ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

ନୂଆଦିଲ୍ଲୀ: ଟି ୨୦ ବିଶ୍ଵକପର ସୁପର-୮ ରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୭୬ ରନରେ ପରାସ୍ତ ହୋଇଛି। ରବିବାର ସୁପର-୮ ପର୍ଯ୍ୟାୟର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ଭାରତକୁ ୧୮୮ […]

ପାକ୍ସ ସିଲିକା ଆଲାଏନ୍ସ ସହ ଯୋଡ଼ି ହେଲା ଭାରତ

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ଚାଲିଥିବା ଏଆଇ ଇମ୍ପାକ୍ଟ ସମ୍ମିଳନୀର ଅନ୍ତିମ ଦିବସରେ ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ଆଲାଏନ୍ସ ସହିତ ଯୋଡ଼ି ହୋଇଛି । ଏ ନେଇ ଆଜି ଚୁକ୍ତି ସ୍ୱାକ୍ଷରିତ ହୋଇଥିବାର […]

ବିନୋଦ ଜାଖଡ଼ ହେଲେ ଏନଏସୟୁଆଇ ରାଷ୍ଟ୍ରୀୟ ଅଧ୍ୟକ୍ଷ

ନୂଆଦିଲ୍ଲୀ: ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଗଠନର ଅଧ୍ୟକ୍ଷ ହୋଇଛନ୍ତି ବିନୋଦ ଜାଖଡ଼ । ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏମଏସୟୁଆଇର ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି । ଦଳର ମହାସଚିବ କେସି ବେଣୁ ଗୋପାଳ […]

ଭାରତ AI ସମ୍ମିଳନୀକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ରାଜଧାନୀ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬’ରେ ଉଦବୋଧନ ଦେଇଛନ୍ତି। ଭାରତ AI ସମ୍ମିଳନୀକୁ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି […]

ଥାଇଲାଣ୍ଡରେ ଫସିରହିବା ୬ ଓଡ଼ିଆ ଶ୍ରମିକ ଉଦ୍ଧାର ପାଇଁ ବୈଦଶିକ ମନ୍ତ୍ରାଳୟକୁ ଚିଠି

ଭୁବନେଶ୍ୱର: ଥାଇଲାଣ୍ଡରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି । ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ବୈଦଶିକ ମନ୍ତ୍ରାଳୟକୁ ଚିଠି ଲେଖି ଅବଗତ କରାଯାଇଛି । […]

ବାଂଲାଦେଶ ହିଂସାରେ ହିନ୍ଦୁ ପୋଲିସକର୍ମୀଙ୍କ ମୃତ୍ୟୁ ଘଟଣାର ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ହିନ୍ଦୁ ପୋଲିସକର୍ମୀଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ବାଂଲାଦେଶୀ ନାଗରିକଙ୍କୁ ମହଦି ଅହମ୍ମଦ ରେଜା ହାସନ ବୋଲି ଚିହ୍ନଟ କରାଯାଇଛି। ଅଧିକାରୀଙ୍କ ଅନୁଯାୟୀ ସେ ଭାରତ ଦେଇ ଫିନଲ୍ୟାଣ୍ଡ ପଳାଇବାକୁ ଚେଷ୍ଟା କରୁଥିଲେ। ଇମିଗ୍ରେସନ […]

ପ୍ରକାଶ ପାଇଲା JEE ମେନ ୨୦୨୬ ରେଜଲ୍ଟ

ନୂଆଦିଲ୍ଲୀ: ସୋମବାର ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) JEE ମେନ୍ ୨୦୨୬ ସେସନ୍ ୧ ଫଳାଫଳ ପ୍ରକାଶ କରିଛି। ପେପର୍ ୧ (BE/BTech) ପାଇଁ ପରୀକ୍ଷା ଦେଇଥିବା ପ୍ରାର୍ଥୀ ମାନେ ଏବେ ଅଫିସିଆଲ୍ ୱେବସାଇଟ୍: […]

ସାବରିମାଳା ମନ୍ଦିରରେ ମହିଳାଙ୍କ ପ୍ରବେଶକୁ ନେଇ, ସୁପ୍ରିମକୋର୍ଟଙ୍କ ୯ ଜଣିଆ ସମ୍ବିଧାନ ଖଣ୍ଡପୀଠ ଗଠନ

ନୂଆଦିଲ୍ଲୀ: କେରଳର ସାବରିମାଳା ମନ୍ଦିରରେ ମହିଳାଙ୍କ ପ୍ରବେଶ ମାମଲାର ଶୁଣାଣି ପାଇଁ ଆଜି ସୁପ୍ରିମକୋର୍ଟ ଏକ ୯ ଜଣିଆ ସମ୍ବିଧାନ ଖଣ୍ଡପୀଠ ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ଏପ୍ରିଲ ୭ରେ ଏହି ମାମଲାର ଶୁଣାଣି […]

ଦିଲ୍ଲୀ ହାଇକୋର୍ଟରେ ରାଜପାଲ ଯାଦବଙ୍କ ଜାମିନ ମଞ୍ଜୁର

ନୂଆଦିଲ୍ଲୀ: ରାଜପାଲ ଯାଦବଙ୍କୁ ମିଳିଲା ଜାମିନ । କୋର୍ଟ ତାଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି, କିନ୍ତୁ ଏକ ସର୍ତ୍ତ ସହିତ। ହାଇକୋର୍ଟ ରାଜପାଲ ଯାଦବଙ୍କ ଓକିଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ୧.୫ କୋଟି […]

ରାସାୟନିକ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ୮ ଜୀବନ୍ତ ଦଗ୍ଧ

ରାଜସ୍ଥାନ: ଏକ ରାସାୟନିକ କାରଖାନାରେ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି ରାଜସ୍ଥାନର ଭିୱାଡିରେ। ଖବର ପାଇ ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ ଆରମ୍ଭ କରିଥିଲେ । […]