ବିଜେଡି ବିଧାୟକ ମାନଙ୍କୁ ନବୀନ ନିବାସରୁ ଡାକରା

ଭୁବନେଶ୍ୱର :ଆଜି ପୂର୍ବାହ୍ଣ ୧୧ଟା ୩୦ରେ ବସିବ ବିଜେଡି ବିଧାୟକ ମାନଙ୍କ ର ବୈଠକ l ଶୁକ୍ରବାର ହେବାକୁ ଥିବା ବୈଠକକୁ ଶେଷ ମୁହୂର୍ତ୍ତରେ ବାତିଲ୍‌ କରାଯାଇଥିଲା l ଏହା ପଛରେ ଭିନ୍ନଭିନ୍ନ କାରଣ […]

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର :ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ ।ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ହେଇଛି l୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ […]

ଓଡିଶା ସମେତ ୧୦ଟି ରାଜ୍ୟ ପାଇଁ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା

ଏପ୍ରିଲରେ ଖାଲି ପଡୁଥିବା ୩୭ଟି ରାଜ୍ୟସଭା ଆସନ ପାଇଁ ମାର୍ଚ୍ଚ ୧୬ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ସମସ୍ତ ରାଜ୍ୟରେ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି ଏବଂ ରାଜନୈତିକ ଦଳଗୁଡ଼ିକ ପ୍ରାର୍ଥୀ ନାମାଙ୍କନ […]

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ

ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତିଙ୍କ ନିକଟକୁ ସେ ଆଜି ଇସ୍ତଫା ପତ୍ର ପଠାଇଛନ୍ତି। ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା ସେ କହିଛନ୍ତି। ଦଣ୍ଡକାରଣ୍ୟ […]

ବରିଷ୍ଠ କଂଗ୍ରେସ ନେତା କାହ୍ନୁ ଚରଣ ଲେଙ୍କାଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସକାଳ ୯ଟା ୪୫ ମିନିଟ୍ ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଇହଲୀଳା ସମ୍ବରଣ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା କାହ୍ନୁ ଚରଣ ଲେଙ୍କା । ମୃତ୍ୟୁ ବେଳକୁ […]

ମଣିପୁରକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ:ମଣିପୁରରେ ସରିଲା ରାଷ୍ଟ୍ରପତି ଶାସନ । ଏକ ବର୍ଷ ପରେ ହଟିଛି ରାଷ୍ଟ୍ରପତି ଶାସନ । ବୁଧବାର ସଂନ୍ଧ୍ୟାରେ ମଣିପୁରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ୟୁମନାମ ଖେମଚାନ୍ଦ । ଅଜୟ ଭଲ୍ଲା […]