ଭୁବନେଶ୍ୱର: ପ୍ରଥମଥର ପାଇଁ ବାଲିରେ ଲାଗୁ ହେବ ଏମ୍ଏସ୍ପି । ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ସରକାର ନିର୍ଦ୍ଧାରିତ କରିଥିବା ଏମ୍ଏସ୍ପି ଦରରେ ହିଁ ବିକ୍ରି କରିବେ ଲିଜ୍ ଧାରୀ । […]
Category: ରାଜ୍ୟ
କଟକରେ ଡବଲ ମର୍ଡର; ବାପା ଏବଂ ସାବତ ମା’ଙ୍କୁ ବିଭତ୍ସ ହତ୍ୟା
କଟକ: ବାପା ଏବଂ ସାବତ ମାଆକୁ ବିଭତ୍ସ ଭାବେ ହତ୍ୟା କରିଛି ଜହ୍ଲାଦ ପୁଅ । ମୃତକ ହେଲେ ଦୀପକ ଦାସ (୫୮) ଏବଂ ତାଙ୍କ ଦ୍ୱିତୀୟ ପତ୍ନୀ ଲିତାରାଣୀ ଦାସ(୪୫) । ଏହି […]
ରତ୍ନ ଭଣ୍ଡାରର ଗଣତି ମଣତିକୁ ଟାଳୁଛନ୍ତି ସରକାର: ବିଜେଡି
ପୁରୀ: ରତ୍ନ ଭଣ୍ଡାରର ଗଣତି ମଣତି ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ରଖିଛି । ପର୍ଯ୍ୟାୟକ୍ରମେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ଗଣତି ମଣତି ହେବ ବୋଲି ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା […]
ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ବର: ବିହାର ବିଧାନସଭା ନିର୍ବାଚନର ସାରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିହାରରେ ଏନ୍ଡିଏ ଚମତ୍କାର ପ୍ରଦର୍ଶନ ପରେ ସେ ଓଡ଼ିଶା ଆସୁଥିବା ହେତୁ […]
ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୨ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର: ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ଏଥିରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ […]
ଲୁଣ ବଦଳରେ ଥିମେଟ ଖାଇ ୩ ଶିଶୁ ଗୁରୁତର ଅବସ୍ଥାରେ ମେଡିକାଲରେ
ବାଲେଶ୍ବର: ଲୁଣ ଭାବି ଥିମେଟ ଖାଇ ୩ ଜଣ ଶିଶୁଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ମହିଷାପଟ୍ଟା ପଞ୍ଚାୟତ ଶାଳବଣୀ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ […]
ସୁଚିସ୍ମିତା ଦାସ ହେଲେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ
ଯାଜପୁର: ଧର୍ମଶାଳା ବ୍ଲକ ଅଧ୍ୟକ୍ଷା ହେଲେ ବିଜେପି ସମର୍ଥିତ ସୁଚିସ୍ମିତା ଦାସ । ସୁଚିସ୍ମିତା ଦାସ ନିର୍ଦ୍ଵନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ମୋଟ ୪୫ ପଞ୍ଚାୟତକୁ ନେଇ ଗଠିତ ଧର୍ମଶାଳା ବ୍ଲକରେ ଅଧ୍ୟକ୍ଷଭାବେ ନିର୍ବାଚିତ ହେବା […]
ଅସୁରକ୍ଷିତ କୋଠା ଭାଙ୍ଗିବାରେ ବିଳମ୍ବ କୁ ନେଇ ପ୍ରଶ୍ନ କଲେ ହାଇକୋର୍ଟ
କଟକ: ମଣିସାହୁ ଛକ କୋଠା ବାଲକୋନୀ ଭୁଶୁଡିବା ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ହାଇକୋର୍ଟ । ସହର ଭିତରେ ଏଭଳି କେତେ ଅସୁରକ୍ଷିତ କୋଠା ଅଛି, ତାକୁ ଭାଙ୍ଗିବାରେ ବିଳମ୍ବ କାହିଁକି ବୋଲି କୋର୍ଟ […]
ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ; ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ
ମାଲକାନଗିରି: ଏକ ହୃଦୟ ବିଦାରକ ଘଟଣା ଘଟିଛି ମାଲାକିନଗିରିରେ । ଚଳନ୍ତା ବସରେ ବସ ଡ୍ରାଇଭରଙ୍କୁ ହୃଦଘାତ । ନିଜେ ଚାଲିଗଲେ ହେଲେ ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ। ଆଜି ଓଡ଼ିଶାର ଜଣେ OSRTC […]
ବିଧାୟକ ଜୟ ଢୋଲକିଆ ଶପଥ ନେଲେ..
ଭୁବନେଶ୍ୱର: ନୂଆପଡ଼ାର ନବ ନିର୍ବାଚିତ ବିଧାୟକ ଜୟ ଢୋଲକିଆ ଆଜି ଶପଥ ଗ୍ରହଣ କରିଛନ୍ତି । ବିଧାନସଭାରେ ବାଚସ୍ପତି ସୁରମା ପାଢ଼ୀ ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ବିଧାନସଭାରେ ଶପଥ ନେବା ସମୟରେ […]
