ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଏକ ଆବେଦନରେ ଦାବି କରାଯାଇଥିଲା ଯେ, ଭୋଟ୍କୁ ବାଧ୍ୟତାମୂଳକ କରାଯାଉ। ଯେଉଁମାନେ ଜାଣିଶୁଣି ଭୋଟ୍ ଦେଉ ନାହାନ୍ତି ସେମାନଙ୍କ ଉପରେ ଦଣ୍ଡ ବ୍ୟବସ୍ଥା ଲାଗୁ କରାଯାଉ। ଏପରି ବ୍ୟକ୍ତିମାନଙ୍କୁ ସରକାରୀ ସୁବିଧାରୁ […]
Category: ଦେଶ
ଆନ୍ଧ୍ରପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଧାରେ ରହିଲା ଦେବ ଦର୍ଶନ
ନୂଆଦିଲ୍ଲୀ: ଠାକୁର ଦର୍ଶନ ପାଇଁ ଯାଉଥିବା ବେଳେ ବାଟରେ ଜଗିଥିଲା ଯମ। ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲା ଚିଲାକାଲାଡୋନାରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ […]
ମହିଳାଙ୍କୁ ୨୭୨, ପ୍ରତି ରାଜ୍ୟରେ ୫୦ ପ୍ରତିଶତ ଆସନ ବୃଦ୍ଧି: କେନ୍ଦ୍ର ସରକାର
ନୂଆଦିଲ୍ଲୀ: ତାମିଲନାଡୁ, କେରଳ, କର୍ଣ୍ଣାଟକ ସମେତ ଦକ୍ଷିଣ ଭାରତର ଅନେକ ରାଜ୍ୟରେ ସୀମା ନିର୍ଦ୍ଧାରଣକୁ ନେଇ ଘୋର ଆପତ୍ତି ପ୍ରକାଶ ପାଇଛି । ଏହାକୁ ନେଇ ଦକ୍ଷିଣ ଭାରତର ସମସ୍ତ ରାଜ୍ୟ ସରକାର ଓ […]
ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ; ବିଜେନ୍ଦ୍ର ଓ ବିଜୟ ହେଲେ ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଘଟିଛି। ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ସମ୍ରାଟ ଚୌଧୁରୀ ବିହାରର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ସେ ବିହାରରେ ବିଜେପିର ପ୍ରଥମ […]
ମୋଦୀଙ୍କ ସହ ୪୦ ମିନିଟ୍ ଫୋନ ରେ ଆଲୋଚନା କଲେ ଟ୍ରମ୍ପ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଉଭୟଙ୍କ ମଧ୍ୟରେ ଦୀର୍ଘ ୪୦ ମିନିଟ୍ ଧରି ଆଲୋଚନା ହୋଇଛି । ଏହା ପରେ ମୋଦି […]
ବଢିବ ଲୋକସଭା ଆସନ ସଂଖ୍ୟା
ନୂଆଦିଲ୍ଲୀ: ଲୋକସଭା ଆସନ ସଂଖ୍ୟାକୁ ବର୍ତ୍ତମାନର ୫୪୩ ରୁ ୮୫୦କୁ ବୃଦ୍ଧି କରିବା ପାଇଁ ଏକ ପ୍ରସ୍ତାବିତ ବିଲ୍ ଆସିବାକୁ ଯାଉଛି।ସରକାର ସାଂସଦମାନଙ୍କ ସହ ଏହି ଡ୍ରାଫ୍ଟ ବିଲ୍ ସେୟାର କରିଛନ୍ତି। ଏହି ନୂତନ […]
ଛତିଶଗଡ଼ ବେଦାନ୍ତ ପାୱାର ପ୍ଲାଣ୍ଟରେ ବଡ଼ ଅଘଟଣ; ଫାଟିଲା ବଏଲର, 10 ଶ୍ରମିକ ମୃତ
ଛତିଶଗଡ଼:ଛତିଶଗଡ଼ ଶକ୍ତି ଜିଲ୍ଲାରେ ଥିବା ବେଦାନ୍ତ ପାୱାର ପ୍ଲାଣ୍ଟରେ ମଙ୍ଗଳବାର ଘଟିଛି ବଡ଼ ଅଘଟଣ । ବଏଲର ଫାଟି 10 ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି ।ସେମାନଙ୍କୁ ଉଦ୍ଧାର କରି […]
ସମ୍ରାଟ ଚୌଧୁରୀ ବିହାରର ନୂଆ ମୁଖ୍ୟମନ୍ତ୍ରୀ
ବିହାର: ସବୁ କଳ୍ପନା ଜଳ୍ପନା ପରେ ସମ୍ରାଟ ଚୌଧୁରୀଙ୍କ ନାରେ ମୋହର ବାଜିଛି । ସେ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ । ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାରଙ୍କୁ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦିଆଯିବା […]
ହର୍ମୁଜରେ ନାକାବନ୍ଦୀ କଲା ଆମେରିକା ସୈନ୍ୟ
ୱାସିଂଟନ: ଇରାନର ସମସ୍ତ ବନ୍ଦର ଓ ତଟବର୍ତ୍ତୀ କ୍ଷେତ୍ରରେ ନାକାବନ୍ଦୀ ଲାଗୁ କରିଛି ଆମେରିକା ସୈନ୍ୟ । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶକ୍ରମେ ଆମେରିକା ସେନା ଏହି ପଦକ୍ଷେପ ନେଇଛି। ଆମେରିକାର ସେଣ୍ଟ୍ରାଲ କମାଣ୍ଡ […]
ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର କୁମାର ବୋଷ ଆନୁଷ୍ଠାନିକ ଭାବେ ତୃଣମୂଳ କଂଗ୍ରେସ (ଟିଏମସି)ରେ ଯୋଗ […]
