ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଆତ୍ମଘାତୀ ନଥିଲା। ବିସ୍ଫୋରକ ନେଇ ଯାଉଥିବା ସମୟରେ ଭୁଲ୍ ବଶତଃ ବିସ୍ଫୋରଣ ଘଟିଥିଲା ବୋଲି ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଛି। ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇ ସହ ଅନ୍ୟ […]
Category: ଦେଶ
ପତଞ୍ଜଳିକୁ ୭୨ ଘଣ୍ଟା ମଧ୍ୟରେ ସମସ୍ତ ପ୍ଲାଟଫର୍ମରୁ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟ ପତଞ୍ଜଳି ଆୟୁର୍ବେଦକୁ ଅନ୍ୟ ଚ୍ୟବନପ୍ରାଶ ବ୍ରାଣ୍ଡକୁ “ଧୋକା” ବୋଲି ବର୍ଣ୍ଣନା କରୁଥିବା ବିଜ୍ଞାପନ ପ୍ରକାଶନ କିମ୍ବା ପ୍ରସାରଣ କରିବାରୁ ନିଷେଧ କରିଛନ୍ତି। ଏହା ସହିତ ତିନି ଦିନ ମଧ୍ୟରେ ସମସ୍ତ […]
ଏକଜିଟ ପୋଲ ଆକଳନ NDAକୁ ମିଳିପାରେ ବହୁମତ
ବିହାର : ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ୨୪୩ଆସନ ବିଶିଷ୍ଟ ବିହାର ବିଧାନସଭାରେ ପ୍ରଥମ ପର୍ଯ୍ୟାୟରେ ୧୨୧ କ୍ଷେତ୍ରରେ ମତଦାନ ହୋଇଥିବା ବେଳେ ଅନ୍ତିମ […]
ଲାଲକିଲ୍ଲା ନିକଟରେ ବିସ୍ଫୋରଣ: ୧୦ ମୃତ,୧୫ ରୁ ଅଧିକ ଆହତ
ନୂଆଦିଲ୍ଲୀ:ସୋମବାର ସନ୍ଧ୍ୟାରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ଗେଟ୍ ନମ୍ବର ୧ ନିକଟରେ ଏକ i20 କାର୍ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ୧୦ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଲୋକ ଆହତ ହୋଇଛନ୍ତି। […]
ଓଡିଶା ଝିଅକୁ ଆମେରିକାରେ ନିର୍ଯାତନା; ଫେରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କଲେ ଗୁହାରି
ଭୁବନେଶ୍ୱର: ଆମେରିକାରେ ରହୁଥିବା ବାଲେଶ୍ୱରର ଝିଅ ପୂଜା ନାୟକ ଓରଫ (ସେଜଲ ଜୋହନ) (୨୧) ଆମେରିକାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆକୁଳ ନିବେଦନ କରିଛନ୍ତି । ଏକ ଆମେରିକୀୟ ଦମ୍ପତିଙ୍କ ଦ୍ୱାରା ପୋଷ୍ୟକନ୍ୟା ଭାବେ […]
ଗୁଜରାଟରୁ ତିନି ଆତଙ୍କବାଦୀ ଗିରଫ
ଗୁଜୁରାଟ: ଗୁଜରାଟର ଆତଙ୍କବାଦ ନିରୋଧୀ ସ୍କ୍ୱାଡ୍ ଓ କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସୀଗୁଡ଼ିକର ମିଳିତ ଉଦ୍ୟମରେ ୩ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍ଆଇଏସ୍ ସହିତ ଏହି ୩ ଜଣଙ୍କର ସଂପର୍କ ଥିବା […]
୩୨୫ କୋଟି ଟଙ୍କାର GST ଠକେଇ ମାମଲାର ମାଷ୍ଟରମାଇଣ୍ଡ ଚାଟାର୍ଡ ଆକାଉଣ୍ଟାଣ୍ଟ ନୀଲେଶ୍ ଗିରଫ
ଭୁବନେଶ୍ୱର: ଓଡ଼ିଶାର ଛୋଟ ଛୋଟ ବ୍ୟବସାୟୀଙ୍କ ଜିଏସ୍ଟି ନମ୍ବରକୁ ବ୍ୟବହାର କରି ୩୨୫ କୋଟି ଟଙ୍କା ଜିଏସ୍ଟି ଠକେଇ କରିଥିବା ବଡ଼ ରାକେଟ୍ କୁ କେନ୍ଦ୍ରୀୟ ଜିଏସ୍ଟି ଗୁଇନ୍ଦା ବିଭାଗ ଠାବ କରିଛି। ମାଷ୍ଟରମାଇଣ୍ଡ […]
ବିହାରରେ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ
ବିହାର: ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା […]
ଲଞ୍ଚ ହେଲା CMS-03 ସାଟେଲାଇଟ
ନୂଆଦିଲ୍ଲୀ:ଲଞ୍ଚ ହେଲା CMS-03 ସାଟେଲାଇଟ । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଦ୍ବାରା ନିର୍ମିତ ଏହି ସାଟେଲାଇଟ ହେଉଛି ଏକ ଯୋଗାଯୋଗ ଉପଗ୍ରହ(କମ୍ୟୁନିକେସନ ସାଟେଲାଇଟ୍)। ରବିବାର ସନ୍ଧ୍ୟା ୫:୨୬ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ସତୀଶ […]
ଶ୍ରୀକାକୁଲମ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଅଘଟଣ; ୧୦ ଭକ୍ତଙ୍କ ମୃତ୍ୟୁ
ହାଇଦ୍ରାବାଦ: କାସି ବୁଗା ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ହେବାରୁ ଅତି କମରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ରହିଛି। ଏକାଦଶୀ […]
