ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଧାନ କାଟିବା ପାଇଁ ଶ୍ରମିକଙ୍କ ଅଭାବ ଯୋଗୁ ଲୋକେ ବାହାର ଜିଲ୍ଲାର ଶ୍ରମିକମାନଙ୍କୁ ଆଣି ଧାନକଟାରେ ନିୟୋଜିତ କରୁଛନ୍ତି। ଏହାର ସୁଯୋଗ ନେଇ କେତେକ […]
Category: ରାଜ୍ୟ
କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅବସ୍ଥା ସଂକଟାପନ୍ନ
ଭୁବନେଶ୍ୱର: କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅବସ୍ଥା ଟିକେ ସୁଧୁରିଥିଲେ ମଧ୍ୟ ସଂକଟାପନ୍ନ ରହିଛି । ସେ ଭୁବନେଶ୍ଵର ଏମ୍ସ ICUରେ ଚିକିତ୍ସାଧୀନ ଅଛନ୍ତି। ହ୍ୟୁମାନ ସାଗର ଏକାଧିକ ରୋଗରେ ପୀଡ଼ିତ। ଶ୍ଵାସ ପ୍ରକ୍ରିୟାରେ ସମସ୍ୟା […]
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ
ଭୁବନେଶ୍ୱର: ଗଣତନ୍ତ୍ରକୁ ସୁଦୃଢ଼ ଓ ସକ୍ରିୟ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ । ସଠିକ ଖବର ପରିବେଷଣ ଓ ଗଠନମୂଳକ ସମାଲୋଚନା ଗଣତନ୍ତ୍ରକୁ ଋଦ୍ଧିମନ୍ତ କରିଥାଏ । ମାତ୍ର ସାମ୍ପ୍ରତିକ ଦୁନିଆରେ ଅନେକ ସମୟରେ […]
ରାଜ୍ୟର ସମସ୍ତ ବନ୍ଦରରେ ମୁତୟନ ହେବ ତଟରକ୍ଷୀ ଜାହାଜ
ଭୁବନେଶ୍ୱର: ରାଜ୍ୟର ସମସ୍ତ ବନ୍ଦରରେ ତଟରକ୍ଷୀ ଜାହାଜ ମୁତୟନ କରାଯିବ । ଏଥିପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିବାର ସୂଚନା ଦେଇଛନ୍ତି ଉତ୍ତରପୂର୍ବ ତଟରକ୍ଷୀ ଆଇଜି ଇକବାଲ୍ ସିଂ ଚୌହ୍ୱାନ । ଶନିବାର ଦିନ […]
ପ୍ରକାଶ ପାଇଲା ଚଳିତ ବର୍ଷର ସ୍ବତନ୍ତ୍ର OTET ପରୀକ୍ଷା ଫଳ
ଭୁବନେଶ୍ୱର: ଚଳିତ ବର୍ଷର ସ୍ବତନ୍ତ୍ର OTET ପରୀକ୍ଷା ଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୬୬.୫% ପରୀକ୍ଷାର୍ଥୀ ପାସ୍ କରିଛନ୍ତି। ମୋଟା ୪୮ ହଜାର ୧୫୩ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ କୃତକାର୍ଯ୍ୟ କରିଛନ୍ତି। ଗତ ସେପ୍ଟେମ୍ବର […]
ପୁଣି ବିଜେଡିକୁ ଶ୍ରୀମୟୀଙ୍କ ତାଚ୍ଛଲ୍ୟ…
ନୂଆପଡ଼ା: ଏକଦା ଏକ ନମ୍ବର କୁହାଉଥିବା ବିଜୁ ଜନତା ଦଳ ଶେଷରେ ତୃତୀୟକୁ ଖସିଆସିଛି । ବିପୁଳ ଭୋଟ ବ୍ୟବଧାନରେ ଜୟ ଢୋଲକିଆ ଜିତିବା ପରେ ପୁଣି ବିଜେଡ଼ିକୁ ବାଣ ମାରିଛନ୍ତି ଶ୍ରୀମୟୀ ମିଶ୍ର […]
ଓଡ଼ିଶାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ସ୍ଥାପନ ନେଇ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ଓଡ଼ିଶାର ଜଟଣୀଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି ବୈଠକରେ ଅଧ୍ୟକ୍ଷତା […]
ନୂଆପଡା ଉପ ନିର୍ବାଚନ: ୮୩ ହଜାରରୁ ଉର୍ଦ୍ଧ୍ଵ ଭୋଟରେ ଜିତିଲେ ଜୟ ଢୋଲକିଆ
ଭୁବନେଶ୍ଵର: ଓଡିଶାର ଏକ ମାତ୍ର ବିଧାନସଭା ଆସନ ନୂଆପଡା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ପାଇଁ ଭୋଟ ଗଣତି ଶେଷ ହୋଇଛି। ଏହି ଉପନିର୍ବାଚନର ଫଳାଫଳ ନିର୍ବାଚନ ଆୟୋଗ ପ୍ରକାଶ କରିଛନ୍ତି। ନିର୍ବାଚନ ଆୟୋଗ ଅନୁଯାୟୀ, ବିଜେପି […]
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନୂଆଦିଲ୍ଲୀ ଗସ୍ତ…
ଭୁବନେଶ୍ୱର : ଆଜି ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେଠାରେ ସେ ୪୪ତମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଯୋଗଦେଇ ଓଡ଼ିଶା ପାଭିଲିୟନକୁ ଉଦ୍ଘାଟନ କରିବେ । ଦିଲ୍ଲୀର ଭାରତ ମଣ୍ଡପମ୍ରେ […]
ବାଲିଯାତ୍ରାର ଶେଷ ଦିନରେ ହେଲା ପ୍ରବଳ ଭିଡ଼,ଦୁଇ ଜଣ ହେଲେ ଅଚେତ
କଟକ : ବାଲିଯାତ୍ରା ର ଅନ୍ତିମ ଦିବସ ରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ବିଶେଷ କରି ବଲିଉଡ୍ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ସୋ’ ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ହୋଇଥିଲା। ପରିସ୍ଥିତି ଏପରି […]
