JSSC-CGL ପରୀକ୍ଷାକୁ ବାତିଲ କଲେ ଝାଡ଼ଖଣ୍ଡ ସରକାର

ଝାଡ଼ଖଣ୍ଡ: ବହୁ ବାଦବିବାଦ ପରେ JSSC-CGL ପରୀକ୍ଷାକୁ ବାତିଲ କରିବାକୁ ଘୋଷଣା କରିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ l ସିଜିଏଲ୍ ସହିତ ଟିଡିପିଏଲ୍ ଦ୍ୱାରା ପରିଚାଳିତ ହୋଇଥିବା ସମସ୍ତ ନିଯୁକ୍ତି ପରୀକ୍ଷାକୁ ମଧ୍ୟ […]

ବିଜେପି କେନ୍ଦ୍ରୀୟ ଟିମ୍‌ରେ ବଡ଼ ଅଦଳବଦଳ: ବୈଜୟନ୍ତ ଉପାଧ୍ୟକ୍ଷ, ସ୍ମୃତି ଇରାନୀ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ

ନୂଆଦିଲ୍ଲୀ: ସଭାପତି ନୀତିନ ନବୀନ ତାଙ୍କର ନୂଆ କେନ୍ଦ୍ରୀୟ ସାଙ୍ଗଠନିକ ଟିମ୍ ଘୋଷଣା କରିଛନ୍ତି। ଏହି ନୂଆ ଟିମରେ ୧୩ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ବ ମିଳିଛି। ଏହାସହ ମହିଳା ଓ ଯୁବ ଚେହେରାଙ୍କୁ […]

ଅଶୋକଧାମ ମନ୍ଦିରରେ ଦଳାଚକଟା, ୮ ମୃତ; ୧୨ରୁ ଅଧିକ ଆହତ

ନୂଆଦିଲ୍ଲୀ: ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ ଆସିଥିବା ଶ୍ରଦ୍ଧାଳୁଙ୍କ ଭିଡ଼ ଭିତରେ ଦଳାଚକଟା ହୋଇ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଶ୍ରାବଣ ମାସର ତୃତୀୟ ସୋମବାର […]

ତାରାପୀଠର ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୭ ମୃତ, ୧୧ ଆହତ

କୋଲକାତା: ପଶ୍ଚିମବଙ୍ଗର ବୀରଭୂମି ଜିଲ୍ଲାରେ ଥିବା ତାରାପୀଠ ନିକଟସ୍ଥ ଗୋଟିଏ ହୋଟେଲରେ ଅଗ୍ନିକାଣ୍ଡ ଯୋଗୁ ସାତ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ପ୍ରାୟ ୧୧ ଜଣ ଆହତ ମଧ୍ୟ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ, […]

ସ୍ୱାଧୀନତା ଦିବସ ପାଳନବେଳେ ‘ବନ୍ଦେ ମାତରମ୍‌’ ଗାନକୁ ଅଧାରୁ ରୋକିବାକୁ ଚେଷ୍ଟା କରାଯାଇଥିବା ଅଭିଯୋଗ: ସୋନିଆ ଗାନ୍ଧିଙ୍କୁ କଡ଼ା ସମାଲୋଚନା କଲେ ଅମିତ ଶାହ

ନୂଆଦିଲ୍ଲୀ: କଂଗ୍ରେସର ଦିଲ୍ଲୀ ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳନ ସମୟରେ ପତାକା ଉତ୍ତୋଳନ ପୂର୍ବରୁ ‘ବନ୍ଦେ ମାତରମ୍‌’ ଗାନ କରାଯାଉଥିବା ବେଳେ ଏହାକୁ ଅଧାରୁ ରୋକିବାକୁ ଚେଷ୍ଟା କରିଥିବା ଅଭିଯୋଗ ରେ […]

ପୁନର୍ବାର ହେବ ୟୁଜିସି ନେଟ୍ ୨୦୨୬ର ଇଂରାଜୀ, କମର୍ସ ଓ ସୋସିଓଲୋଜି ପରୀକ୍ଷା

ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ୟୁଜିସି ନେଟ୍ ୨୦୨୬ ପରୀକ୍ଷା ର ଇଂରାଜୀ, କମର୍ସ ଏବଂ ସୋସିଓଲୋଜିର ପୁନର୍ବାର ପରୀକ୍ଷା କରାଯିବ l ପ୍ରଶ୍ନପତ୍ରକୁ ନେଇ ବିଭିନ୍ନ ଅଭିଯୋଗ ଆସିବା ପରେ […]

ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ: ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କୁ କାରଣ ଦର୍ଶାଅ ନୋଟିସ୍

ନୂଆଦିଲ୍ଲୀ: ପାନ ମସଲା ପାଇଁ ବିଜ୍ଞାପନ କରିବା ଅଭିଯୋଗରେ ଏଫଡିଏ ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି । ‘ଇଲାଇଚି’ ପାଇଁ ବିଜ୍ଞାପନ କରିବା […]

ଟିଏମସି ପାର୍ଟି ଅଫିସରୁ ମିଳିଲା ପୂର୍ବତନ ଉପବାଚସ୍ପତିଙ୍କ ଝୁଲନ୍ତା ମୃତଦେହ

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ତଥା ଟିଏମସିର ବରିଷ୍ଠ ନେତା ଆଶିଷ ବାନାର୍ଜୀ ଆତ୍ମହତ୍ୟା କରିଛନ୍ତି lବୀରଭୂମ ଜିଲ୍ଲାର ରାମପୁରହାଟସ୍ଥିତ ତାଙ୍କ ପାର୍ଟି କାର୍ଯ୍ୟାଳୟରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି।ସୂଚନା ଅନୁଯାୟୀ ରାମପୁରହାଟ […]

ଆନାଲଗ୍ କ୍ଷୀର ଉତ୍ପାଦକୁ ନିଷେଧ କଲେ ଉତ୍ତର ପ୍ରଦେଶ ସରକାର

ୟୁପି: ଉତ୍ତର ପ୍ରଦେଶ ସରକାର ‘ଆନାଲଗ୍’ପନିର, କ୍ରିମ୍, ଘିଅ, ଛେନା ଏବଂ ଖୁଆ ଉପରେ କଟକଣା ଲଗାଇଛନ୍ତି। ଏହି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି ଯେ ଯଦି କୌଣସି ସ୍ଥାନରେ ଭେଜାଲ (ମିଶ୍ରିତ) ଉତ୍ପାଦ ମିଳେ, […]

ଲାଲକିଲ୍ଲାରେ ପତାକା ଉତ୍ତୋଳନ ପରେ ଦେଶ ବାସୀଙ୍କୁ ସମ୍ବୋଦ୍ଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ଆଜି ପାଳନ କରୁଛି ୮୦ତମ ସ୍ୱାଧୀନତା ଦିବସ l ଏହି ଅବସରରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ ଥର ପାଇଁ ସ୍ୱାଧୀନତା ଦିବସ ସମାରୋହରେ […]