ପ୍ରଭାତଙ୍କ ବିଶ୍ୱାଳ ଙ୍କ ବାସଭବନରେ ଏକାଠି ହେଲେ ଅସନ୍ତୁଷ୍ଟ କର୍ପୋରେଟର

କଟକ:କଟକରେ ବିଜେଡିରେ ଏକପ୍ରକାର ଅସ୍ଥିରତା ସୃଷ୍ଟି ହୋଇଛି। ସୌଭିକଙ୍କ ନିଲମ୍ବନକୁ ଜୋରଦାର ବିରୋଧ କରିଛନ୍ତି କଟକ ବିଜେଡିର କର୍ମୀ। ଏହା ମଧ୍ୟରେ ପ୍ରଭାତ ବିଶ୍ୱାଳଙ୍କ ଘରେ ମେଳି କରିଛନ୍ତି ବିଜେଡି କର୍ପୋରେଟର। ମଙ୍ଗଳବାର ଦିନ […]

ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଧ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି

ଭୁବନେଶ୍ବର: ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଧ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି। ପ୍ରଥମେ ସଭ୍ୟପଦ ରଦ୍ଧ ପାଇଁ ବାଚସ୍ପତିଙ୍କ ଅବଗତ କରିବ ବିଜେଡ଼ି। ଆସନ୍ତା ୨ ଦିନ ମଧ୍ୟରେ ଏ ନେଇ […]

ତିନି ବିଧାୟକଙ୍କୁ ନିଲମ୍ବନ କଲା କଂଗ୍ରେସ

ଭୁବନେଶ୍ୱର:ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ କରିଥିବା ଦଳର ତିନି ବିଧାୟକଙ୍କୁ ନିଲମ୍ବନ କରିଛି କଂଗ୍ରେସ। ନିଲମ୍ବିତ ହୋଇଥିବା ବିଧାୟକମାନେ ହେଉଛନ୍ତି ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ମୋହନା ବିଧାୟକ ଦାଶରଥୀ ଗମାଙ୍ଗୋ ଓ ବାରବାଟୀ-କଟକ […]

ରାଜ୍ୟସଭା ନିର୍ବାଚନ :ବାଜି ମାରିଲେ ବିଜେପି ନେତା

ଭୁବନେଶ୍ୱର :ରାଜ୍ୟସଭା ନିର୍ବାଚନ ଭୋଟିଂ ପରେ ଆସିଛି ଫଳାଫଳ ।ବିଜେପି ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ବିଜୟୀ ହୋଇଛନ୍ତି । ଏହାସହ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ବିଜୟ ହାସଲ କରିଛନ୍ତି । […]

ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି

ନୂଆଦିଲ୍ଲୀ : ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିଛନ୍ତି । ୪ଟି ରାଜ୍ୟ ଏବଂ ଗୋଟିଏ […]

ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ

ଭୁବନେଶ୍ୱର:ଆସନ୍ତାକାଲିର ରାଜ୍ୟସଭା ନିର୍ବାଚନ ଲାଗି ୩ ଦଳ ନିଜ ନିଜର ଏଜେଣ୍ଟଙ୍କ ନାଁ ଘୋଷଣା କରିଛନ୍ତି। ଆଗାମୀ ରାଜ୍ୟସଭା ନିର୍ବାଚନରେ ଶାସକ ଦଳ ବିଜେପି ପାଇଁ ନିର୍ବାଚନ ଏଜେଣ୍ଟ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହ […]

ନବୀନ ନିବାସରେ ୩ ଦିନ ଚାଲିବ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର:ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡାକିଲେ ନବୀନ ପଟ୍ଟନାୟକ । ୩ ଦିନ ଧରି ଚାଲିବ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର । ନବୀନ ନିବାସରେ ହେବ ଗୁରୁତ୍ୱପୂର୍ଣ୍ଣ ବୈଠକ । ୧୬ ତାରିଖରେ ଅନୁଷ୍ଠିତ […]

ବିଧାନସଭାରେ ବିରୋଧୀ ବିରୋଧୀଙ୍କହଟ୍ଟଗୋଳ ; ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର:ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଚାଲିପାରିଲାନି ଗୃହ । ଦିନ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି । ବିଧାନସଭା ପ୍ରଶ୍ନକାଳରୁ ହିଁ ହଙ୍ଗାମା ହୋଇଥିଲା। ଗ୍ୟାସ୍‌ ପ୍ରସଙ୍ଗରେ ହୋହଲ୍ଲା କରିଥିଲେ ବିରୋଧୀ […]

ନାମାଙ୍କନ ଭରିଲେ ଦିଲ୍ଲୀପ ରାୟ, କହିଲେ ୨୦୦୨ ଭଳି ଏଥର ଜିତିବି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟ ନାମାଙ୍କନ ଦାଖଲ କରିଛନ୍ତି । ଏହା ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ମୋହନ […]

ରାଜ୍ୟସଭା ନିର୍ବାଚନ ପାଇଁ ୨ ଜଣ ପ୍ରାର୍ଥୀ ନାଁ ଘୋଷଣା କଲା BJD

ଭୁବନେଶ୍ୱର:ରାଜ୍ୟସଭା ପାଇଁ ୨ ଜଣଙ୍କ ନାଁ ଘୋଷଣା କଲା ବିଜୁ ଜନତା ଦଳ। ଡାକ୍ତର ଦତ୍ତେଶ୍ବର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ରାଜ୍ୟସଭା ଟିକେଟ୍‌ । ରାଜ୍ୟସଭା ପ୍ରାର୍ଥୀ ପାଇଁ ଏହି ଦୁଇ […]