ପୁରୀ : ଗତମାସରେ ଶ୍ରୀମନ୍ଦିରର ବାହାର କାଠ ନିକଟରେ ଯାତ୍ରୀମାନଙ୍କ ଠାରୁ ବେଆଇନ ଭାବେ ଅର୍ଥ ଆଦାୟ କରିବାକୁ ନେଇ ଦୁଇ ସେବାୟତଙ୍କ ମଧ୍ୟରେ ମାରପିଟ୍ ହୋଇଥିଲା। ଯାହା ଶ୍ରୀମନ୍ଦିରର ଶୃଙ୍ଖଳା, ସୁରକ୍ଷା ଓ […]
Category: ରାଜ୍ୟ
ବାଲିଯାତ୍ରାର ଖାଦ୍ୟ ଷ୍ଟଲରେ ଖାଦ୍ୟ ସୁରକ୍ଷା ବିଭାଗର ରେଡ୍
କଟକ: ଆଜି ସକାଳୁ ସକାଳୁ ବାଲିଯାତ୍ରାର ବିଭିନ୍ନ ଷ୍ଟଲରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଯେଉଁଥିରେ ଅନେକ ପରିମାଣର ବାସୀ ଖାଦ୍ୟକୁ ନଷ୍ଟ କରାଯାଇଛି । ଏହାସହ ଉକ୍ତ […]
୩୨୫ କୋଟି ଟଙ୍କାର GST ଠକେଇ ମାମଲାର ମାଷ୍ଟରମାଇଣ୍ଡ ଚାଟାର୍ଡ ଆକାଉଣ୍ଟାଣ୍ଟ ନୀଲେଶ୍ ଗିରଫ
ଭୁବନେଶ୍ୱର: ଓଡ଼ିଶାର ଛୋଟ ଛୋଟ ବ୍ୟବସାୟୀଙ୍କ ଜିଏସ୍ଟି ନମ୍ବରକୁ ବ୍ୟବହାର କରି ୩୨୫ କୋଟି ଟଙ୍କା ଜିଏସ୍ଟି ଠକେଇ କରିଥିବା ବଡ଼ ରାକେଟ୍ କୁ କେନ୍ଦ୍ରୀୟ ଜିଏସ୍ଟି ଗୁଇନ୍ଦା ବିଭାଗ ଠାବ କରିଛି। ମାଷ୍ଟରମାଇଣ୍ଡ […]
କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ , ୧୬ଯାତ୍ରୀ ଗୁରୁତର
ଫୁଲବାଣୀ: କଳିଙ୍ଗା ଘାଟିର ଅନ୍ଧାରୀକୋଟି ମନ୍ଦିର ବୁଲାଣିରେ ଆଜି ଭୋର ସମୟରେ ଏକ ବସ୍ ଓଲଟି ପଡ଼ିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ୧୬ ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଭଞ୍ଜନଗର […]
ନୂଆପଡ଼ା ଯିବାପାଇଁ ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି
ନୂଆପଡା: ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି । ଭୁବନେଶ୍ବର ଏୟାରପୋର୍ଟରୁ କ୍ଲିଅରାନ୍ସ ପାଇବାରେ ୧ ଘଣ୍ଟାରୁ ଅଧିକ ବିଳମ୍ବ ହେଲା । ଫଳରେ ୧ ଘଣ୍ଟା ୧୦ ମିନିଟ ବିଳମ୍ବରେ ନବୀନ ନୂଆପଡ଼ା […]
ଶ୍ରୀମନ୍ଦିର ଭିତରେ ପୁଣି ହିଡେନ କ୍ୟାମେରା ଜବତ
ଶ୍ରୀମନ୍ଦିର ଜଗମୋହନ ନିକଟରେ ହିଡେନ କ୍ୟାମେରା ଜବତ । ଚଷମାରେ ହିଡେନ କ୍ୟାମେରା ପିନ୍ଧିଥିବା ଭକ୍ତ ଭରତ ପାଣ୍ଡିଆ ପ୍ରୋଟକଲରେ ମନ୍ଦିର ଭିତରେ ପ୍ରବେଶ କରିଥିବା ସୂଚନା ମିଳିଛି । ଅବକାଶ ନୀତି ପରେ […]
ବିଏମ୍ସିର ଯୋଜନା ରାଜଧାନୀରେ ହେବ ପଥ ଉତ୍ସବ..
ଭୁବନେଶ୍ୱର: ଆସନ୍ତା ଡିସେମ୍ବର ମାସରେ ପଥ ଉତ୍ସବ କରିବାକୁ ବିଏମ୍ସି ଯୋଜନା କରୁଛି । ତା ପୂର୍ବରୁ ଆସନ୍ତା ୧୬ ତାରିଖରେ ମାଷ୍ଟର କ୍ୟାଣ୍ଟିନ୍ରେ ଷ୍ଟ୍ରିଟ୍ କାର୍ନିଭାଲ ଆରମ୍ଭ ହେବାକୁ ଯାଉଛି । ଇଣ୍ଡିଆ […]
ଜୀବନ ହାରିଲେ ମହିଳା ହୋମଗାର୍ଡ: ସୁଜାତା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ମଣ୍ଡପ ବସ୍ତିରେ ଜଣେ ମହିଳା ହୋମଗାର୍ଡ ଆତ୍ମହତ୍ୟା କରଛନ୍ତି । ମୃତକ ଜଣକ ହେଲେ ସୁଜାତା କର । ସେ ଚନ୍ଦ୍ରଶେଖରପୁର ଥାନାରେ ହୋମଗାର୍ଡଭାବେ କାର୍ଯ୍ୟରତ ଥିଲେ ।ମିଳିଥିବା […]
ନୂଆପଡ଼ାବାସୀଙ୍କ ପାଇଁ କଂଗ୍ରେସର ଇସ୍ତାହାର ପତ୍ର..
ନୂଆପଡା: ନୂଆପଡ଼ା ମତଦାତାଙ୍କୁ ନିଜ ସପକ୍ଷରେ ଆଣିବାକୁ କଂଗ୍ରେସ ପକ୍ଷରୁ ଆଜି ଘୋଷଣା ପତ୍ର ଜାରି କରାଯାଇଛି । ନୂଆପଡ଼ାସ୍ଥିତ ଖୁଣ୍ଟିଆ ଭବନଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା ପତ୍ର […]
ଗ୍ରୀନ୍ ଇଣ୍ଡିଆ କମ୍ପାନୀ ମାଲିକଙ୍କ ଘରେ ଇଡି ଚଢ଼ାଉ
ବ୍ରହ୍ମପୁର: ଚିଟ୍ଫଣ୍ଡ କମ୍ପାନି ଗ୍ରୀନ୍ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ବ୍ରହ୍ମପୁରର ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ରେଡ୍ କରିଛି। ଲୋକଙ୍କଠୁ […]
