କୋଣାର୍କ: କୋଣାର୍କ ନୃତ୍ୟ ଓ ସଙ୍ଗୀତ ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଅବସରରେ ଆଜି ଅପରାହ୍ନରେ ପଦ୍ମଶ୍ରୀ ଗୁରୁ ଗଙ୍ଗାଧର ପ୍ରଧାନଙ୍କ ଦ୍ବାରା ପ୍ରତିଷ୍ଠିତ କୋଣାର୍କ ନାଟ୍ୟ ମଣ୍ଡପ ପରିସରରେ […]
Category: ରାଜ୍ୟ
‘ପରୀକ୍ଷା ପେ ଚର୍ଚ୍ଚା’ ଛାତ୍ରଛାତ୍ରୀଙ୍କ ପାଇଁ ସର୍ବଶ୍ରେଷ୍ଠ ମାର୍ଗଦର୍ଶକ: କେନ୍ଦ୍ର ଶିକ୍ଷାମନ୍ତ୍ରୀ
ନୂଆଦିଲ୍ଲୀ: ‘ପରୀକ୍ଷା ପେ ଚର୍ଚ୍ଚା’ ଦେଶର କୋଟି କୋଟି ବିଦ୍ୟାର୍ଥୀଙ୍କୁ ନୂଆ ରାସ୍ତା ଦେଖାଉଛି । ପ୍ରଧାନମନ୍ତ୍ରୀଙ୍କ ଛୋଟ ଛୋଟ ଟିପ୍ସ ଏବଂ ସରଳ ଉଦାହରଣ ଛାତ୍ରଛାତ୍ରୀଙ୍କ ମନରୁ ପରୀକ୍ଷା ଭୟ ଦୂର କରି […]
ମଝି ସମୁଦ୍ରରୁ ନେଭି କ୍ୟାଡେଟ୍ ସାର୍ଥକ ମହାପାତ୍ର ନିଖୋଜ
ଭୁବନେଶ୍ୱର: ଗତ ୩ ତାରିଖରୁ ହଠାତ ମଝି ସମୁଦ୍ରରୁ ସେ ନିଖୋଜ ହୋଇଯାଇଥିବା ବେଳେ ଏବେ ତାଙ୍କ ସଂପର୍କରେ କୌଣସି ପତ୍ତା ମିଳୁନାହିଁ, ଯାହାକୁ ନେଇ ପରିବାର ଲୋକ ବହୁତ ଚିନ୍ତିତ ଅଛନ୍ତି। ଶେଷଥର […]
ଓଡ଼ିଶାର ୩ କୋର୍ଟକୁ ବୋମା ଧମକ
ଭୁବନେଶ୍ୱର:ଓଡିଶାର କଟକ ଜିଲ୍ଲା ଜଜ କୋର୍ଟ, ଫୁଲବାଣୀ କୋର୍ଟ ଓ ପୁରୀ ଜିଲ୍ଲା କୋର୍ଟକୁ ବୋମାରେ ଉଡେଇବାକୁ ଧମକ ଆସିଛି । ଅଜଣା ମେଲ୍ ଆଇଡିରୁ ଏହି ଧମକପୂର୍ଣ୍ଣ ମେସାଜ ଆସିଛି । କିଏ […]
ଏଣିକି ଭଡ଼ାରେ ଘର ଦେବେ ସରକାର
ଭୁବନେଶ୍ୱର: ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର। ବିଭିନ୍ନ ଜିଲ୍ଲାରେ ଖାଲି ପଡ଼ିଥିବା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଘରଗୁଡ଼ିକୁ ମରାମତି […]
ବରିଷ୍ଠ ଆଇଏଏସ୍ ଏବଂ ସଚିବସ୍ତରରେ ବଡ଼ ଧରଣର ଅଦଳବଦଳ:ବିଷ୍ଣୁପଦ ସେଠୀ ଙ୍କୁ ମିଳିଲା ନୂଆ ଦାୟିତ୍ୱ
ଭୁବନେଶ୍ୱର – ଦୁର୍ନୀତି ମାମଲାରେ ସିବିଆଇ ଛାଟ ପାଇଥିବା ବରିଷ୍ଠ ଆଇଏଏସ୍ ଅଫିସର ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ଦଣ୍ଡମୁକ୍ତ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ୧୪ ମାସ ହେଲା […]
ମଣିପୁର ପୁଣି ଅଶାନ୍ତ: ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ
ମଣିପୁର: ବିଧାୟକ ନେମଚା କିପଗେନଙ୍କ ବିଜେପି ନେତୃତ୍ୱାଧୀନ ସରକାରରେ କାଙ୍ଗପୋକପିର କିପଗେନ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରେ ମଣିପୁର ରେ ପ୍ରତିବାଦ ଦେଖା ଦେଇଛି । ଏହି ପ୍ରତିବାଦ ପରେ ସଂଘର୍ଷର ରୂପ […]
ପ୍ରାକ୍ ବଜେଟ ପରାମର୍ଶ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନ କନ୍ଭେନସନ୍ ହଲ ଠାରେ ଆୟୋଜିତ ପ୍ରାକ୍ ବଜେଟ ପରାମର୍ଶ ସଭା ବୈଠକରେ ମୁଖ୍ୟମନ୍ତ୍ରୀ ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିମାନଙ୍କ ସହିତ ପ୍ରାକ୍ ବଜେଟ ପରାମର୍ଶ ଆଲୋଚନା […]
ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା,ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା
କୋରାପୁଟ: ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ । ପ୍ରେସମିଟରେ ସୂଚନା ଦେଲେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଡକ୍ଟର କନୱର ବିଶାଳ ସିଂହ । ଏସିଏମ କ୍ୟାଡର ମାଓବାଦୀ ମମତା ପଡ଼ିଆମି ଆତ୍ମସମର୍ପଣ କରିଛନ୍ତି । ରାଇଫଲ […]
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ ଓଡିଶାର ହେବ ଅଗ୍ରଗତି
ଭୁବନେଶ୍ୱର: ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟିକ ଭାଗିଦାରୀର ଚୁକ୍ତି ପରେ ଓଡ଼ିଶାର ବ୍ୟବସାୟ ପୁଣି ଥରେ ବୃଦ୍ଧି ପାଇବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶାବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ସାମାଜିକ […]
