ଭୁବନେଶ୍ୱର: ଏକାଥରକେ ଏକାଧିକ ବରିଷ୍ଠ ପ୍ରଶାସକଙ୍କୁ ଅଦଳବଦଳ କରାଯାଇଛି । ଯେଉଁଥିରେ ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହାସହ ପ୍ରଶାସକ ସ୍ମୃତିରଞ୍ଜନ ପ୍ରଧାନଙ୍କୁ […]
Category: ରାଜ୍ୟ
ହ୍ୱିପ୍ ଜାରି କଲା କଂଗ୍ରେସ,ରାଜଧାନୀ ନ ଛାଡ଼ିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ହୁଇପ୍ ଜାରି କଲା କଂଗ୍ରେସ । ଗତକାଲି ବିଜେଡ଼ି ପରେ ଆଜି କଂଗ୍ରେସ ନିଜ ସଦସ୍ୟଙ୍କ ପାଇଁ ହ୍ୱିପ୍ ଜାରି କରାଯାଇଛି । ଆସନ୍ତା ୧୩ ତାରିଖରୁ ୧୬ […]
ପାରିବାରିକ କଳହକୁ ନେଇ ଦେବଗଡ଼ରେ ଟ୍ରିପଲ୍ ମର୍ଡର
ଦେବଗଡ଼: ପାରିବାରିକ କଳହରୁ ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଦେବଗଡ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଗରିଆପାଲି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗତକାଲି […]
ରାଷ୍ଟ୍ରପତିଙ୍କୁ ଅସମ୍ମାନ ଘଟଣାରେ ମମତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପଶ୍ଚିମବଙ୍ଗ ଗସ୍ତ ବେଳେ ଅସମ୍ମାନ ଓ ପ୍ରୋଟୋକଲ ଉଲ୍ଲଂଘନ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖିଛନ୍ତି। ଏଥିରେ ମୋହନ ମାଝୀ ଉଲ୍ଲେଖ […]
ଗ୍ୟାସ୍ ନଥିବାରୁ ସତ୍ୟନଗର ଶ୍ମଶାନରେ ହେଇପାରୁନି ଶବ ସତ୍କାର
ଭୁବନେଶ୍ବର: ଭୁବନେଶ୍ୱର ସତ୍ୟନଗର ମଶାଣିରେ ଶବଦାହ ପାଇଁ ଗ୍ୟାସର ଅଭାବ ଦେଖାଯାଇଥିବା ବେଳେ ସମସ୍ୟାର ସମାଧାନ ନହେବା ଯାଏ କାଠରେ ଶବ ଦାହ ହେବ ବୋଲି କହିଛନ୍ତି, ଭୁବନେଶ୍ୱର ମେୟର ସୁଲୋଚନା ଦାସ । […]
ବିଧାନସଭାରେ ବିରୋଧୀ ବିରୋଧୀଙ୍କହଟ୍ଟଗୋଳ ; ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ
ଭୁବନେଶ୍ୱର:ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଚାଲିପାରିଲାନି ଗୃହ । ଦିନ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି । ବିଧାନସଭା ପ୍ରଶ୍ନକାଳରୁ ହିଁ ହଙ୍ଗାମା ହୋଇଥିଲା। ଗ୍ୟାସ୍ ପ୍ରସଙ୍ଗରେ ହୋହଲ୍ଲା କରିଥିଲେ ବିରୋଧୀ […]
ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି । ଓଡ଼ିଆ […]
ମାର୍ଚ୍ଚ ୧୬ ଯାଏ ଭୁବନେଶ୍ବର ନ ଛାଡିବାକୁ ବିଧାୟକଙ୍କୁ ନିର୍ଦ୍ଦେଶ ଦେଲା ବିଜେଡି
ଭୁବନେଶ୍ୱର: ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କ ଇସ୍ତଫା ପରଠାରୁ ବିଜେଡି ରାଜନୀତିରେ ହଲଚଲ ବଢ଼ିଯାଇଛି । ରାଜ୍ୟସଭାରେ କ୍ରସ ଭୋଟିଂ ଓ ଭୋଟ ନାକଚ ଭୟ ବିଜେଡିକୁ ଘାରିଛି । ଏପରିକି ବିଧାୟକ ଭୋଟ […]
୪ ଜିଲ୍ଲାରେ ଖୋଲିବ ଚାଉଳ ATM
ଭୁବନେଶ୍ୱର: ଝାରସୁଗୁଡ଼ା, ନବରଙ୍ଗପୁର, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାରେ ଖୋଲିବ ଚାଉଳ ATM । ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି । ରାଜ୍ୟର ପ୍ରଥମ ଚାଉଳ ATM […]
ହଟିପାରେ କାଠ ଓ କୋଇଲା ଚୁଲା କଟକଣା; ସଂଧ୍ୟାରେ BMC ବୈଠକରେ ନିଆଯିବ ଚୂଡ଼ାନ୍ତ ନିଷ୍ପତ୍ତି
ଭୁବନେଶ୍ୱର: ଗ୍ୟାସ୍ ସଙ୍କଟ ଯୋଗୁଁ ରୋଷେଇ ଘରେ, ହୋଟେଲ, ରେଷ୍ଟୁରାଣ୍ଟରେ ଏହାର ପ୍ରଭାବ ଧିରେ ଧିରେ ପରିଲକ୍ଷିତ ହେଲାଣି। ଏମିତି କି ହୋଟେଲ-ରେଷ୍ଟୁରାଣ୍ଟରେ ମେନ୍ୟୁ ମଧ୍ୟ କମିଗଲାଣି। ହୋଟେଲ-ରେଷ୍ଟୁରାଣ୍ଟ ବନ୍ଦ ହେବା ଉପରେ। ବ୍ୟବସାୟୀ […]
