ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ ପ୍ରେମବ୍ୟାପାରକୁ ନେଇ ଗୁରୁବାରଠୁ ଆରମ୍ଭ ହୋଇଥିବା ଗୋଷ୍ଠୀ ସଂଘର୍ଷ ଆଜି ଉଗ୍ର ରୂପ ନେଇଥିଲା । ଗୋଟିଏ ଗୋଷ୍ଠୀର ଯୁବକମାନେ ପ୍ରତିଶୋଧ ନେବାକୁ ବୁଦ୍ଧ ବିହାରରେ ପୁଣି ତୁମୁଳକାଣ୍ଡ ଭିଆଇଛନ୍ତି […]
Category: ଅପରାଧ
ବିଲ୍ଡରଙ୍କୁ ହତ୍ୟା ଧମକ ଦେଇ ସୁପାରି କିଲର ଗିରଫ:ମୁଖ୍ୟ ଅଭିଯୁକ୍ତ ଉପରେ କେବେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ଵର:ରାଜଧାନୀରେ ପୁଣି ଦାଦାବଟି ଗ୍ୟାଙ୍ଗ୍ ସକ୍ରିୟ ହୋଇଛନ୍ତି lପ୍ରତିଷ୍ଠିତ ବ୍ୟବସାୟୀ, ଶିଳ୍ପପତି, ବିଲ୍ଡରଙ୍କୁ ଟାର୍ଗେଟ୍ କରି ବଟି ପାଇଁ ଧମକାଉଛନ୍ତି। ଲକ୍ଷ୍ମୀସାଗର ଥାନା ପୁଲିସ ଜଣେ ସୁପାରିକିଲର ତଥା କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ଅରୁଣ […]
ମନୋରମା ହୋଟେଲ୍ ମାଲିକ ହତ୍ୟା ମାମଲା; ଅଭିଯୁକ୍ତକୁ ପୁରୀ ପୁଲିସର ଏନକାଉଣ୍ଟର
ପୁରୀ: ବଳିଆପଣ୍ଡା ଅଞ୍ଚଳର ‘ମନୋରମା’ ହୋଟେଲର ମାଲିକକୁ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ହେଲେ ପବିତ୍ର ନାୟକ। ହୋଟେଲ ମାଲିକ ପବିତ୍ର ନାୟକଙ୍କ ହତ୍ୟା ମାମଲାରେ ସଂପୃକ୍ତ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୁରୀ […]
ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ; ଡିଜିପିଙ୍କ ଚେତାବନୀ
ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି କଡ଼ା ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯେ, ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା […]
ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ରଞ୍ଜିତ୍ ଗିରଫ
ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ଘଟଣାର ମୁଖ୍ୟ ଅଭିଯୁକ୍ତକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ସେ ହେଲା କଟକ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗଙ୍ଗେଶ୍ଵରଗଡର […]
ଦୁଷ୍କର୍ମ ଅଭିଯୋଗରେ ଗିରଫ ହେଲେ ଆପ୍ ବିଧାୟକ
ନୂଆଦିଲ୍ଲୀ: ପଞ୍ଜାବର ସନୌର ବିଧାୟକ ହରମିତ୍ ସିଂହ ପଠାନମାଜରାଙ୍କୁ ଶେଷରେ ପଟିଆଲା ପୋଲିସ ଗିରଫ କରିଛି। ଦୁଷ୍କର୍ମ ଏବଂ ଠକେଇ ଅଭିଯୋଗରେ ଅଭିଯୁକ୍ତ ପଠାନମାଜରା ଗତ ବର୍ଷ (ସେପ୍ଟେମ୍ବର ୨୦୨୫) ଠାରୁ ଫେରାର ଥିଲେ। […]
ଜୟଦେବ ଜେନାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଙ୍କୁ ଗିରଫ କଲା ପୁଲିସ
ଭୁବନେଶ୍ୱର :ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ ନେଇ ନନ୍ଦିପଦା ପୁଲିସ୍ ଦୁଇ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ଅଭିଯୁକ୍ତମାନେ ହେଲେ ଯାଜପୁର ରୋଡ୍ ନୂଆ ଗାଁ ହରମୋହନ ବାରିକ […]
ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ ସିଦ୍ଧାର୍ଥ ସ୍ବାଇଁ ଓ ଦେବୀପ୍ରସାଦ ଲେଙ୍କା। […]
ରାଜଧାନୀରେ ଚାଞ୍ଚଲ୍ୟ: ୟୁଟୁବରଙ୍କୁ ହତ୍ୟା
ଭୁବନେଶ୍ବର: ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜିଜିପି କଲୋନି ଗାଁ ସ୍କୁଲ ପଡ଼ିଆରେ ଗତକାଲି ରାତି ପ୍ରାୟ 10ଟା ବେଳେ ଜଣେ ଯୁବ ବ୍ୟବସାୟୀଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି । ମୃତକ ହେଲେ ଜଗନ୍ନାଥନଗରର […]
ଅପରେସନ ସାଇବର କବଚ: ୧୮୧୧୯ଟି ମ୍ୟୁଲ୍ (ବେନାମୀ) ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୨୬୨ ଜଣ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର:ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ […]
