ଜବତ ହେଲା କଲରାପତରିଆ ଚମଡ଼ା; ଶିକାରୀ ଗିରଫ

ନୂଆପଡା: ଆଜି ନୂଆପଡ଼ା ଜିଲ୍ଲା ଖରିଆର ବନଖଣ୍ଡ ଅଧୀନ ଉଦ୍ୟାନବନ୍ଧ ବନାଞ୍ଚଳରେ ଅଚାନକ ଚଢ଼ାଉ କରି ଭିଜିଲାନ୍ସର ବନ ୱିଙ୍ଗ ଗୋଟିଏ କଲରାପତରିଆ ବାଘର ଚମଡ଼ା ଜବତ କରିଛି। ଏହି ଘଟଣାରେ ଜଣେ ଶିକାରୀଙ୍କୁ […]

ଦାରା ସିଂ ମୁକ୍ତି ମାମଲା: ଶୁଣାଣି ୧୭ ତାରିଖକୁ ଘୁଞ୍ଚିଲା

ଭୁବନେଶ୍ୱର: ଦାରା ସିଂ ମୁକ୍ତି ମାମଲାର ଶୁଣାଣି ଆସନ୍ତା ୧୭ ତାରିଖକୁ ଘୁଞ୍ଚାଇଲେ ସୁପ୍ରିମକୋର୍ଟ । ରାଜ୍ୟ ସରକାରଙ୍କୁ ଶେଷ ସୁଯୋଗ ଦେଲେ ସୁପ୍ରିମକୋର୍ଟ । ଷ୍ଟେଟ୍ ସେଣ୍ଟେନ୍ସ ରିଭ୍ୟୁ ବୋର୍ଡ ରିପୋର୍ଟ ଦାଖଲ […]

ସୁଭଦ୍ରା ଯୋଜନାରେ ମିଳିଥିବା ଟଙ୍କା ନ ଦେବାରୁ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ

ଢେଙ୍କାନାଳ:ସୁଭଦ୍ରା ଯୋଜନାରେ ମିଳିଥିବା ଟଙ୍କା ନ ଦେବାରୁ ମଦ୍ୟପ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ସହ ମୃତଦେହକୁ ଘର ପାଖ ପାଇଖାନା ଟାଙ୍କି ଭିତରେ ପୋତି ଦେଇଥିବା ଅଭିଯୋଗ ହୋଇଛି। […]

ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ

ଭୁବନେଶ୍ୱର:ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଅଜିତ ସାହୁ। ଜାଗା ଦେବାକୁ କହି ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରିଛି ନୟାପଲ୍ଲୀ ପୋଲିସ।ସୂଚନା ଅନୁସାରେ, ୨୦୨୪ ମସିହାରେ ଜମି ଦେବା ନାଁରେ […]

ମୃତ ମହିଳାଙ୍କ ଶରୀରରୁ ସୁନା କାନଫୁଲ ଚୋରି କରିବା ଅଭିଯୋଗରେ ଦୁଇ ଜଣ ଯୁବକଙ୍କୁ ଗିରଫ କଲା ପୋଲିସ

କାଠମାଣ୍ଡୁ: ନେପାଳର ପ୍ରଳୟଙ୍କାରୀ ବନ୍ୟା ପରେ ନାରାୟଣୀ ନଦୀରେ ପ୍ରବଳ ସ୍ରୋତରେ ଭାସିଆସିଥିବା ଜଣେ ମୃତ ମହିଳାଙ୍କ ଶରୀରରୁ ସୁନା କାନଫୁଲ ଚୋରି କରିବା ଅଭିଯୋଗରେ ଦୁଇ ଜଣ ଯୁବକଙ୍କୁ ଗିରଫ କରାଯାଇଛି।ନେପାଳ ପୁଲିସ୍ […]

ପ୍ରିନ୍ସିପାଲଙ୍କୁ ଛୁରୀ ଭୁଷି ହତ୍ୟା କଲେ ଦଶମ ଶ୍ରେଣୀ ଛାତ୍ର

ତେଲଙ୍ଗନା:ପ୍ରିନ୍ସିପାଲଙ୍କୁ ହତ୍ୟା କରିବା ଅଭିଯୋଗରେ ଦୁଇଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଗିରଫ କରିଛି ପୋଲିସ । ଅଗଷ୍ଟ ୧୨ରେ ତେଲଙ୍ଗାନାର ନଲଗୋଣ୍ଡା ଜିଲ୍ଲାର ନାଗାର୍ଜୁନ ପବ୍ଲିକ ସ୍କୁଲର ପ୍ରିନ୍ସିପାଲ କାଲ୍ଲୁ ରୂପା ରେଡ୍ଡୀଙ୍କ ମୃତ […]

ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ: ସୁରେଶ ପୂଜାରୀ

ଭୁବନେଶ୍ୱର: ରାଜ୍ୟରେ ଦୁର୍ନୀତି ବିରୋଧୀ ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହା ସୂଚନା ଦେଇଛନ୍ତି| ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ, […]

ଲିଫ୍ଟ ନଦେବାରୁ ଛୁରିରେ ଆକ୍ରମଣ, ଗାଡ଼ି ଚାଳକ ଗୁରୁତର

ହିଞ୍ଜିଳି: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ଖଣ୍ଡୁର ଛକ ନିକଟରେ ଲିଫ୍ଟ ନଦେବାରୁ ଗାଡି ଚାଳକଙ୍କ ଗଳା କାଟିଦେଲା ଯୁବକ। ଆହାତ ବ୍ୟକ୍ତି ଏବେ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି । ହିଞ୍ଜିଳି […]

ପ୍ରତିରକ୍ଷା ତଥ୍ୟ ଲିକ୍ କରି ଗିରଫ ହେଲେ ବାୟୁସେନା ଅଧିକାରୀ

ନୂଆଦିଲ୍ଲୀ:ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟଙ୍କ ‘ହନିଟ୍ରାପ୍’ ରେ ଶିକାର ହୋଇ ଦେଶର ସମ୍ବେଦନଶୀଳ ପ୍ରତିରକ୍ଷା ତଥ୍ୟ ଲିକ୍ କରିବା ଅଭିଯୋଗରେ ଜଣେ ୪୪ ବର୍ଷୀୟ ଭାରତୀୟ ବାୟୁସେନା (IAF) ୱିଙ୍ଗ କମାଣ୍ଡରଙ୍କୁ ଦିଲ୍ଲୀ ପୋଲିସ ଦ୍ୱାରା […]

ଜାମିନ ରେ ଆସିଥିବା ଅଭିଯୁକ୍ତ ୬ ଜଣଙ୍କୁ କଲା ନିର୍ମମ ହତ୍ୟା

ତେଲେଙ୍ଗନା: ଜାମିନରେ ଆସିଥିବା ଜଣେ ୩୫ ବର୍ଷୀୟ ବ୍ୟକ୍ତି ନିଜ ପତ୍ନୀ ଏବଂ ଦୁଇ ନାବାଳକ ପୁଅଙ୍କୁ ହତ୍ୟା କରିବା ପରେ ତାଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା ଜଣେ ନାବାଳିକା ଓ […]