୟାୟ ଆଲୋଚନା ହୋଇଛି। ଇରାନ ସରକାର ଟ୍ୱିଟରରେ ପୋଷ୍ଟ କରିଛନ୍ତି ଯେ ପାକିସ୍ତାନ […]

ସଂସଦ ଭବନ ପରିସରରେ ରାହୁଲଙ୍କୁ ଭେଟିଲେ ପିଏମ ମୋଦୀ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚାର ବିଷୟ ପାଲଟିଛି । ଆଜି ଯେତେବେଳେ ପିଏମ ମୋଦୀ ସମାଜ ସୁଧାରକ ମହାତ୍ମା […]

ପଶ୍ଚିମବଙ୍ଗ ନିର୍ବାଚନ 2026 ପାଇଁ ବିଜେପି ପ୍ରକାଶ କଲା ‘ସଂକଳ୍ପ ପତ୍ର’ ଶୀର୍ଷକ ଇସ୍ତାହାର

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବିଜେପି ଶୁକ୍ରବାର ଦିନ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ଅନୁପ୍ରବେଶ ବନ୍ଦ କରିବା, ସମାନ ନାଗରିକ ସଂହିତା ଲାଗୁ କରିବା ଏବଂ ଦଳ ନିର୍ବାଚନ ଲଢ଼ି […]