ନୂଆପଡା: ଆଜି ନୂଆପଡ଼ା ଜିଲ୍ଲା ଖରିଆର ବନଖଣ୍ଡ ଅଧୀନ ଉଦ୍ୟାନବନ୍ଧ ବନାଞ୍ଚଳରେ ଅଚାନକ ଚଢ଼ାଉ କରି ଭିଜିଲାନ୍ସର ବନ ୱିଙ୍ଗ ଗୋଟିଏ କଲରାପତରିଆ ବାଘର ଚମଡ଼ା ଜବତ କରିଛି। ଏହି ଘଟଣାରେ ଜଣେ ଶିକାରୀଙ୍କୁ […]
Category: ରାଜ୍ୟ
‘ବନ୍ଦେ ମାତରମ୍’ ବାଧ୍ୟତାମୂଳକ ଆଇନକୁ ଚ୍ୟାଲେଞ୍ଜ; କେନ୍ଦ୍ରକୁ ଜବାବ ମାଗିଲେ SC
ନୂଆଦିଲ୍ଲୀ: ‘ବନ୍ଦେ ମାତରମ୍’ର ୬ଟିଯାକ ପଦ ଗାନକୁ ବାଧ୍ୟତାମୂଳକ କରୁଥିବା ଆଇନକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ଆବେଦନ ଉପରେ କେନ୍ଦ୍ର ସରକାରଙ୍କଠାରୁ ଜବାବ ମାଗିଛନ୍ତି ସୁପ୍ରିମକୋର୍ଟ। ସଙ୍ଗୀତଜ୍ଞ ଟି.ଏମ୍. କୃଷ୍ଣଙ୍କ ଦ୍ୱାରା ଦାଖଲ […]
ଗୃହ ଚାଲିଲା ମାତ୍ର ୧ ମିନିଟ୍; ପୁଣି ୪ଟା ଯାଏ ବିଧାନସଭା ମୁଲତବୀ
ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ପ୍ରଶ୍ନକାଳ ଆରମ୍ଭରୁ ପାଠ୍ୟପୁସ୍ତକରେ ଥିବା ତ୍ରୁଟିକୁ ନେଇ ବିଜେଡି ବିଧାୟକମାନେ ହୋହଲ୍ଲା କରିଥିବା ବେଳେ, MMDR ବିଲ୍ ପ୍ରତ୍ୟାହାର ଦାବିରେ କଂଗ୍ରେସ ବିଧାୟକମାନେ ମଧ୍ୟ ପ୍ରତିବାଦ […]
ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ; ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ
ବରଗଡ଼: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟାଭାଲ PEO କାର୍ତ୍ତିକେଶ୍ବର ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ସେ ଫିରିଙ୍ଗିମାଲ୍ ଏବଂ […]
ଲଘୁଚାପ ପାଇଁ ୨୩ ଓ ୨୪ରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା:ଖୋର୍ଦ୍ଧା ଜିଲ୍ଲା ରେ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ସେପ୍ଟେମ୍ବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୫୫ରୁ ୬୫ କିମି ବେଗରେ ଝଡ଼ ପବନ ବହିବ।IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର […]
SIR ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ : ରାଜ୍ୟରେ ୩ କୋଟି ୧୬ ଲକ୍ଷ ଭୋଟର, ବାଦ୍ ପଡ଼ିଲେ ୨୦ ଲକ୍ଷ ଭୋଟର
ଭୁବନେଶ୍ୱର: ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସଆଇଆର-୨୦୨୬) ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଦିନ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ମୋଟ ୨୦ ଲକ୍ଷ ୧୨ହଜାର ୫୫୭ଜଣ ଭୋଟର […]
ଟ୍ରେନ୍ରେ କଟି ୨ ମହିଳା ମୃତ
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ବସ୍ତା ରେଳ ଷ୍ଟେସନ୍ରେ ଅଘଟଣ । ରେଳ ଧାରଣା ପାରି ହେଉଥିଲା ବେଳେ ଚଢି ଗଲା ଶାଲିମାର ଏକ୍ସପ୍ରେସ । ସେଠାରୁ ଦୁଇ ମହିଳାଙ୍କ ମୃତଦେହ ମିଳିବା ପରେ ସେ […]
ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ
ଭୁବନେଶ୍ୱର: ରାଜ୍ୟ ବିଧାନସଭାର ସପ୍ତମ ମୌସୁମୀ ଅଧିବେଶନ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ଅକ୍ଟୋବର ୩ ପର୍ଯ୍ୟନ୍ତ ଚାଲିବ। ଗତବର୍ଷ ସେପ୍ଟେମ୍ବର ୧୮ରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଏଥର କିଛି […]
ରାଜଧାନୀରେ ଫେସବୁକ୍ ଲାଇଭ୍କୁ ନେଇ ସଂଘର୍ଷ: ଫୁଟିଲା ଗୁଳି
ଭୁବନେଶ୍ୱର: ଭୁବନେଶ୍ୱରର ଘାଟିକିଆ ଅଞ୍ଚଳରେ ଏକ ଫେସବୁକ୍ ଲାଇଭ୍ ଭିଡିଓକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହେବା ସହ ଦୁଇ ରାଉଣ୍ଡ ଫାଙ୍କା ଗୁଳିଚାଳନା ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ୫ […]
ଫୁଟବଲ, ଖୋ-ଖୋ, କବାଡ଼ି ଓ ଭଲିବଲ ପରେ ଏବେ ‘ମୁଖ୍ୟମନ୍ତ୍ରୀ ଟ୍ରଫି’ରେ ପଞ୍ଚମ କ୍ରୀଡ଼ା ଭାବେ ଯୋଡ଼ି ହେଲା କ୍ରିକେଟ:ରାଜ୍ୟର ଗ୍ରାମୀଣ କ୍ରିକେଟ ପ୍ରତିଭାଙ୍କୁ ମିଳିବ ବିଶ୍ୱସ୍ତରୀୟ ମଞ୍ଚ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। କଟକର ଐତିହାସିକ ବାରବାଟୀ ଷ୍ଟାଡିଅମଠାରେ ‘ଓଡ଼ିଶା ଟି-୨୦ ଲିଗ୍ ସିଏମ୍ ଟ୍ରଫି ୨୦୨୬’ର ଶୁଭାରମ୍ଭ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ଟ୍ରଫିରେ ଫୁଟବଲ, […]
