ପୁଣି ନିର୍ବାଚନ ଲଢ଼ିବା ନେଇ ସବୁଜ ସଙ୍କେତ ଦେଲେ ସୁର ରାଉତରାୟ

ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ପୁଣି ନିର୍ବାଚନ ଲଢିବେ। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଆମ ପାଖରେ ଶକ୍ତି, ସଂଗଠନ ଏବଂ ପଇସା ଅଛି । ଲୋକଙ୍କ ସହ […]

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନଙ୍କ ଚିଠି…

ଭୁବନେଶ୍ୱର: ମଣ୍ଡି ଅବ୍ୟବସ୍ଥା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଲେଖିଛନ୍ତି ଯେ, କୃଷି ହେଉଛି ଓଡିଶାର ଜୀବନରେଖା। ତଥାପି ପ୍ରଶାସନିକ ଉଦାସୀନତା ଓ ଲୋକଙ୍କୁ ଦେଇଥିବା […]

ଓଡିଶା ବିଦ୍ୟୁତ୍ କର୍ମଚାରୀ କଳାବ୍ୟାଜ୍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇବେ

ଭୁବନେଶ୍ୱର: ଆଜି ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡିଶା ବିଦ୍ୟୁତ୍ କର୍ମଚାରୀମାନେ କଳାବ୍ୟାଜ୍ ପରିଧାନ କରିବେ। ୧୩ ତାରିଖ ଦିନ ଟିପିସିଓଡିଏଲର ୨୦ଟି ଡିଭିଜନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ୧୭ରୁ ଅନିର୍ଦିଷ୍ଟ କାଳ […]

ନିଲାମ ହେବ ଜୟଲଳିତାଙ୍କ ବାସଭବନ

ତାମିଲନାଡୁ:ଜୟଲଳିତାଙ୍କ ପୋସ୍‌ ଗାର୍ଡେନ ବାସଭବନ ‘ବେଦ ନିଳୟମ୍‌’କୁ ନିଲାମ କରାଯିବ ବୋଲି ଆୟକର ବିଭାଗ ପକ୍ଷରୁ କୁହାଯାଇଛି। ‘ବେଦ ନିଳୟମ’ ଉପରେ ଆୟକର, ସମ୍ପତ୍ତି କର ଏବଂ ସୁଧ ବାବଦକୁ ମୋଟ ୧୩.୬୯ କୋଟି […]

ବ୍ରିଜ୍ ଉପରୁ ଖସି ବସ୍ତି ଉପରେ ପଡିଲା କାର୍

ଭୁବନେଶ୍ବର: ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା । ଭୁବନେଶ୍ବର ଶିଶୁ ଭବନ ଓଭର ବ୍ରିଜରେ ବ୍ୟାରିକେଡରେ଼ ପିଟି ହୋଇ ୧୦ ଫୁଟ ତଳକୁ ଖସି ପଡ଼ିଥିଲା କାର ।ତଳେ ଥିବା ଗଛରେ ପିଟି ହୋଇ ଏକ […]

ଡାକ୍ତରୀ ନାମଲେଖା ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ : ଏନଟିଏର ବିଜ୍ଞପ୍ତି ଅନୁଯାୟୀ, ମେଡିକାଲ ଶିକ୍ଷାନୁଷ୍ଠାନରେ ସ୍ନାତକ ନାମଲେଖା ପାଇଁ ସାରା ଦେଶରେ ନିଟ୍-ୟୁଜି ୨୦୨୬ ଅନୁଷ୍ଠିତ ହେବ । ଏଥିପାଇଁ ଆବେଦନ ରବିବାରଠୁ ଆରମ୍ଭ ହୋଇଛି । ମାର୍ଚ୍ଚ ୮ […]

ଜଣେ କର୍ମଚାରୀଙ୍କୁ ତାଙ୍କର ପ୍ରାପ୍ୟ ପେନସନ୍‌ରୁ ବଞ୍ଚିତ କରାଯାଇପାରିବ ନାହିଁ:ହାଇକୋର୍ଟ

କଟକ: ଦୀର୍ଘ ଦଶନ୍ଧି ଧରି ସେବା ଯୋଗାଇବା ପରେ କୌଣସି ବୈଷୟିକ କାରଣ ଦର୍ଶାଇ ଜଣେ କର୍ମଚାରୀଙ୍କୁ ତାଙ୍କର ପ୍ରାପ୍ୟ ପେନସନ୍‌ରୁ ବଞ୍ଚିତ କରାଯାଇପାରିବ ନାହିଁ ବୋଲି କହିଛନ୍ତି ଓଡିଶା ହାଇକୋର୍ଟ l ଜଷ୍ଟିସ […]

୭୪ ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିଆନସିପ୍ ଶୁଭାରମ୍ଭ

କଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୪ ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିଆନସିପ୍ ୨୦୨୬ର ଶୁଭାରମ୍ଭ ହୋଇଯାଇଛି । କ୍ରାଉମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମୁଖ୍ୟ ଅତିଥି […]

ବିଜେଡିରୁ ନିଲମ୍ବିତ ହେଲେ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା

ବ୍ରହ୍ମଗିରି : ବିଜେଡିରୁ ନିଲମ୍ବିତ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା । ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହୋଇଛନ୍ତି ସରୋଜିନୀ ତରାଇ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରୋଜିନୀଙ୍କୁ […]

୨୦ ଟଙ୍କା ଲାଞ୍ଚ ମାମଲାରେ ୩୦ ବର୍ଷ ଜେଲ, ନିର୍ଦ୍ଦୋଷ ପ୍ରମାଣିତ ହେବା ପରଦିନ ମୃତ୍ୟୁ

ଗୁଜୁରାଟ:ବିଳମ୍ବିତ ନ୍ୟାୟ କିଭଳି ନିରୀହ ଲୋକଙ୍କ ଜୀବନକୁ କାଳକୋଠରୀ ମଧ୍ୟରେ ଶେଷ କରିଦେଉଛି ତା’ର ଏକ ଜ୍ବଳନ୍ତ ଉଦାହରଣ ଏବେ ଦେଖିବାକୁ ମିଳିଛି ଗୁଜରାଟରେ। ଜଣେ ବ୍ୟକ୍ତି ୨୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ […]