ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ କୁ ବେଆଇନ ଘୋଷଣା କଲେ ଆମେରିକା ସୁପ୍ରିମକୋର୍ଟ

ୱାସିଂଟନ: ଶୁକ୍ରବାର ଆମେରିକା ସୁପ୍ରିମକୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ କୁ ବେଆଇନ ଘୋଷଣା କରି ରଦ୍ଦ କରିଛନ୍ତି।ମୁଖ୍ୟ ବିଚାରପତି ଜନ ରବର୍ଟସ୍‌ଙ୍କ ନେତୃତ୍ୱରେ ୬-୩ ବହୁମତରେ ଏହି ନିଷ୍ପତ୍ତି ଶୁଣାଯାଇଛି। […]

ଋଷିଆରେ ୪ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ

ଋଷିଆ : ଋଷିଆରେ ଭାରତୀୟ ଛାତ୍ରଙ୍କୁ ମାରାଣାସ୍ତ୍ରରେ ଆକ୍ରମଣ ହୋଇଛି । ମେଡିକାଲ କଲେଜ ହଷ୍ଟେଲରେ ପଶି ଏହି ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ୪ଜଣ ଭାରତୀୟ ଛାତ୍ର ଆହତ ହୋଇଛନ୍ତି । […]

ଦୁଇ ଦିନିଆ ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ:ଦୁଇ ଦିନିଆ ମାଲେସିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି lକ୍ୱାଲାଲମ୍ପୁର ବିମାନବନ୍ଦରରେ ପହଞ୍ଚିବା ପରେ ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ବ୍ୟକ୍ତିଗତ ଭାବରେ ସ୍ୱାଗତ କରିଥିଲେ। ଏହା ପରେ ସେ ପ୍ରଧାନମନ୍ତ୍ରୀ […]