ଭୁବନେଶ୍ୱର:ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲାର ତଦନ୍ତ ପାଇଁ ଭୁବନେଶ୍ଵରରେ ପହଞ୍ଚିଲେ NHRC ଟିମ୍ । ଦୁଇ ଜଣିଆ NHRC ଟି ଅଛନ୍ତି ରାଜେନ୍ଦ୍ର ସିଂ ଓ ଅବିନାଶ କୁମାର । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ […]
Category: ରାଜ୍ୟ
ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ସୁଶାନ୍ତ
ଭୁବନେଶ୍ବର: କବିସୂର୍ଯ୍ୟନଗର ଥାନା ପୋଲିସ ହେପାଜତରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଥିବା ନେଇ ସଙ୍ଗିନ ଅଭିଯୋଗ ହୋଇଛି। ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସମ୍ପୃକ୍ତ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଜଣକ ହେଲେ […]
ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ବର:ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୋମବାର ଠାରୁ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ଏହା ଜୁନ୍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଜୁନ୍ […]
କଟକ ପ୍ରେସ ଛକରେ ମାଛ ମାର୍କେଟ ଓ ବ୍ୟାଙ୍କ ଅଫ ଇଣ୍ଡିଆରେ ଭୟାବହ ଅଗ୍ନିକାଣ୍ଡ
କଟକ: ପ୍ରେସ ଛକ ମାଛ ମାର୍କେଟ ଓ ଏହା ନିକଟସ୍ଥ ବିଲଡିଂରେ ଲାଗିଥିବା ନିଆଁକୁ ୯ ଘଣ୍ଟା ପରେ ସଂପୂର୍ଣ୍ଣ ଆୟତ କରିଛନ୍ତି ଅଗ୍ନିଶମ ବାହିନୀ। ୧୩ଟି ଅଗ୍ନିଶମ ବାହିନୀ ନିଆଁ ଲିଭାଇବା କାର୍ଯ୍ୟରେ […]
ଓଡ଼ିଶା ରାଜ୍ୟପାଳଙ୍କ ପ୍ରଥମ ମହିଳା ଏଡିସି ଭାବେ ଦାୟିତ୍ୱ ନେଲେ ଆଇପିଏସ୍ ଅନନ୍ୟା ଅବସ୍ଥୀ
ଭୁବନେଶ୍ୱର:ଆଇପିଏସ୍ ଅଧିକାରୀ ଅନନ୍ୟା ଅବସ୍ଥୀ ରାଜ୍ୟପାଳଙ୍କ ଏଡିସି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ସହ ସେ ଓଡ଼ିଶାର ପ୍ରଥମ ମହିଳା ପୋଲିସ ଅଧିକାରୀ ଭାବେ ଏହି ଗୁରୁତ୍ୱପୂର୍ଣ୍ଣ ପଦରେ ନିଯୁକ୍ତ ହୋଇଛନ୍ତି।ରାଜ୍ୟପାଳଙ୍କ କାର୍ଯ୍ୟାଳୟ […]
ଥାନାରେ ଥାର୍ଡ଼ ଡିଗ୍ରୀ ଅଭିଯୋଗପରେ ବଦଳିଲେ ବାରଙ୍ଗ ଥାନା ଆଇଆଇସି
ଭୁବନେଶ୍ୱର:ବାରଙ୍ଗ ଥାନାରେ ରାକେଶ ବେହେରାଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗପରେ ବାରଙ୍ଗ ଥାନା ଆଇଆଇସି ନିରଞ୍ଜନ ବେହେରାଙ୍କୁ ବଦଳି କରାଯାଇଛି । ବାରଙ୍ଗ ଥାନାରେ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ ପୁରୀ ଘାଟ ଥାନା ଅଧିକାରୀ […]
ମହିଳା ଓ୍ୱାସ୍ ରୁମ୍ରେ କ୍ୟାମେରା ଲଗେଇଥବା ଜୁନିୟର କ୍ଲର୍କଙ୍କୁ ସସ୍ପେଣ୍ଡ କଲେ ଜିଲ୍ଲାପାଳ
ଜଗତସିଂହପୁର :ଜଗତସିଂହପୁର ଜିଲ୍ଲା DRDA କାର୍ଯ୍ୟାଳୟରେ ଥିବା ମହିଳା ଓ୍ୱାସ୍ ରୁମ୍ରେ ହିଡେନ୍ କ୍ୟାମେରା ଲଗାଇବା ଘଟଣାରେ ରେଭିନ୍ୟୁ ଜୁନିୟର କ୍ଲର୍କ ସଞ୍ଜୟ ଅଧେଖାକୁ ନିଲମ୍ବନ କଲେ ଜିଲ୍ଲାପାଳ । ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ […]
ପୂର୍ବତନ ସାଂସଦଙ୍କୁ ଜିଲ୍ଲାପାଳଙ୍କ ଅସମ୍ମାନ ଅଭିଯୋଗ
ବଲାଙ୍ଗିର:ବଲାଙ୍ଗିର ଜିଲ୍ଲାପାଳଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଲେ କୋସଲବାଦୀ ସଂଗଠନ । କ୍ଷମା ନ ମାଗିଲେ ଆନ୍ଦୋଳନ କରିବା ନେଇ ସଂଗଠନ ପକ୍ଷରୁ ଦିଆଯାଇଛି ଚେତାବନୀ ।ଉଲ୍ଲେଖଯୋଗ୍ୟ ଯେ, ଗତ ୨୫ ତାରିଖରେ ଆଗଲପୁର […]
ଦୁର୍ଦ୍ଦାନ୍ତ ଅପରାଧୀ ଚନ୍ଦନ ଜେନା କୁ ପୁରୀ ପୋଲିସ କଲା ଏନକାଉଣ୍ଟର
ପୁରୀ :ଗତକାଲି(ଶନିବାର) ଓମକାରେଶ୍ବର ମନ୍ଦିର ନିକଟରେ ହୋଇଛି ଏନକାଉଣ୍ଟର ।ପୁରୀ ବାସେଳୀ ସାହି ଥାନା ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ଚନ୍ଦନ ଜେନାକୁ କରିଛି ଏନକାଉଣ୍ଟର ।ଚନ୍ଦନର ଡାହାଣ ପଟ ଗୋଡ଼ରେ ବାଜିଛି ଗୁଳି । […]
ବାଂଲାଦେଶୀ ଅନୁପ୍ରବେଶ ରୋକିବାକୁ କୋଷ୍ଟାଗାର୍ଡ ଓ ମେରାଇନ ପୋଲିସ ସଜାଗ
ଭୁବନେଶ୍ୱର: ପଶ୍ଚିମବଙ୍ଗ ସହ ସୀମା ବାଣ୍ଟୁଥିବା ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକ ଭଳି ଜିଲ୍ଲାଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସୀମାନ୍ତବର୍ତ୍ତୀ ପ୍ରାୟ ୮୧୦ଟି ଥାନା ଅଞ୍ଚଳକୁ ସମ୍ପୂର୍ଣ୍ଣ ଆଲର୍ଟ କରାଯିବା ସହ […]
