ନୂତନ ସିଡିଏସ୍ ହେଲେ ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣି

ନୂଆଦିଲ୍ଲୀ: ଭାରତ ସରକାର ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ଦେଶର ପରବର୍ତ୍ତୀ ପ୍ରତିରକ୍ଷା କର୍ମଚାରୀ ମୁଖ୍ୟ ବା ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (CDS) ଭାବରେ ନିଯୁକ୍ତ କରିଛନ୍ତି। ସେ ବର୍ତ୍ତମାନର […]

ପଶ୍ଚିମବଙ୍ଗରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଶୁଭେନ୍ଦୁ ଅଧିକାରୀ । ବିଶ୍ୱ କବି ରବୀନ୍ଦ୍ରନାଥ ଟାଗୋରଙ୍କ ଜନ୍ମବାର୍ଷିକୀରେ ବିଜେପି ବଙ୍ଗଳାରେ ଏକ ନୂତନ ସରକାର ଗଠନ କରିଛି । […]

ଶୁଭେନ୍ଦୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୁଭେଚ୍ଛା

କୋଲକାତା: ପଶ୍ଚିମବଙ୍ଗରେ ବିଜେପି ସରକାର ଗଢ଼ିବା ପରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମଧ୍ୟରେ ସମ୍ପର୍କ ଆହୁରି ସୁଦୃଢ଼ ହେବ । ମୁଖ୍ୟମନ୍ତ୍ରୀ ମାଝୀ ନବ ନର୍ବାଚିତ ବିଧାୟକ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଶୁଭେଚ୍ଛା […]

TVKକୁ ସମର୍ଥନ ଦେଲେ ୩ ଦଳ, ବିଜୟ ଗଢିବେ ସରକାର

ନୂଆଦିଲ୍ଲୀ: ଶେଷରେ ବିଜୟଙ୍କୁ ମିଳିଛି ସମର୍ଥନ। ଏବେ ବିଜୟଙ୍କ ଟିଭିକେ ହିଁ ତାମିଲନାଡୁରେ ସରକାର ଗଢ଼ିବା ନେଇ ସ୍ପଷ୍ଟ ହୋଇଛି । ଗଣମାଧ୍ୟମର ସୂଚନା ଅନୁସାରେ ଆଜି, ସିପିଏମ, ସିପିଆଇ ଏବଂ ଭିସିକେ ଥାଲାପତି […]

ଓଡ଼ିଶା ଉପକୂଳରେ ‘ତାରା’ର ସଫଳ ପରୀକ୍ଷଣ

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ଗ୍ଲାଇଡ୍ ୱେପନ୍ ସିଷ୍ଟମ ‘ତାରା’ର ସଫଳ ପରୀକ୍ଷଣ କରାଯାଇଛି । ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆଉ ଏକ ବଡ଼ ସଫଳତା ହାସଲ କରିଛି । […]

୪୮ ଘଣ୍ଟା ମଧ୍ୟରେ ୩୬ଟି ଏନକାଉଣ୍ଟର ୩ ଅପରାଧୀ ନିହତ: ଉତ୍ତରପ୍ରଦେଶ

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ପୋଲିସ ଶୂନ୍ୟ ସହନଶୀଳତା ନୀତି ଆରମ୍ଭ କରିଛି। ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସକୁ ଅପରାଧ ବିରୋଧରେ ଶୂନ୍ୟ ସହନଶୀଳତା ନୀତି କାର୍ଯ୍ୟକାରୀ […]

ମନ୍ତ୍ରୀ ଭାବେ ଶପଥ ନେଲେ ନିଶାନ୍ତ କୁମାର ଓ ଅନ୍ୟ ନେତୃବୃନ୍ଦ

ନୂଆଦିଲ୍ଲୀ: ଆଜି ବିହାର କ୍ୟାବିନେଟର ସମ୍ପ୍ରସାରଣ କରାଯାଇଥିବା ବେଳେ ଏଥିରେ ଅନେକ ନୂଆ ଚେହେରାଙ୍କୁ ସାମିଲ କରାଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ମନ୍ତ୍ରୀ […]

ସୋହରାବୁଦ୍ଦୀନ ଏନକାଉଣ୍ଟର ମାମଲା, ନିର୍ଦ୍ଦୋଷରେ ଖଲାସ ହେଲେ ୨୨ ଅଭିଯୁକ୍ତ

ମୁମ୍ବାଇ: ଭାରତରେ ସବୁଠୁ ବଡ ଚର୍ଚ୍ଚିତ ଏନକାଉଣ୍ଟର ମାମଲା ମଧ୍ୟରୁ ସୋହରାବୁଦ୍ଦୀନ ମାମଲା ପୂରା ଦେଶରେ ଚର୍ଚ୍ଚିତ ବିଷୟ ପାଲଟିଥିଲା । ବମ୍ବେ ହାଇକୋର୍ଟ ଗୁଜରାଟର ବହୁ ଚର୍ଚ୍ଚିତ ସୋହରାବୁଦ୍ଦୀନ ଶେଖ ଏନକାଉଣ୍ଟର ମାମଲାରେ […]

ଅଷ୍ଟ୍ରେଲିଆ ସହ ଭାରତ ଖେଳିବ ଟେଷ୍ଟ ମ୍ୟାଚ; ବିସିସିଆଇ

ନୂଆଦିଲ୍ଲୀ: ବିସିସିଆଇ ବୁଧବାର ଭାରତୀୟ ସିନିଅର ମହିଳା ଦଳ, ଇଣ୍ଡିଆ-ଏ (ପୁରୁଷ ଓ ମହିଳା) ଏବଂ ଇଣ୍ଡିଆ ଅଣ୍ଡର ୧୯ (ପୁରୁଷ ଓ ମହିଳା) ଦଳ ପାଇଁ ମ୍ୟାଚ ଫିକ୍ସଚର ପ୍ରକାଶ କରିଛି । […]

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଙ୍କୁ ଗୁଳି କରି ହତ୍ୟା

ପଶ୍ଚିମବଙ୍ଗ: ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା କରାଯାଇଛି । କୋଲକାତାର ମାଧ୍ୟମ ଗ୍ରାମରେ ଏହି ଘଟଣା ଘଟିଛି । ପ୍ରାଣ ହରାଇଥିବା ବ୍ୟକ୍ତିଗତ ସହାୟକ ହେଲେ ଚନ୍ଦ୍ରକାନ୍ତ ରଥ […]