ମୋତେ ଫସାଇ ଦିଆଯାଇଛି ବୋଲି କହିଲେ ବିକ୍ରମ ପଣ୍ଡା

ଭୁବନେଶ୍ବର: ପୀତବାସ ପଣ୍ଡା ହତ୍ୟା ଘଟଣା । ମୋତେ ଫସାଇ ଦିଆଯାଇଛି କହିଲେ ବିକ୍ରମ ପଣ୍ଟା । ସ୍ୱାସ୍ଥ୍ୟ ଖରାପ ପାଇଁ ଜେଲ୍‌ରୁ ଏମକେସିଜି ସ୍ଥାନାନ୍ତର ବେଳେ ପ୍ରତିକ୍ରିୟା ଦେଇ ଏପରି କହିଛନ୍ତି ସେ […]

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଦିନରେ ହେବାକୁଥିବା ବାର୍ଷିକ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷାର ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ପରୀକ୍ଷା ପରିଚାଳନାରେ କୌଣସି ପ୍ରକାର […]

ଆତ୍ମସମର୍ପଣ କଲେ ୫୧ ଜଣ ମାଓବାଦୀ

ଛତିଶଗଡ:ବିଜାପୁର ଏବଂ ସୁକୁମା ଜିଲ୍ଲାରେ ଅସ୍ତ୍ରଶସ୍ତ୍ର ସହିତ ପୁଲିସ ଏବଂ ସି.ଆର୍‍.ପି.ଏଫ୍‍. ବରିଷ୍ଠ ଅଧିକାରୀଙ୍କ ନିକଟରେ ମୋଟ ୫୧ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ଉପରେ ୧ କୋଟି ୬୧ ଲକ୍ଷ […]

BCPPER ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ଭୁବନେଶ୍ବର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ ଅଞ୍ଚଳ ବା BCPPER ପାଇଁ ଏକ ଅର୍ଥନୈତିକ ଯୋଜନାର (Economic Plan) ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅର୍ଥନୈତିକ ଯୋଜନାକୁ ନୀତି ଆୟୋଗ ପକ୍ଷରୁ […]

ଯୌନ ନିର୍ଯାତନା ଅଭିଯୋଗରେ ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ

ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଏମବିଏ ବିଭାଗର ଜଣେ ପିଏଚଡି ଛାତ୍ରୀଙ୍କୁ ତାଙ୍କ ଗାଇଡ୍ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା । ଛାତ୍ରୀଙ୍କ ଅଭିଯୋଗ ପରେ ବିଶ୍ବବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ତଦନ୍ତ […]

୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି । ଫେବ୍ରୁଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ୍ ଭିଜିଟ୍ ହେବ । ଟ୍ରିବ୍ୟୁନାଲ ସ୍ପଟ୍ ଭିଜିଟ୍ […]

ରାଜ୍ୟରେ ଲାଗୁ ହେବ ନୂଆ ଅବକାରୀ ଆଇନ

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ନିଶଆମୁକ୍ତ ଓଡିଶା […]

ଯମୁନା ଏକ୍ସପ୍ରେସୱେରେ ବଡ଼ ଦୁର୍ଘଟଣା:୬ ମୃତ, ଅନେକ ଆହତ

ୟୁପି:ମଥୁରା ନିକଟ ଯମୁନା ଏକ୍ସପ୍ରେସୱେରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଯାତ୍ରୀମାନଙ୍କୁ ଶୌଚ ପାଇଁ ବସରୁ ଓହ୍ଲାଇବା ସମୟରେ ଏକଦ୍ରୁତଗାମୀ କଣ୍ଟେନର ସେମାନଙ୍କ ଉପରେ ଚଢିଯାଇଛି । ଯେଉଁଥିରେ […]

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ଆଜି ଭୋରୁ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀମନ୍ଦିର ଭିତରେ ପ୍ରାୟ ୧୫ରୁ ୨୦ ମିନିଟ୍ ରହିଥିଲେ । ଫେରିବା ବେଳେ ବାଇଶି ପାହାଚରେ ଧର୍ମେନ୍ଦ୍ରଙ୍କୁ […]

ରାଜଧାନୀରୁ ନକଲି ଡାକ୍ତର ଗିରଫ

ଭୁବନେଶ୍ୱର: ନକଲି ଡାକ୍ତର ସରୋଜ ମିଶ୍ର ଓରଫ ଭବାନୀ ସିଦ୍ଧାର୍ଥ ଶଙ୍କରକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୁଲିସ । ଅଭିଯୋଗ ଅନୁସାରେ ନିଜକୁ ଡାକ୍ତର ଦର୍ଶାଇ ଘରୋଇ ମେଡିକାଲ କଲେଜର ଜଣେ ମହିଳା […]