ରାଜସ୍ଥାନ: ସେପ୍ଟେମ୍ବର ମାସରେ ରାଜସ୍ଥାନ ବିଧାନସଭା ଦ୍ୱାରା ଗୃହୀତ ଧର୍ମାନ୍ତରୀକରଣ ବିରୋଧୀ ଆଇନ ଶୁକ୍ରବାର ଠାରୁ କାର୍ଯ୍ୟକାରୀ ହୋଇଛି। ରାଜ୍ୟ ସରକାରଙ୍କ ଗୃହ ବିଭାଗ ନୂତନ ଧର୍ମାନ୍ତରୀକରଣ ଆଇନର ଏକ ଗେଜେଟ୍ ବିଜ୍ଞପ୍ତି ଜାରି […]
Category: ଦେଶ
ମହିଳା ବିଶ୍ୱକପ୍ :ଫାଇନାଲ ରେ ଭାରତ
ମୁମ୍ବାଇ: ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍ରେ ଭାରତୀୟ ଦଳ ଦ୍ୱିତୀୟ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଭାରତ ୫ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ ପକ୍ଷରୁ […]
NESCO ଗ୍ରାଉଣ୍ଡରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁମ୍ବାଇର NESCO ଗ୍ରାଉଣ୍ଡରେ ଚାଲିଥିବା ଭାରତ ସାମୁଦ୍ରିକ ସପ୍ତାହ ୨୦୨୫ ପାଳନ ଅବସରରେ ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଚମତ୍କାର […]
ଦେଶରେ ସବୁ ପୋଲିସ ପିନ୍ଧିବେ ଗୋଟିଏ ପ୍ରକାର ଖାକି ପୋଷାକ..
ନୂଆଦିଲ୍ଲୀ: ଖୁବଶୀଘ୍ର ଦେଶରେ ‘ଗୋଟିଏ ଦେଶ, ଗୋଟିଏ ପୋଲିସ ୟୁନିଫର୍ମ’ ନୀତି ଲାଗୁ ହେବାର ସମ୍ଭାବନା ରହିଛି । ଏଥିପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସରକାର ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ କେନ୍ଦ୍ର […]
ସଲମାନ ଖାନଙ୍କୁ ଆତଙ୍କବାଦୀ ଘୋଷଣା ଖବର ମିଥ୍ୟା :ପାକ୍ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
ଇସଲାମବାଦ: ବିଗତ କିଛି ଦିନ ହେବ ସଲମାନ ଖାନଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି । ପାକିସ୍ତାନ ତାଙ୍କୁ ଆତଙ୍କବାଦୀ ଘୋଷଣା କରିବା ପରେ ପ୍ରଶଂସକ କ୍ଷୋଭ ପ୍ରକାଶ କରିଛନ୍ତି । ପାକିସ୍ତାନକୁ ସାରା […]
ସାହାରା ଇଣ୍ଡିଆକୁ ସମ୍ପତି ଜବତ ନୋଟିସ ଦେଲା ଇପିଏଫଓ
ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ) ସାହାରା ଇଣ୍ଡିଆ ଗୃପ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଘୋଷଣା କରିଛି । କମ୍ପାନୀ ଦ୍ବାରା ଲକ୍ଷ ଲକ୍ଷ କର୍ମଚାରୀଙ୍କ ପାଇଁ ଜମା କରାଯାଇଥିବା ୧୧୮୦ କୋଟି […]
ଅଷ୍ଟମ ବେତନ ଆୟୋଗକୁ ମିଳିଲା କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି
ନୂଆଦିଲ୍ଲୀ: ଦୀର୍ଘ ମାସର ଅପେକ୍ଷା ପରେ ମଙ୍ଗଳବାର ଅଷ୍ଟମ ବେତନ ଆୟୋଗ ଗଠନ ପାଇଁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି । ଆୟୋଗର ସୁପାରିଶ ଆଧାରରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ବେତନ ଏବଂ ଭତ୍ତା […]
ବିଜେପିର ବଡ଼ କାର୍ଯ୍ୟାନୁଷ୍ଠାନ, ଚାରି ନେତା ଦଳରୁ ବହିଷ୍କୃତ
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ଦଳୀୟ ଶୃଙ୍ଖଳା ଉଲ୍ଲଂଘନ କରିଥିବା ଚାରି ନେତାଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ରହିବା ପାଇଁ ବିଜେପି ଏହି […]
ପରବର୍ତ୍ତୀ ସିଜେଆଇ ଭାବେ ଶପଥ ନେବେ ଜଷ୍ଟିସ ସୂର୍ଯ୍ୟକାନ୍ତ
ନୂଆଦିଲ୍ଲୀ: ଜଷ୍ଟିସ ସୂର୍ଯ୍ୟକାନ୍ତ ନଭେମ୍ବର ୨୪ ତାରିଖରେ ଭାରତର ୫୩ତମ ମୁଖ୍ୟ ବିଚାରପତି (CJI) ଭାବରେ ଶପଥ ଗ୍ରହଣ କରିବେ। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ବି.ଆର. ଗଭାଇ ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ କେନ୍ଦ୍ର […]
ଶ୍ରେୟସ ଆୟର ଆଇସିୟୁରେ ଆଡ୍ମିଟ୍..
ମୁମ୍ବାଇ: ଆଇସିୟୁରେ ଶ୍ରେୟସ ଆୟର। ଟିମ୍ ଇଣ୍ଡିଆ ପାଇଁ ଟେନ୍ସନ। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍ରେ କ୍ୟାଚ୍ ନେବା ସମୟରେ ଶ୍ରେୟସ ଆୟରଙ୍କ ପଞ୍ଜରାରେ ଆଘାତ ଲାଗିଥିଲା। ଏହି ଘଟଣା ପରେ ଏବେ […]
